• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ମଦ ମିଳିଲାନି ବୋଲି ପିଇଦେଲେ ସାନିଟାଇଜର, ୯ ମୃତ

ହାଇଦ୍ରାବାଦ: ଆନ୍ଧ୍ର ପ୍ରଦେଶରେ ସାନିଟାଇଜର ପିଇ ୯ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମଦ ମିଳିଲାନି ବୋଲି ସାନିଟାଇଜର ପିଇ ଦେବାରୁ ଏମାନଙ୍କର ମୃତ୍ୟୁ ହୋଇଥିବା ସୂଚନା। ଆନ୍ଧ୍ର ପ୍ରଦେଶର ପ୍ରକାଶମ୍‌ ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ, କୁରିଚେଦୁ ସହରରେ ୯ ଜଣ...

shutdown 111
ଆଜିଠୁ ୩ ଦିନ ପାଇଁ ଏହି ଜିଲ୍ଲା ସଟ୍‌ଡାଉନ୍‌

ବରଗଡ଼: ଆଜିଠୁ ୩ ଦିନ ପାଇଁ ବରଗଡ଼ ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ବରଗଡ଼ ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ଜିଲ୍ଲାପାଳ। ସଟ୍‌ଡାଉନ୍‌ ସମୟରେ ଜରୁରୀ ସେବାକୁ ଛାଡ଼ି ବାକି ସବୁ ବନ୍ଦ ରହିବ। ଗ୍ରୋସରୀ,...

unlock-3
ଓଡ଼ିଶା ଅନ୍‌ଲକ୍‌-୩: ବଳବତ୍ତର ରହିବ ରାତ୍ରୀକାଳୀନ କର୍ଫ୍ୟୁ

ଭୁବନେଶ୍ୱର: ସାରା ଦେଶରେ ଆଜିଠୁ ଅନ୍‌ଲକ୍-ଥ୍ରୀ ଆରମ୍ଭ ହୋଇଛି। ଅନ୍‌ଲକ୍-ଥ୍ରୀରେ କିଛି ସେବାକୁ ଖୋଲିବାକୁ ଅନୁମତି ମିଳିଥିବା ବେଳେ ଆଉ କିଛି ସେବା ବନ୍ଦ ରହିଛି। ଏହି ଆଧାରରେ ଅନ୍‌ଲକ୍-ଥ୍ରୀରେ ଓଡ଼ିଶାରେ ରାତ୍ରୀକାଳୀନ କର୍ଫ୍ୟୁ ବଳବତ୍ତର ରହିବ।  ରାତି ୯ଟାରୁ ସକାଳ ୫ଟା ଯାଏ ସାଧାରଣ ଆତଯାତ ବନ୍ଦ...

କାମ ଚାଲୁଥିବା ବେଳେ ଭୁଶୁଡ଼ିଲା ବିଲ୍ଡିଂ

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ନୋଏଡାର ସେକ୍ଟର-୧୧ରେ ଏକ ନିର୍ମାଣାଧୀନ ବିଲ୍ଡିଂର କିଛି ଅଂଶ ଭୁଶୁଡ଼ି ଯିବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୩ଜଣ ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଗତକାଲି ଏହି ଅଘଟଣ ଘଟିଛି। ଏକ ଘରୋଇ ସଂସ୍ଥା ପକ୍ଷରୁ ବିଲ୍ଡିଂ ନିର୍ମାଣକାର୍ଯ୍ୟ ଚାଲିଥିବା...

ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର ଓ ନର୍ସଙ୍କୁ କରୋନା, ସିଲ୍‌ ହେଲା OT

ପୁରୀ: ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର ଓ ନର୍ସ କରୋନା ପଜିଟିଭ୍ ଚିହ୍ନଟ ପରେ ଡାକ୍ତରଖାନାର ଅପରେସନ୍ ଥିଏଟରକୁ (OT) ସିଲ୍‌ କରାଯାଇଛି। ଅପରେସନ୍ ଥିଏଟର ସିଲ୍‌ ହେବାପରେ ରୋଗୀମାନେ ଡାକ୍ତରଖାନା ବାହାରେ ବସିଥିବା ସୂଚନା ମିଳିଛି। ଏ ନେଇ ରୋଗୀଙ୍କ ସମ୍ପର୍କୀୟ ଚିନ୍ତାରେ ଥିବା...

doctor111
କୋଭିଡ୍‌ ନିୟମ ଭାଙ୍ଗୁଥିଲେ, ବିରୋଧ କରିବାରୁ ସାମ୍ବାଦିକ ଓ ପୋଲିସ୍‌କୁ ପିଟିଲେ ଡାକ୍ତର

କେନ୍ଦ୍ରାପଡ଼ା: ନର୍ସିଂହୋମ୍‌ରେ କୋଭିଡ୍ ନିୟମ ଉଲ୍ଲଂଘନ, ଚିକିତ୍ସା ଅବହେଳାର ଖବର ସଂଗ୍ରହ ବେଳେ ପ୍ରଥମେ ସାମ୍ବାଦିକଙ୍କୁ ଆକ୍ରମଣ ହୋଇଥିବା ବେଳେ ତଦନ୍ତ ପାଇଁ ଆସିଥିବା ପୋଲିସ୍‌ ଉପରେ ମଧ୍ୟ ଆକ୍ରମଣ କରିବାକୁ ପଛାଇ ନଥିଲେ ଆକ୍ରମଣକାରୀ। କେନ୍ଦ୍ରାପଡ଼ାରୁ ଏହି ଅଭିଯୋଗ ଆସିଛି। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପୋଲିସ୍‌...

ଦାନା ବାନ୍ଧୁଛି ଲଘୁଚାପ, ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆସନ୍ତା ୪ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ଲଗାଣ ବର୍ଷା ହୋଇପାରେ। ୩ ତାରିଖରୁ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।