• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

corona death in  odisha
ଜଣେ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ୪୧ ଜଣଙ୍କୁ କରୋନା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଜଣେ ଆଳୁ ବ୍ୟବସାୟୀଙ୍କ ଅସାବଧାନତା ଯୋଗୁ ୪୧ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସି ଏମାନେ ସମସ୍ତେ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏମିିତି ଜଣେ ସୁପରସ୍ପ୍ରେଡରଙ୍କ ସମ୍ପର୍କରେ ସୂଚନା ଦେଇ ଭିଡ଼କୁ ନ ଯିବାକୁ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ...

virat kohli
ବିରାଟ କୋହଲି ଓ ତମନ୍ନାଙ୍କ ବିରୋଧରେ ଆସିଲା ଏମିତି ଅଭିଯୋଗ

ଚେନ୍ନାଇ: ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଓ ଅଭିନେତ୍ରୀ ତମନ୍ନା ଭାଟିଆଙ୍କ ବିରୋଧରେ ଅନ୍‌ଲାଇନ୍‌ ଜୁଆ ଖେଳକୁ ପ୍ରୋତ୍ସାହିତ କରୁଥିବା ନେଇ ଅଭିଯୋଗ ହୋଇଛି। ଏ ନେଇ ମାଦ୍ରାସ ହାଇକୋର୍ଟରେ ଏକ ପିଟିସନ୍‌ ଦାଖଲ ହୋଇଛି। ଆଇନଜୀବୀ ତଥା ସାମାଜିକ କର୍ମୀ ଏ ପି ସୂର୍ଯ୍ୟପ୍ରକାଶମ୍‌ ଏହି...

ଲୋକଙ୍କୁ ହତ୍ୟା କରି କୁମ୍ଭୀର ମୁହଁକୁ ଫିଙ୍ଗି ଦେଉଥିଲେ ଆୟୁର୍ବେଦିକ ଡାକ୍ତର

ନୂଆଦିଲ୍ଲୀ: ୫୦ରୁ ଅଧିକ ଲୋକଙ୍କୁ ହତ୍ୟା କରିବା ଅଭିଯୋଗରେ ଆୟୁର୍ବେଦିକ ଡାକ୍ତର ଦେବେନ୍ଦ୍ର ଶର୍ମାଙ୍କୁ ଦିଲ୍ଲୀ କ୍ରାଇମ୍‌ ବ୍ରାଞ୍ଚ ଗିରଫ କରିଛି। ବାପ୍ରୋଲା ଅଞ୍ଚଳରୁ ତାଙ୍କୁ ଗିରଫ କରାଯାଇଛି। ବିଶେଷ କରି ସେ ଟ୍ରକ୍ ଡାଇଭରଙ୍କୁ ଟାର୍ଗେଟ କରି ସେମାନଙ୍କୁ ହତ୍ୟା କରୁଥିଲେ ଓ ହତ୍ୟା ପରେ ମୃତଦେହକୁ...

corona 44
୨୪ ଘଣ୍ଟାରେ ଓଡ଼ିଶାରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୪୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୪୫ ରହିଛି। ଗଞ୍ଜାମରୁ ସର୍ବାଧିକ ୩୨୦...

gst
ଜୁଲାଇରେ ଓଡ଼ିଶାରେ ଜିଏସ୍‌ଟି ଆଦାୟରେ ରେକର୍ଡ

ଭୁବନେଶ୍ୱର: ଚଳିତ ବର୍ଷ ଜୁଲାଇରେ ଓଡ଼ିଶାରେ ଜିଏସ୍‌ଟି ଆଦାୟରେ ରେକର୍ଡ ବୃଦ୍ଧି ହାର ୧୩ ପ୍ରତିଶତ ରହିଛି। କରୋନା ମହାମାରୀ ଓ ଲକ୍‌ଡାଉନ୍‌ ସତ୍ତ୍ୱେ ଜିଏସ୍‌ଟି ଆଦାୟରେ ରେକର୍ଡ ବୃଦ୍ଧି ହୋଇଛି। ଜୁଲାଇରେ ଓଡ଼ିଶାର ଜିଏସ୍‌ଟି ଆଦାୟ ରାଶି ୭୯୪.୦୨ କୋଟି ଟଙ୍କା ରହିଛି। ଗତବର୍ଷ ଜୁଲାଇ ମାସରେ...

ଓଡ଼ିଶାରେ କରୋନା ନେଲା ଆଉ ୧୦ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରେ ୩, ଯାଜପୁର, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ...

accident
ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଲୋକଙ୍କ ଉପରେ ଗାଡ଼ି ଚଢ଼ାଇଦେଲେ ଫ୍ୟାଶନ୍‌ ଡିଜାଇନର୍‌

ନୂଆଦିଲ୍ଲୀ: ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଲୋକଙ୍କ ଉପରେ ଗାଡ଼ି ଚଢ଼ାଇଦେଲେ ଫ୍ୟାଶନ୍‌ ଡିଜାଇନର୍‌। ଶୁକ୍ରବାର ରାତିରେ ‌ଦକ୍ଷିଣ ଦିଲ୍ଲୀ ଲାଜ୍‌ପତ୍ ନଗରର‌ ଅମର କଲୋନୀ ଅଞ୍ଚଳରେ ଏହି ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଲୋକଙ୍କ ଉପରରେ ଏକ BMW କାର୍ ଚଢ଼ି ଯିବା ଫଳରେ...

sushant singh
ସାମ୍ନାକୁ ଆସିଲା ସୁଶାନ୍ତଙ୍କ ବ୍ୟାଙ୍କ ବିବରଣୀ; ଶପିଂ‌, ମେକ୍‌ଅପ୍ ‌ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରିଥିଲେ ରିୟା !

ମୁମ୍ବାଇ(ସୁରେଶ ଦାଶ): ୨୦୧୯ରେ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆକାଉଣ୍ଟରେ ୧୭ କୋଟି ଟଙ୍କା ଥିଲା। ହେଲେ ଗତ କିଛି ମାସ ମଧ୍ୟରେ ୧୫ କୋଟି ଟଙ୍କା ଟ୍ରାନ୍ସଫର୍ ହୋଇଥିଲା‌। ଏହି ଟଙ୍କାକୁ ରିୟା ଉଠାଇଥିବା ନେଇ ସୁଶାନ୍ତଙ୍କ ବାପା ଅଭିଯୋଗ ଆଣିଛନ୍ତି। ଏସବୁ ଭିତରେ ସୁଶାନ୍ତଙ୍କ ବ୍ୟାଙ୍କ୍‌...

representational image
ମାଟ୍ରିକ୍‌ ପରୀକ୍ଷାରେ ଫେଲ୍‌ ଖବର ଶୁଣି, ଏମିତି ନିଷ୍ପତ୍ତି ନେଲେ ଛାତ୍ରୀ

ଉମରକୋଟ: ମାଟ୍ରିକ୍‌ ପରୀକ୍ଷାରେ ଫେଲ୍‌ ହୋଇଥିବା ଜାଣି ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଅନ୍ତର୍ଗତ ଉଦୟପୁର ଡିଏନ୍‌କେ ଗାଁର ଜଣେ ଛାତ୍ରୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଛାତ୍ରୀ ଜଣକ ଉଦୟପୁର ଡିଏନ୍‌କେ ସ୍ଥିତ ସହିଦ ଲକ୍ଷ୍ମଣ ନାୟକ ଉଚ୍ଚ ବିଦ୍ୟାଳୟରେ ପଢ଼ୁଥିଲେ ଓ ଚଳିତ ବର୍ଷ...

rhea chakraborty
ସେଲେବ୍ରିଟିଙ୍କ ଘରେ ଲୁଚିଛନ୍ତି କି ରିୟା ?

ମୁମ୍ବାଇ(ସୁରେଶ ଦାଶ): ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀ ୩ ଦିନ ତଳେ ସାନ୍ତାକ୍ରୁଜ୍‌ ସ୍ଥିତ ଘରୁ ପରିବାର ସହ ଅନ୍ୟ ଏକ ସ୍ଥାନକୁ ସିଫ୍ଟ କରିଥିବା ଜଣାପଡ଼ିଛି। ରିୟା ଏବେ ତାଙ୍କ ପରିବାର ସହ ମୁମ୍ବାଇ ସ୍ଥିତ ଜଣେ ସେଲେବ୍ରିଟିଙ୍କ ଘରେ ଥିବା କୁହାଯାଉଛି।...

rainfall 22
ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୪ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।  ଏହାର ପ୍ରଭାବରେ ଆଜିଠୁ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। କେନ୍ଦୁଝର, ସୁନ୍ଦରଗଡ଼, ବଲାଙ୍ଗିରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସ୍ୱଳ୍ପରୁ ମଧ୍ୟମ ଧରଣର...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।