• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

bs yediyurappa
କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍.ୟେଦ୍ୟୁରପ୍ପା(୭୭)‌ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ରିପୋର୍ଟ ପଜିଟିଭ୍ ପରେ ତାଙ୍କୁ ମାନିପାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ତାଙ୍କ ସହ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି, ସେମାନଙ୍କୁ ସେଲ୍‌ଫ୍‌...

ଦୁଇ ମହାକାଶଚାରୀଙ୍କୁ ନେଇ ସଫଳତାର ସହ ସମୁଦ୍ରରେ ଓହ୍ଲାଇଲା SpaceX ଡ୍ରାଗନ୍‌

ୱାଶିଂଟନ୍‌: ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ନାସା ଓ ଘରୋଇ ସ୍ପେସ୍‌ ଏଜେନ୍ସି ସ୍ପେସ୍‌ ଏକ୍ସ ‌ ପକ୍ଷରୁ ମିଳିତ ମହାକାଶ ମିଶନ ସଫଳ ହୋଇଛି। ଗତକାଲି ଅପରାହ୍ନରେ ମହାକାଶଚାରୀ କମାଣ୍ଡର ବବ୍ ବେହେଙ୍କେନ୍ ଓ ପାଇଲଟ୍ ଡଗ୍ ହର୍ଲି ଭୂପୃଷ୍ଠକୁ ଅବତରଣ କରିଛନ୍ତି। ମହାକାଶଚାରୀମାନେ ଫ୍ଲୋରିଡା ଉପକୂଳ...

corona
କଟକ ସହରରେ ସାହିକୁ ସାହି ବ୍ୟାପୁଛି କରୋନା, ବଢ଼ିଲା ଚିନ୍ତା

କଟକ: ଏବେ କଟକ ସହରରେ ସାହିକୁ ସାହି ବ୍ୟାପିବାରେ ଲାଗିଛି ମହାମାରୀ କରୋନା। ସହରର ଏକାଧିକ ସାହିରୁ ବାହାରିଛନ୍ତି ଆକ୍ରାନ୍ତ। ସାହିକୁ ସାହି କରୋନା ଆକ୍ରାନ୍ତ ବ୍ୟାପିବା ପରେ ଏବେ ଚିନ୍ତିତ ହୋଇପଡ଼ିଛନ୍ତି କଟକବାସୀ। ଖାଲି ଲକ୍‌ଡାଉନ୍‌ କରାଯାଉଛି, କିନ୍ତୁ ସହରରେ CMC ସେଭଳି ଆଖିଦୃଶିଆ ପଦକ୍ଷେପ ନେଉ...

ଟ୍ରେଲର୍‌‌ ପଛରେ ପିଟି ହେଲା ସ୍କର୍ପିଓ, ଚାଲିଗଲା ୨ ଜୀବନ

ସୋର: ବାଲେଶ୍ୱର ଜିଲ୍ଲା ୧୬ନଂ ଜାତୀୟ ରାଜପଥ କଲେଜ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଚଳନ୍ତା ଟ୍ରେଲର୍‌‌ ପଛପଟେ ଏକ ସ୍କର୍ପିଓ ଧକ୍କା ହେବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି।...

coronavirus 55
ଓଡ଼ିଶାରେ ୧,୩୮୪ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, କେବଳ ଗଞ୍ଜାମରୁ ୩୩୧

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୩୮୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୩୮୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୭୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୧୧ ରହିଛି। ଗଞ୍ଜାମରୁ ସର୍ବାଧିକ ୩୩୧...

corona 33
ଦିନକରେ ଓଡ଼ିଶାରେ ଚିହ୍ନଟ ହେଲେ ୧,୩୮୪ ନୂଆ କରୋନା ପଜିଟିଭ୍‌‌, ଗଲା ୧୦ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୩ ଜଣ ଲେଖାଏ, ଗଜପତିରୁ ୨, କଳାହାଣ୍ଡି ଓ ଖୋର୍ଦ୍ଧାରୁ...

food 12
ହୋଟେଲ୍‌ରେ ମିଳୁଛି ‘କୋଭିଡ୍‌ Curry’, ‘ମାସ୍କ Naan’

ଯୋଧପୁର: ‘କୋଭିଡ୍‌ କରି’, ‘ମାସ୍କ ନାନ୍’…ଶୁଣିକି ଟିକେ ଅଜବ ଲାଗୁଥିଲେ ମଧ୍ୟ ଏମିତି କିଛି ଖାଦ୍ୟ ଏବେ ଏକ ରେଷ୍ଟୁରାଣ୍ଟରେ ମିଳୁଛି। ‌ଅନ୍‌ଲକ୍‌-୩ରେ ହୋଟେଲ୍ ସବୁ ଖୋଲା ରହିଥିଲେ ମଧ୍ୟ, କେବଳ ପାର୍ସଲ ପାଇଁ ଅନୁମତି ରହିଛି। ଏସବୁ ଭିତରେ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ହୋଟେଲ୍‌ ମାଲିକମାନେ...

Karti P Chidambaram
କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମଙ୍କୁ କରୋନା

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ତଥା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ପୁଅ କାର୍ତ୍ତି ପି. ଚିଦାମ୍ବରମ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ କାର୍ତ୍ତି ଚିଦାମ୍ବରମ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। I have just tested positive for #Covid. My symptoms...

sushant singh
ଉଭଣୀର ଲୁହ ଭିଜା ଚିଠି- ଥାଳି ସଜ୍ଜା ହୋଇଛି, ଦୀପ ଜଳୁଛି...ହେଲେ କୁଆଡେ ଗଲା ସେଇ ମୁହଁ....

ମୁମ୍ବାଇ: ତିନି ଭଉଣୀ ରାକ୍ଷୀ ଧରି ଅପେକ୍ଷା କରିଛନ୍ତି। ତାଙ୍କର ଗେହ୍ଲା ଭାଇ ଆସିବ। ତା’ ହାତରେ ରାକ୍ଷୀ ବାନ୍ଧିଦେବେ। ମଥାରେ ସିନ୍ଦୂରର ଟିପା ଦେଇ ମଙ୍ଗଳ ମନାସିବେ। ଦୀପ ଦେଇ ବନ୍ଦାପନା କରି ଭାଇର ଦୀର୍ଘ ଜୀବନ କାମନା କରିବେ। ହେଲେ ଭାଇ କାହିଁ…..? ସତରେ କ’ଣ...

arrest
ଦେହରେ ତେଲ ମାଖି କରୁଥିଲେ ଲୁଟ୍, ଶେଷରେ...

ଭୁବନେଶ୍ୱର: ଲୁଟ୍‌ କରି ଲୋକଙ୍କ କବଳରୁ ବଞ୍ଚିବା ପାଇଁ ଦେହରେ ତେଲ ଲଗାଉଥିଲେ ଲୁଟେରା। ଆଉ ଧରିବାକୁ କେହି ଚେଷ୍ଟା କଲେ ଖସି ପଳାଇବାରେ ସକ୍ଷମ ହେଉଥିଲେ। ହେଲେ ଶେଷରେ ପୋଲିସ୍ ହାତରେ‌ ଧରାପଡ଼ିଲେ। ଭୁବନେଶ୍ୱରରେ ୨ଟି ଲୁଟେରା ଗ୍ୟାଙ୍ଗ୍‌କୁ ପୋଲିସ୍ ଧରିଛି। ଖଣ୍ଡଗିରି, ନୟାପଲ୍ଲୀ, ଖାରବେଳନଗର ପୋଲିସ୍...

sushant-singh
ଆତ୍ମହତ୍ୟା ପୂର୍ବରୁ ଏହିସବୁ ଜିନିଷ ଇଣ୍ଟରନେଟ୍‌ରେ ସର୍ଚ୍ଚ କରିଥିଲେ ସୁଶାନ୍ତ !

ମୁମ୍ବାଇ(ସୁରେଶ ଦାଶ): ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ଘଟଣାରେ ମୁମ୍ବାଇ କମିଶନରେଟ୍‌ ପୋଲିସ୍‌ ପରମବୀର ସିଂ ଆଜି ପ୍ରେସ୍‌ମିଟ୍‌ କରି  ନିଜ ବିଭାଗର ଦୋଷ ଲୁଚାଇବାର ଅପପ୍ରୟାସ କରିଛନ୍ତି। ସୁଶାନ୍ତ ମୃତ୍ୟୁ ମାମଲାରେ ମୁମ୍ବାଇ ପୋଲିସର ତଦନ୍ତକୁ ନେଇ ଅନେକ ପ୍ରଶ୍ନ ଉଠିଥିଲା। ତଦନ୍ତରେ ଅବହେଳା, ତଥ୍ୟ...

rainfall
ବଙ୍ଗୋପସାଗରରେ ଲଘୁଚାପ, ୭ ଯାଏ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇପାରେ। ଏହାର ପ୍ରଭାବରେ ୭ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଗଞ୍ଜାମ, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ାରେ ବି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।