• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

whatsapp 1
‘ଅଭିଯୋଗ ପାଇଁ ହ୍ୱାଟ୍ସଆପ୍ ନମ୍ବର ଜାରି’

କଟକ: ବିଭିନ୍ନ ସମସ୍ୟାର ଅଭିଯୋଗ କରିବା ପାଇଁ ସାଧାରଣ ଜନତାଙ୍କ ପାଇଁ କଟକ ଡିସିପି ଏକ ହ୍ୱାଟ୍ସଆପ୍ ନମ୍ବର ଜାରି କରିଛନ୍ତି। ଜାରି ହୋଇଥିବା ନମ୍ବର ଟି ହେଲା ୮୭୬୩୦୬୮୧୬୭। ଏହି ନମ୍ବରରେ ଲୋକମାନେ ସେମାନଙ୍କର ସମସ୍ୟା ବିଷୟରେ ଅଭିଯୋଗ କରିପାରିବେ ବୋଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି କଟକ...

crocodile
ସାଙ୍ଗମାନଙ୍କ ସହ ନଦୀକୁ ଗାଧୋଇବା ପାଇଁ ଯାଇଥିଲେ, ଟାଣିନେଲା କୁମ୍ଭୀର

ଆଳି: ନଦୀକୁ ଶୌଚ ପାଇଁ ଯାଇଥିବା ବେଳେ ଜଣେ ୧୬ ବର୍ଷର ବାଳକକୁ କୁମ୍ଭୀର ଟାଣି ନେଇଛି। କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ପାରିମକୁନ୍ଦପୁର ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ, ଗତକାଲି ଅପରାହ୍ଣ ପ୍ରାୟ ୨ଟା ସମୟରେ ପାରିମକୁନ୍ଦପୁର ଗାଁର ଭୋଳାନାଥ ବେହେରାଙ୍କ...

odisha
PEO କହିଲେ- ଟଙ୍କା ନ ଦେଲେ ସରକାରୀ କ୍ୱାରେଣ୍ଟିନ୍ ‌ସେଣ୍ଟରରେ ରହିବା ପାଇଁ ମିଳିବନି ଅନୁମତି

ଖୋର୍ଦ୍ଧା: ସରକାରୀ କ୍ୱାରେଣ୍ଟିନ୍ ‌ସେଣ୍ଟରରେ ରହିବା ପାଇଁ ବିଦେଶ ଫେରନ୍ତା ପ୍ରବାସୀ ଓଡ଼ିଆଙ୍କଠାରୁ ଜଣେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ(Panchayat Executive Officer) ଟଙ୍କା ମାଗିବା ଘଟଣାର ଦୃଶ୍ୟ ଏବେ ଭାଇରାଲ୍‌ ହୋଇଛି। ସରକାରୀ କ୍ୱାରେଣ୍ଟିନ୍‌ ସେଣ୍ଟରରେ ରହିବାକୁ ହେଲେ ଟଙ୍କା ଦେବାକୁ ପଡ଼ିବ ନହେଲେ ରହିବା ପାଇଁ...

Actress Vijayalakshmi
ଭିଡିଓ କରି ଅଭିନେତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, କହିଲେ- ଏଇଟା ମୋର ଶେଷ ଭିଡିଓ

ଚେନ୍ନାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ଆତ୍ମହତ୍ୟା ଘଟଣା ପରେ ବଲିଉଡ୍‌ ଇଣ୍ଡଷ୍ଟ୍ରି ଏକ ପ୍ରକାର ସ୍ତବ୍ଧ ହୋଇଯାଇଛି। ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ ସୁଶାନ୍ତଙ୍କ ଆତ୍ମହତ୍ୟା ପଛର କାରଣ କ’ଣ। ଏସବୁ ଭିତରେ ଆଉ ଜଣେ ଅଭିନେତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଯାହାକୁ ନେଇ ଅଭିନେତ୍ରୀଙ୍କ ଫ୍ୟାନ୍ସମାନଙ୍କୁ ଏକ...

Sanjay Bansode
ମହାରାଷ୍ଟ୍ରରେ ଆଉ ଜଣେ ମନ୍ତ୍ରୀଙ୍କୁ କରୋନା

ମୁମ୍ବାଇ: ମହାରାଷ୍ଟ୍ରର ଆଉ ଜଣେ ମନ୍ତ୍ରୀ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। Nationalist Congress Party (NCP)ର ନେତା ସଞ୍ଜୟ ବଂଶୋଡେଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଛି। ମୁମ୍ବାଇର ଏକ ପ୍ରାଇଭେଟ୍‌ ହସ୍ପିଟାଲ୍‌ରେ ଏବେ ତାଙ୍କର ଚିକିତ୍ସା ଚାଲିଛି। ଶନିବାର ଦିନ ଜ୍ୱର ଓ ଗଳାରେ ଯନ୍ତ୍ରଣା...

ଓଡ଼ିଶାରେ ଆଉ ୭ ଜୀବନ ନେଲା କରୋନା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୭ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୭କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩ଜଣ, କଟକରୁ ଜଣେ, ଭୁବନେଶ୍ୱରରୁ...

coronavirus
୨୪ ଘଣ୍ଟାରେ ଓଡ଼ିଶାରୁ ୧,୫୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୫୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୫୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୦୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୦୧  ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା...

matric-exam
ଜୁଲାଇ ୨୯ରେ ବାହାରିବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର: ଜୁଲାଇ ୨୯ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ମାଟ୍ରିକ ରେଜଲ୍ଟ ନେଇ ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇ କହିଛନ୍ତି, ୨୯ ତାରିଖ ସକାଳ ୯ଟାରେ ଭିଡିଓ କନ୍ଫରେନ୍ସିଂରେ ରେଜଲ୍ଟ ପ୍ରକାଶ...

students
ଅଗଷ୍ଟରେ ପ୍ରକାଶ ପାଇବ +୨ ରେଜଲ୍ଟ

ଭୁବନେଶ୍ୱର: ଅଗଷ୍ଟ ତୃତୀୟ ସପ୍ତାହ ମଧ୍ୟରେ ପ୍ରକାଶ ପାଇବ +୨ ରେଜଲ୍ଟ । +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ୩ୟ ସପ୍ତାହ ମଧ୍ୟରେ ପ୍ରକାଶ ପାଇବ। ସେହିପରି ଅଗଷ୍ଟ ମାସ ଶେଷ ସୁଦ୍ଧା +୨ କଳା ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।