• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

explosion
ଭୟଙ୍କର ବିସ୍ଫୋରଣରେ ଥରିଲା ବେରୁଟ୍‌: ୭୮ ମୃତ, ୪୦୦୦ରୁ ଅଧିକ ଆହତ

ବେରୁଟ୍‌: ଲେବାନନ୍ ରାଜଧାନୀ ବେରୁଟ୍‌ରେ ଗତକାଲି ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୭୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦୦୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଏବେବି ଅନେକ ଲୋକ ନିଖୋଜ ଅଛନ୍ତି। ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଗତକାଲି ବେରୁଟରେ...

rain
ବର୍ଷା, ବଜ୍ରପାତ ନେଇ ୮ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ଯୋଗୁ ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇଛି। ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ନେଇ ୮ଟି ଜିଲ୍ଲାକୁ ସତର୍କ ସୂଚନା କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର,...

cylinder blast 11
ଶୋଇଥିବା ବେଳେ ଫାଟିଗଲା ଗ୍ୟାସ୍‌ ସିଲିଣ୍ଡର

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସଦର ବ୍ଲକ୍‌ ଅନ୍ତର୍ଗତ ରସାଳପୁର ଗାଁରେ ରୋଷେଇ ଗ୍ୟାସ୍‌ ସିଲିଣ୍ଡର ଫାଟି ୪ଜଣ ଗୁରୁତର ହୋଇପଡ଼ିଛନ୍ତି। ୨ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ୨ଗୁରତରଙ୍କୁ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି। କଟକ ସ୍ଥାନାନ୍ତର ହୋଇଥିବା ୨ ଗୁରୁତରଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା...

man killed 11
ନିଜ ସର୍ଭିସ୍‌ ରିଭଲ୍‌ଭର୍‌ରୁ ନିଜକୁ ଗୁଳି କଲେ BSF ଯବାନ

ଚିତ୍ରକୋଣ୍ଡା: ନିଜ ସର୍ଭିସ୍‌ ରିଭଲ୍‌ଭର୍‌ରୁ ଗୁଳି ଫୁଟାଇ ଜଣେ BSF ଯବାନ ଆତ୍ମହତ୍ୟା କରିଛନ୍ତି। ମାଲକାନଗିରି ଚିତ୍ରକୋଣ୍ଡା ଥାନା ନିକଟ BSF କ୍ୟାମ୍ପରେ ଏହି ଅଘଟଣ ଘଟିଛି। ଆତ୍ମହତ୍ୟା କରିଥିବା ଯବାନଙ୍କ ନାଁ ଶେଷ କର୍ଣ୍ଣ। ତାଙ୍କ ଘର ଘର ରାଜସ୍ଥାନରେ ବୋଲି ଜଣାପଡ଼ିଛି। ଚିତ୍ରକୋଣ୍ଡା ୯ ନମ୍ବର...

leopard
ରେଲ୍‌ୱେ ଟ୍ରାକ୍‌ ନିକଟରୁ ମିଳିଲା କଲରାପତରିଆ ବାଘର ମୃତଦେହ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ହେମଗିରି ବ୍ଲକ୍‌ ଅନ୍ତର୍ଗତ ରମ୍ପିଆ ଗାଁ ନିକଟ ରେଳ ଧାରଣା ପାର୍ଶ୍ୱରୁ ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ଗତକାଲି ବାଘଟି ଗାଁରେ ପଶି ଲୋକମାନଙ୍କୁ ଆକ୍ରମଣ କରିଥିଲା। ଏଥିରେ ୪ ଜଣ ଆହତ ହୋଇଥିଲେ। ସମସ୍ତ ଆହତ ହେମଗିରି ମେଡିକାଲ୍‌ରେ ଏବେ...

corona
୨୪ ଘଣ୍ଟାରେ ଓଡ଼ିଶାରେ ଚିହ୍ନଟ ହେଲେ ୧,୩୩୭ ନୂଆ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୩୩୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୨୨ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ...

ଦିନକରେ ଓଡ଼ିଶାରେ ୯ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୯ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୫ଜଣ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform...

traffic
ଆଜି ଟ୍ୱିନ୍ ସିଟିରେ ୨ ମିନିଟ୍ ପାଇଁ ବନ୍ଦ ରହିବ ଟ୍ରାଫିକ୍

ଭୁବନେଶ୍ୱର: ଆଜି ଟ୍ୱିନ୍ ସିଟିରେ ୨ ମିନିଟ୍ ପାଇଁ ବନ୍ଦ ରହିବ ଟ୍ରାଫିକ୍‌‌। ସନ୍ଧ୍ୟା ୬ଟାରୁ ୬ଟା ୨ ମିନିଟ୍ ପର୍ଯ୍ୟନ୍ତ ସମସ୍ତ ଟ୍ରାଫିକ୍‌କୁ ବନ୍ଦ କରାଯିବ ବୋଲି ସୂଚନା ମିଳିଛି। କରୋନା ଯୋଦ୍ଧାଙ୍କ ପାଇଁ ନୀରବ ପ୍ରାର୍ଥନା ଲାଗି ଏପରି ପଦକ୍ଷେପ ନିଆଯାଇଛି । ଟ୍ରାଫିକ୍ ବନ୍ଦ...

sushant singh
ସୁଶାନ୍ତ ସିଂ ମୃତ୍ୟୁ ଘଟଣା: CBI ତଦନ୍ତ ପାଇଁ ସହମତି ପ୍ରକାଶ କଲେ କେନ୍ଦ୍ର ସରକାର

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ବିହାର ସରକାରଙ୍କ ପକ୍ଷରୁ ହୋଇଥିବା ସୁପାରିଶରେ କେନ୍ଦ୍ର ସରକାର ସହମତି ପ୍ରକାଶ କରିଛନ୍ତି। ଏହି ଘଟଣାର ସିବିଆଇ ତଦନ୍ତ ପାଇଁ ବିହାର ସରକାରଙ୍କ ସୁପାରିଶକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି। ଆଜି ଏନେଇ ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି...

sushant 22
ସୁଶାନ୍ତଙ୍କ ଏକ୍ସ ମ୍ୟାନେଜର୍‌ ଦିଶାଙ୍କ ମୃତ୍ୟୁକୁ ନେଇ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର କଥା

ମୁମ୍ବାଇ(ସୁରେଶ ଦାଶ): ଅଭିନେତା ସୁଶାନ୍ତ ସିଂ ରାଜପୁତ୍ ଓ‌ ତାଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନ୍‌ଙ୍କ ମୃତ୍ୟୁ ଘଟଣାକୁ ନେଇ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ସାଂସଦ ନାରାୟଣ ରାଣେ ଚାଞ୍ଚଲ୍ୟକର କଥା କହିଛନ୍ତି। ସେମାନଙ୍କୁ ‘ହତ୍ୟା’ କରାଯାଇଛି ବୋଲି ସେ କହିଛନ୍ତି। ଉଭୟଙ୍କ ମୃତ୍ୟୁର ପୂର୍ବ...

sushant singh 22
ରିୟାଙ୍କୁ ମିଳିବନି ସୁରକ୍ଷା, ୩ ଦିନ ଭିତରେ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ଘଟଣାର ତଦନ୍ତ ରିପୋର୍ଟ ୩ ଦିନ ମଧ୍ୟରେ ଦାଖଲ‌ କରିବାକୁ ମହାରାଷ୍ଟ୍ର ସରକାର ଓ ପୋଲିସ୍‌ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ‌ଏହାସହ ଏହି ଘଟଣାର ତଦନ୍ତ ବିହାର ପୋଲିସ୍‌ ନିକଟରୁ ସ୍ଥାନାନ୍ତରିତ କରି ମୁମ୍ବାଇ ପୋଲିସ୍‌କୁ ଦେବା ପାଇଁ ରିୟା...

sn tiwari
ପୂର୍ବତନ ଓଡ଼ିଶା ଡିଜିପି ଏସ୍‌ଏନ୍‌ ତିୱାରୀଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ଓଡ଼ିଶା ଡିଜିପି ଏସ୍‌.ଏନ୍‌. ତିୱାରୀଙ୍କ ପରଲୋକ ହୋଇଛି। ସେ କ୍ୟାନ୍ସରରେ ପୀଡ଼ିତ ଥିଲେ। ଏସ୍‌.ଏନ୍‌. ତିୱାରୀଙ୍କ ପରଲୋକକୁ ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସକାଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୧...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।