• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

pintu nanda
ଅଭିନେତା ପିଣ୍ଟୁ ନନ୍ଦଙ୍କ ନାଁରେ ଥାନାରେ ଅଭିଯୋଗ

ଭୁବନେଶ୍ୱର: ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦଙ୍କ ନାଁରେ ଜଣେ ଯୁବତୀ ସଙ୍ଗୀନ ଅଭିଯୋଗ ଆଣିଛନ୍ତି।  ଶୁଟିଂ ସେଟ୍‌କୁ ଡାକି ପିଣ୍ଟୁ ଦୁର୍ବ୍ୟବହାର ଓ ଗାଳିଗୁଲଜ କରିଥିବା ନେଇ ଯୁବତୀ ଜଣକ ଅଭିଯୋଗ କରିଛନ୍ତି। ଏ ନେଇ ନୟାପଲ୍ଲୀ ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ପିଣ୍ଟୁଙ୍କ ସମେତ ୩...

ଗଛରେ ଝୁଲୁଛି ଯୁବକ, ଯୁବତୀଙ୍କ ମୃତଦେହ

ଅନୁଗୁଳ: ଦୁଇଟି ଗଛରେ ଝୁଲୁଛି ୩ ଜଣଙ୍କ ମୃତଦେହ। ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ  ଡିମିରିକୁଦା ଗାଁ ନିକଟ ଜଙ୍ଗଲରୁ ୩ଟି ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଛି। ଗୋଟିଏ ଗଛରେ ୨ଟି ମୃତଦେହ ଝୁଲୁ ଥିବାବେଳେ ସେହି ଗଛ ଠାରୁ ପ୍ରାୟ ୧୫ରୁ ୨୦ ଫୁଟ ଦୂର...

aditya das death
ଆଦିତ୍ୟ ଦାଶ ମୃତ୍ୟୁ ଘଟଣା: କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

ଭୁବନେଶ୍ୱର: ମୋଟିଭେସନାଲ୍‌ ସ୍ପିକର୍‌ ତଥା ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପାଇଁ ପୋଲିସ୍‌ ଡିଜି ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ପୋଲିସ ଡିଜି ଅଭୟ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ଗତ ୭ ତାରିଖରେ ଲିଙ୍ଗରାଜ ଷ୍ଟେସନ୍ ଟ୍ରେନ୍ ଲାଇନରୁ ଆଦିତ୍ୟଙ୍କ ମୃତଦେହ...

pintu 11
ଯୁବତୀଙ୍କ ଅଭିଯୋଗ-ପିଣ୍ଟୁ ମୋତେ ଟଣାଓଟରା କଲେ, ପିଣ୍ଟୁ ରଖିଲେ ଏମିତି ଉତ୍ତର...

ଭୁବନେଶ୍ୱର: ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦଙ୍କ ନାଁରେ ଜଣେ ଯୁବତୀ ସଙ୍ଗୀନ ଅଭିଯୋଗ ଆଣିଛନ୍ତି।  ଶୁଟିଂ ସେଟ୍‌କୁ ଡାକି ପିଣ୍ଟୁ ଦୁର୍ବ୍ୟବହାର, ଟଣାଓଟରା ଓ ଗାଳିଗୁଲଜ କରିଥିବା ନେଇ ଯୁବତୀ ଜଣକ ଥାନାରେ ଅଭିଯୋଗ କରିଛନ୍ତି। ଏହି ଘଟଣାକୁ ନେଇ ପିଣ୍ଟୁ କହିଛନ୍ତି, ‘ସମ୍ପୃକ୍ତ ଯୁବତୀଙ୍କୁ ମୁଁ ଚିହ୍ନି...

corona
୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ କରୋନା ରୋଗୀ‌ ଚିହ୍ନଟ, ୩୦ ହଜାର ପାର୍‌ କଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।ଚିହ୍ନଟ ନୂଆ ୧,୨୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୭୫୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୪୫  ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

92045314_3111362032287054_788538214380994560_n
ଓଡ଼ିଶାରେ ଆଉ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪, ଖୋର୍ଦ୍ଧାରୁ ୨, ନୟାଗଡ଼, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।...

ତହସିଲଦାରଙ୍କ କାର୍‌ ଉପରକୁ ପଥରମାଡ଼, ଆକ୍ରମଣ ପଛରେ ପଥର ମାଫିଆଙ୍କ ହାତଥିବା ସନ୍ଦେହ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ତହସିଲଦାରଙ୍କ କାର୍‌ ଉପରକୁ ପଥରମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଏଥିରେ କାର୍ ଡ୍ରାଇଭରଙ୍କ ସମେତ ସହ ଗାଡ଼ିରେ ଥିବା ଜଣେ RI ଓ ଆଉ ଜଣେ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ତେବେ ତହସିଲଦାର ଅଶ୍ୱିନୀ ଦାଶ ଅଳ୍ପକେ...

prakruti mishra
ଥାନାରେ ଫେରାଦ ହେଲେ ଅଭିନେତ୍ରୀ ପ୍ରକୃତି ମିଶ୍ର

ଭୁବନେଶ୍ୱର: ଏକ ଓଡ଼ିଆ ୱେବ୍‌ସାଇଟ୍‌ ନାଁରେ ଥାନାରେ ଫେରାଦ ହେଲେ ଓଡ଼ିଆ ଅଭିନେତ୍ରୀ ପ୍ରକୃତି ମିଶ୍ର। ତାଙ୍କ ଚରିତ୍ରକୁ କଦର୍ଥ କରି ଦର୍ଶାଇବା ସହ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ନେଇ ସେ ଏହି ୱେବ୍‌ସାଇଟ୍‌ ନାଁରେ  ଅଭିଯୋଗ ଆଣିଛନ୍ତି। ଖାଲି ତାଙ୍କ ବିରୋଧରେ ନୁହେଁ ଏପରିକି ତାଙ୍କ ପରିବାର...

diesel
ଶସ୍ତା ହେଲା ଡିଜେଲ୍, କମିଲା ଭାଟ୍‌

ନୂଆଦିଲ୍ଲୀ: ଶସ୍ତା ହେଲା ଡିଜେଲ୍, କମିଲା ଭାଟ୍‌। ଦିଲ୍ଲୀ ସରକାର ଡିଜେଲ୍‌ ଉପରୁ ମୋଟା ଅଙ୍କର ଭାଟ୍ କାଟିଛନ୍ତି। ଡିଜେଲ ଉପରୁ ଭାଟ୍ ୩୦%ରୁ ୧୬.୭୫%କୁ ହ୍ରାସ କରାଯାଇଛି। ଏ ନେଇ ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ ଘୋଷଣା କରିଛନ୍ତି। ଭାଟ୍ କମିବା ପରେ ଡିଜେଲ ଲିଟର...

shutdown
୪୮ ଘଣ୍ଟା ପାଇଁ ସଟ୍‌ଡାଉନ୍‌ ହେବ ଏହି ଜିଲ୍ଲା

କୋରାପୁଟ: ୪୮ ଘଣ୍ଟା ପାଇଁ କୋରାପୁଟ ଜିଲ୍ଲା ସଟ୍‌ଡାଉନ୍ ଘୋଷଣା। ଆଜି ମଧ୍ୟରାତ୍ରରୁ ଅଗଷ୍ଟ ୧ ମଧ୍ୟରାତ୍ର ଯାଏ ୪୮ ଘଣ୍ଟା ପାଇଁ କୋରାପୁଟ ଜିଲ୍ଲାକୁ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। କରୋନା ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଗତ...

aditya-dash
ଆଦିତ୍ୟଙ୍କ ମୃତଦେହ ମିଳିଥିବା ସ୍ଥାନରେ ପହଞ୍ଚିଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର: ମୋଟିଭେସନାଲ୍‌ ସ୍ପିକର୍‌ ତଥା ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଛି। ଏହି ଘଟଣାରେ ଦସ୍ତାବିଜ୍‌ ହସ୍ତାନ୍ତର ପରେ ମାମଲାର ବିଧିବଦ୍ଧ ତଦନ୍ତ ଆରମ୍ଭ ହୋଇଛି। କ୍ରାଇମ୍‌ବ୍ରାଞ୍ଚର ଏକ ଟିମ୍‌ ଲିଙ୍ଗରାଜ ରେଲ୍‌ୱେ ଷ୍ଟେସନ ଯାଇ, ଯେଉଁ ସ୍ଥାନରୁ ଆଦିତ୍ୟଙ୍କ ମୃତଦେହ...

sushant singh
ସୁଶାନ୍ତଙ୍କ ମୃତ୍ୟୁର ୨ ଦିନ ପୂର୍ବରୁ ଘଟିଥିଲା ଏହି ରହସ୍ୟମୟ ଘଟଣା, କଙ୍ଗନା କହିଲେ ଏମିତି...

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ମୃତ୍ୟୁ ଘଟଣାରେ ଏକ ନୂଆ ଖୁଲାସା କରିଛନ୍ତି ଅଭିନେତ୍ରୀ କଙ୍ଗନା ରାଣାୱତ୍‌। ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟାଙ୍କୁ ନେଇ ସେ ଏହି ଖୁଲାସା କରିଛନ୍ତି। ଟ୍ୱିଟ୍‌ କରି କଙ୍ଗନା ଲେଖିଛନ୍ତି, ‘ଗତ ୬ ମାସ ହେବ ରିୟା, ସୁଶାନ୍ତଙ୍କ ସହ ଥିଲେ।...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।