• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

malgodown
ପ୍ରତ୍ୟେକ ବୁଧବାର କଟକ ମାଲଗୋଦାମ ବନ୍ଦ

କଟକ: ଏଣିକି ପ୍ରତ୍ୟେକ ବୁଧବାର କଟକ ମାଲଗୋଦାମ ବନ୍ଦ ରହିବ। ମାଲଗୋଦାମ ନିକଟରେ ଥିବା ବେହେରାସାହିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ କଟକ ମହାନଗର ନିଗମ(CMC) ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ୩ଟି ପର୍ଯ୍ୟାୟରେ ମାଲଗୋଦାମ ଖୋଲିବାକୁ CMC ନିଷ୍ପତ୍ତି ନେଇଛି। ଅଣ-ଅତ୍ୟାବଶ୍ୟକ ଦୋକାନ ଗୁଡିକ ସକାଳ ୭ରୁ...

ମନୋଜ ସିହ୍ନା ଜାମ୍ମୁ-କାଶ୍ମୀରର ନୂଆ ଉପ ରାଜ୍ୟପାଳ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ନୂଆ ଉପ ରାଜ୍ୟପାଳ ଭାବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ମନୋଜ ସିହ୍ନାଙ୍କୁ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀ ସିହ୍ନାଙ୍କୁ ଜାମ୍ମୁ-କାଶ୍ମୀରର ନୂଆ ଉପ ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି। ଗତକାଲି ଗିରୀଶ ଚନ୍ଦ୍ର ମୁର୍ମୁ ନିଜ ପଦରୁ ଇସ୍ତଫା ଦେଇଥିବା ବେଳେ ରାଷ୍ଟ୍ରପତି ତାଙ୍କର...

fire in hospital
କୋଭିଡ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ, ୮ ମୃତ

ଅହମଦାବାଦ: ଗୁଜରାଟର ଅହମଦାବାଦ ସ୍ଥିତ ଏକ କୋଭିଡ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଆଜି ସକାଳେ ଅହମଦାବାର ନାଭ୍ରଙ୍ଗପୁରା ଅଞ୍ଚଳରେ ଥିବା ଶ୍ରେୟ ହସ୍ପିଟାଲ୍‌ରେ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଯେଉଁମାନଙ୍କର ମୃତ୍ୟୁ ହୋଇଛି ସେମାନେ ଆଇସିୟୁ ୱାର୍ଡରେ...

train
କାଲି ଗଡ଼ିବନି ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ସ୍ୱତନ୍ତ୍ର ଟ୍ରେନ୍‌

କୋଣାର୍କ: ସଂଯୋଗକାରୀ ଟ୍ରେନ ନ ଆସିବା ଯୋଗୁ ଆସନ୍ତାକାଲି ଭୁବନେଶ୍ୱରରୁ ଛାଡିବାକୁ ଥିବା ୦୧୦୨୦ ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ସ୍ୱତନ୍ତ୍ର ଟ୍ରେନ୍‌କୁ‌ ବାତିଲ୍‌ କରାଯାଇଛି। ସେହିପରି ମୁମ୍ବାଇର ରେଲ୍‌ୱେ ଟ୍ରାକ୍‌ରେ ପାଣି ଜମିରହିଥିବା ଯୋଗୁ ଗତକାଲି ମୁମ୍ବାଇରୁ ଛାଡିବାକୁ ଥିବା ୦୧୦୧୯ ମୁମ୍ବାଇ-ଭୁବନେଶ୍ୱର କୋଣାର୍କ ସ୍ୱତନ୍ତ୍ର ଟ୍ରେନ୍‌କୁ ବାତିଲ୍‌ କରାଯାଇଛିI...

corona
ଓଡ଼ିଶାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୪୦ ହଜାର ଟପିଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଅନୁସାରେ, ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୬୯୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୨୬ ରହିଛି। ଗଞ୍ଜାମରୁ ସର୍ବାଧିକ...

ମନ୍ଦିର ହୁଣ୍ଡି ତଳେ ବିରାଟ ଅହିରାଜ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ୍‌ ଅନ୍ତର୍ଗତ ଚୈତନପୁର ଶାସନ ନନ୍ଦିକେଶ୍ୱର ମନ୍ଦିର ପରିସରରୁ ଏକ ୯ ଫୁଟର ଅହିରାଜ ସାପକୁ ଉଦ୍ଧାର କରାଯାଇଛି। ମନ୍ଦିର ପୂଜକ ସନ୍ଧ୍ୟା ଆଳତି ସାରି ଫେରୁଥିବା ସମୟରେ ହଠାତ୍‌ ମନ୍ଦିର ହୁଣ୍ଡି ତଳେ ଏହି ବିରାଟ ସାପଟିକୁ ଦେଖିଥିଲେ। ଏସମ୍ପର୍କରେ ଗ୍ରାମବାସୀଙ୍କୁ...

srinagar
ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଲେ ବିଜେପି ନେତା

ଶ୍ରୀନଗର: ଜମ୍ମୁ-କାଶ୍ମୀର କୁଲ୍‌ଗାମ୍‌ ଜିଲ୍ଲାରେ ଆତଙ୍କବାଦୀଙ୍କ ଗୁଳିରେ ବିଜେପି ନେତା ତଥା ସରପଞ୍ଚ ସଜାଦ୍ ଅହମ୍ମଦ ପ୍ରାଣ ହରାଇଛନ୍ତି। ଆଜି ସକାଳେ ଆତଙ୍କବାଦୀମାନେ ତାଙ୍କ ଉପରେ ଆକ୍ରମଣ କରିଥିଲେ। ସଜାଦ୍ ଅହମ୍ମଦଙ୍କୁ ମିଶାଇ ଗତ କିଛି ସପ୍ତାହ ଭିତରେ ଆତଙ୍କବାଦୀମାନେ ୪ଜଣ ବିଜେପି ନେତାଙ୍କ ଉପରେ ଆକ୍ରମଣ କରି...

ଓଡ଼ିଶାରେ ଠାବ ହେଲା ଅଲୌକିକ ଗୁମ୍ଫା, ରାତି ହେଲେ ଶୁଣିବାକୁ ମିଳୁଛି...

ନୟାଗଡ଼: ଘଞ୍ଚ ଜଙ୍ଗଲ ଭିତରେ ଠାବ ହୋଇଛି ଏକ ଅଲୌକିକ ଗୁମ୍ଫା। ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍‌ ଅନ୍ତର୍ଗତ ବଧିପାଟଣା ଗାଁ ନିକଟ ଜଙ୍ଗଲ ଭିତରେ ରହିଛି ଏହି ଗୁମ୍ଫା। ଏହି ପ୍ରାଚୀନ ଗୁମ୍ଫା ଭିତରେ ୪ ବଖରା ଘର ସହ ଏକ କୂପ ଥିବା ସ୍ଥାନୀୟ ଲୋକେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।