• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ଓଡ଼ିଶାରେ କରୋନା ନେଲା ଆଉ ୧୦ ଜୀବନ, ୨୩୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩, ସୁନ୍ଦରଗଡ଼ରୁ ୨, ଭଦ୍ରକ, କନ୍ଧମାଳ, କେନ୍ଦୁଝର, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ...

corona22
କରୋନା କବଳରେ ଖୋର୍ଦ୍ଧା ଏସ୍‌ପି

ଖୋର୍ଦ୍ଧା: ଖୋର୍ଦ୍ଧା ଏସ୍‌ପି ଅଜୟ ପ୍ରତାପ ସ୍ୱାଇଁଙ୍କୁ କରୋନା। ସ୍ୱାବ୍ ରିପୋର୍ଟ ପଜିଟିଭ ଆସିଥିବା ନେଇ ନିଜେ ଏସ୍‌ପି ସୂଚନା ଦେଇଛନ୍ତି। ଜିଲ୍ଲା ପୋଲିସ୍‌ ମୁଖ୍ୟାଳୟର ଜଣେ ଷ୍ଟାଫ୍ କରୋନା ସଂକ୍ରମିତ ହୋଇଥିଲେ। ଏହାପରେ ଅନ୍ୟମାନଙ୍କ ସ୍ୱାବ୍ ନିଆଯାଇଥିଲା। ସ୍ୱାବ୍ ଟେଷ୍ଟରେ ଖୋର୍ଦ୍ଧା ଏସ୍‌ପିଙ୍କ ରିପୋର୍ଟ ପଜିଟିଭ ଆସିଥିବା...

ସୁଶାନ୍ତଙ୍କ ପରେ ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ଆତ୍ମହତ୍ୟା ଘଟଣା ବଲିଉଡ୍‌କୁ ଏକ ପ୍ରକାର ସ୍ତବ୍ଧ କରି ଦେଇଥିବାବେଳେ ପୁଣି ଜଣେ ଅଭିନେତା ଆତ୍ମହତ୍ୟା କରିଥିବା ଖବର ଏବେ ସାମ୍ନାକୁ ଆସିଛି।  ‘ୟେ ରିସ୍ତେ ହେଁ ପ୍ୟାର୍‌ କେ’ ସିରିଅଲ୍‌ରେ ଅଭିନୟ କରିଥିବା ସମୀର ଶର୍ମା ଆତ୍ମହତ୍ୟା କରିଥିବା...

corona 44
ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର: ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ୧୦ କର୍ମଚାରୀଙ୍କ ସ୍ୱାବ୍‌ ରିପୋର୍ଟ ପଜିଟିଭ ଆସିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସଂକ୍ରମିତ ସମସ୍ତ ୧୦ କର୍ମଚାରୀଙ୍କୁ ଆଇସୋଲେସନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଥାଉ କି, ବିଭାଗର ଜଣେ କର୍ମଚାରୀ ପଜିଟିଭ୍‌...

aditya das 11
ଆଦିତ୍ୟ ଦାଶ ମୃତ୍ୟୁ ଘଟଣା: ଧରାପଡ଼ିବ କିଏ କହୁଛି ମିଛ !

ଭୁବନେଶ୍ୱର: ମୋଟିଭେସନାଲ୍‌ ସ୍ପିକର୍‌ ତଥା ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣାରେ ହୋଇପାରେ ପଲିଗ୍ରାଫ୍ ଟେଷ୍ଟ। ଏହି ଘଟଣାର ତଦନ୍ତ କରୁଥିବା କ୍ରାଇମ୍‌ବ୍ରାଞ୍ଚ୍‌ ଟିମ୍‌ର ଜଣେ ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଆଦିତ୍ୟଙ୍କ ପତ୍ନୀ ଓ ସହକର୍ମୀ ପପୁ, ବିକାଶ ଓ ପ୍ରୀତମଙ୍କୁ କ୍ରାଇମ୍‌ବ୍ରାଞ୍ଚ ମୁଖ୍ୟାଳୟକୁ...

shutdown 33
୪ ଦିନ ପାଇଁ ସଟ୍‌ଡାଉନ୍‌ ହେବ ଏହି ଜିଲ୍ଲା

ବଲାଙ୍ଗିର: ଅଗଷ୍ଟ ୮ରୁ ୧୧ ତାରିଖ ଯାଏ ବଲାଙ୍ଗିର ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏ ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ସଟ୍‌ଡାଉନ୍ ସମୟରେ ଜିଲ୍ଲା ଭିତରେ ସମସ୍ତ...

drown
ନଦୀରେ ବୁଡ଼ିଗଲେ ୩ ଶିଶୁ

ଉମରକୋଟ: ତେଲ ନଦୀରେ ବୁଡ଼ି ୩ ଶିଶୁଙ୍କ ସଳିଳ ସମାଧି। ନବରଙ୍ଗପୁର ଉମରକୋଟ ତୋହରା କୋଟଲ ଡିହି ଗାଁରୁ ଆସିଛି ଏହି ମର୍ମନ୍ତୁଦ ଖବର। ଗାଧୋଇବାକୁ ଯାଇ ନଦୀରେ ୩ ଶିଶୁ ବୁଡ଼ିଯାଇଛନ୍ତି। ଏମାନଙ୍କ ମଧ୍ୟରୁ ୨ ଝିଅ ଏବଂ ଜଣେ ପୁଅ ରହିଛନ୍ତି। ମୃତ ୩ ଶିଶୁଙ୍କ...

accident
ଟ୍ରକ୍ ପଛରେ ପିଟିହେଲା କାର୍‌, ଚାଲିଗଲା ୩ ଜୀବନ

ଯାଜପୁର: ୧୬ ନମ୍ବର ଜାତୀୟ ରାଜପଥ ଯାଜପୁର ଜିଲ୍ଲା ରଥିଆ ଛକ ନିକଟରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଆହତ ହୋଇଛନ୍ତି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରକ୍ ପଛରେ କାର୍‌ ଧକ୍କା ହେବା...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।