• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

naveen-patnaik
ବରିଷ୍ଠ IAS ସ୍ତରରେ ଅଦଳ ବଦଳ କଲେ ଓଡ଼ିଶା ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ବରିଷ୍ଠ IAS ସ୍ତରରେ ଅଦଳ ବଦଳ କରିଛନ୍ତି। ରାଜକୁମାର ଶର୍ମାଙ୍କୁ କୃଷି ଉତ୍ପାଦନ କମିଶନର ଭାବେ ଦାୟିତ୍ୱ ମିଳିଥିବା ବେଳେ ଶ୍ରମ ଓ ଇଏସ୍ଆଇ ବିଭାଗର ପ୍ରିନ୍ସପାଲ୍‌ ସେକ୍ରଟାରୀ ଅନୁ ଗର୍ଗଙ୍କୁ ଜଳ ସଂପଦ ବିଭାଗର ପ୍ରିନ୍ସପାଲ୍‌ ସେକ୍ରଟାରୀ ଭାବେ ଦାୟିତ୍ୱ ମିଳିଛି। ଅନୁ...

odisha
ବିଜେଡି ନେତାଙ୍କ ଦାଦାଗିରି: ବୃଦ୍ଧଙ୍କୁ ମାଡ଼ ମାରିଲେ, ଠେଲିଦେଲେ

କଟକ: ସାମାନ୍ୟ ଡ୍ରେନ୍‌ ଚାମ୍ବରକୁ କେନ୍ଦ୍ର କରି ଜଣେ ବୃଦ୍ଧଙ୍କୁ ବିଜେଡି ନେତା ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।  କଟକ ନଗର ବିଜେଡି ସାଧାରଣ ସମ୍ପାଦକ ତାପସ ମହାନ୍ତିଙ୍କ ବିରୋଧରେ ଏଭଳି ଅଭିଯୋଗ ଆସିଛି। କଟକ ଜଗତପୁର ଥାନା ଅନ୍ତର୍ଗତ ପଣ୍ଡା ସାହିର ଲକ୍ଷ୍ମୀଧର ପଣ୍ଡା ଏବଂ ତାଙ୍କ...

corona
ଓଡ଼ିଶାରେ କରୋନା ସ୍ଥିତି: ସରକାରଙ୍କ ପାଇଁ ଚିନ୍ତା ବଢ଼ାଉଛି ଏହି ୩ ଜିଲ୍ଲା

ଭୁବନେଶ୍ୱର: କରୋନାର ସ୍ଥିତି ବର୍ତ୍ତମାନ ରାଜ୍ୟରେ ପିକ୍‌ରେ ରହିଛି। ଆଗକୁ ବଢ଼ିବ କି କମିବ ତାହା କହି ହେବ ନାହିଁ। ରାଜ୍ୟରେ ପ୍ରତ୍ୟେକ ଦିନ ଯେତେ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି, ସେଥିମଧ୍ୟରୁ ବିଶେଷ କରି ୩ଟି ଜିଲ୍ଲା ଯଥା- ଗଞ୍ଜାମ, ଖୋର୍ଦ୍ଧା ଓ କଟକରୁ ୬୦ରୁ ୬୫...

results-11
ଯୁକ୍ତ ୩ ଆଡମିଶନ୍ ଲାଗି ଗାଇଡଲାଇନ୍ସ ଜାରି

ଭୁବନେଶ୍ୱର: ଯୁକ୍ତ ୩ ଆଡମିଶନ୍ ଲାଗି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ୍ସ ଜାରି କରାଯାଇଛି।ଗୋଟିଏ ପର୍ଯ୍ୟାୟରେ ତିନି ରାଉଣ୍ଡ ବିଶିଷ୍ଟରେ ହେବ ଆଡମିଶନ୍। SAMS ପୋର୍ଟାଲରେ ଛାତ୍ରଛାତ୍ରୀ ନିଜ ମୋବାଇଲ ଓ ଇ-ମେଲ୍‌ ଆଇଡି ଦେଇ ଆଡମିଶନ ଲାଗି ଆବେଦନ କରିପାରିବେ। ତେବେ ଆବେଦନ ସମୟରେ ଏଣିକି...

୪ ଦିନ ହେଲା ମୃତ୍ୟୁବରଣ କରି ସାରିଥିଲେ, ହେଲେ ପରିବାର ଲୋକଙ୍କୁ କହୁଥିଲେ ଚିକିତ୍ସା ଚାଲିଛି !

ବ୍ରହ୍ମପୁର: ମୃତ୍ୟୁ ପରେ ବି ଏହି ଖବର ପରିବାର ଲୋକଙ୍କୁ ଜଣାଯାଉ ନାହିଁ। ଏପରିକି ମୃତ୍ୟୁର ୪ ଦିନ ପରେ ମଧ୍ୟ ଚିକିତ୍ସା ଚାଲିଥିବା ନେଇ ପରିବାର ଲୋକଙ୍କୁ କୁହାଯାଉଛି। ଶେଷରେ ଭିଡିଓ କଲିଂରେ ଚିକିତ୍ସିତ ହେଉଥିବା ବ୍ୟକ୍ତି ଜଣଙ୍କୁ ଦେଖିବାକୁ ପରିବାର ଲୋକେ କହିବାରୁ ଘଟଣା ସାମ୍ନାକୁ...

results 22
ପ୍ରକାଶ ପାଇଲା ମାଟ୍ରିକ୍‌ ରେଜଲ୍ଟ, ପାସ୍‌ ହାର ୭୮.୭୬%

ଭୁବନେଶ୍ୱର: ପ୍ରକାଶ ପାଇଲା ମାଟ୍ରିକ୍‌ ରେଜଲ୍ଟ। ଭିଡିଓ କନ୍‌ଫରେନ୍ସିଂରେ ରେଜଲ୍ଟ ପ୍ରକାଶ ପାଇଛି। ରେଜଲ୍ଟ ପ୍ରକାଶ ନେଇ ବିଧିବଦ୍ଧ ଭାବେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଘୋଷଣା କରିଛନ୍ତି। ଚଳିତ ବର୍ଷ ମାଟ୍ରିକ ପାସ୍ ହାର ୭୮.୭୬% ରହିଛି। ଚଳିତ ବର୍ଷ ପାସ୍ ‌ହାରରେ ପୁଅଙ୍କୁ...

“ଲୋକ ଏଠି ପୋକମାଛି ଭଳି ମରୁଛନ୍ତି”

ବ୍ରହ୍ମପୁର: ‘ଲୋକ ଏଠି ପୋକମାଛି ଭଳି ମରୁଛନ୍ତି। ଯଦି ସେହି ରୋଗୀ ଭୁବନେଶ୍ୱର ଯାଉଛନ୍ତି, ତା’ହେଲେ ବଞ୍ଚିକି ଆସୁଛନ୍ତି। ଏଥିପାଇଁ ଏଠି ଏତେ ଲୋକ ମରୁଛନ୍ତି  କାରଣ ଏଠି ଠିକ୍ ଭାବେ‌ ଚିକିତ୍ସା ହେଉନାହିଁ। ହେଲ୍‌ପ୍‌ଲାଇନ୍‌ ନମ୍ବରରେ ଯୋଗାଯୋଗ କଲେ ମଧ୍ୟ କିଛି ଉତ୍ତର ମିଳୁନାହିଁ। ’ ଚିକିତ୍ସା...

odisha
ଓଡ଼ିଶାରେ ନୂଆ ୧,୦୬୮ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ୧,୦୬୮ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୦୬୮ ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୦୬  ରହିଛି। ଗଞ୍ଜାମରୁ ସର୍ବାଧିକ ୨୪୫...

ଓଡ଼ିଶାରେ କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୫ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୯କୁ ବୃଦ୍ଧି ପାଇଛି। ମୃତକ ୫ ଜଣକ ମଧ୍ୟରେ ଅଛନ୍ତି ବାଲେଶ୍ୱର, ପୁରୀ,...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।