• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

odias
ଟପ୍‌ ପୋଷ୍ଟରେ ୫ ଓଡ଼ିଆ

ଭୁବନେଶ୍ୱର: ଓଡ଼ିଶାରେ ଜନ୍ମିତ ଗିରୀଶ ଚନ୍ଦ୍ର ମୁର୍ମୁ ଦେଶର ନୂଆ CAG(Comptroller and Auditor General) ଭାବେ ନିଯୁକ୍ତ ହୋଇଛନ୍ତି। ଯାହାକି ଓଡ଼ିଶା ପାଇଁ ଏକ ଗର୍ବର କଥା। କେବଳ ଗିରୀଶ ଚନ୍ଦ୍ର ନୁହଁନ୍ତି, ତାଙ୍କ ଭଳି ଅନେକ ଓଡ଼ିଆ ଦେଶର ବିଭିନ୍ନ ଉଚ୍ଚ ପଦବୀରେ ଅଛନ୍ତି। ମୋଦି...

ଡାକ୍ତରଙ୍କୁ ଠକିଦେଲେ ସୁନ୍ଦରୀ ଯୁବତୀ, ନେଇଗଲେ ଲକ୍ଷାଧିକ ଟଙ୍କା

ଅନୁଗୁଳ: ଜଣେ ଅବସରପ୍ରାପ୍ତ ହୋମିଓପ୍ୟାଥିକ ଡାକ୍ତରଙ୍କ ଠାରୁ ଲକ୍ଷାଧିକ ଟଙ୍କା ଠକି ନେବା ଅଭିଯୋଗରେ ତାଳଚେର ପୋଲିସ୍‌ ଜଣେ ଯୁବତୀଙ୍କୁ ଗିରଫ କରିଛି। ଢେଙ୍କାନାଳ ପର୍ଜଙ୍ଗ ଥାନା ଅଞ୍ଚଳର ଅବସରପ୍ରାପ୍ତ ଡାକ୍ତର ବିଜୟ ପ୍ରଧାନଙ୍କ ଅଜାଣତରେ ଗତ ୧୧ ଡିସେମ୍ବରରେ ତାଙ୍କ ତାଳଚେର SBI ଆକାଉଣ୍ଟରୁ ବିଭିନ୍ନ କିସ୍ତିରେ...

ରାଉରକେଲା ସ୍ୱତନ୍ତ୍ର ଜେଲ୍‌ର ୧୭ ଅନ୍ତେବାସୀଙ୍କୁ କରୋନା

ରାଉରକେଲା: ଜେଲ୍‌ରେ କାୟା ବିସ୍ତାର କରୁଛି କରୋନା। ରାଉରକେଲା ସ୍ୱତନ୍ତ୍ର ଜେଲ୍‌ର ୧୭ ଜଣ ଅନ୍ତେବାସୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହା ଜେଲ୍ କର୍ତ୍ତୃପକ୍ଷଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। କରୋନା ପଜିଟିଭ୍‌ ବାହାରିଥିବା ସମସ୍ତ ଅନ୍ତେବାସୀଙ୍କୁ ରାଉରକେଲା କୋଭିଡ୍ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ଜେଲ୍‌ର ବିଭିନ୍ନ...

rhea 11
ଆଜି EDରେ ହାଜର ହୋଇନପାରନ୍ତି ରିୟା

ମୁମ୍ବାଇ: ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED)ରେ ହାଜର ହୋଇନପାରନ୍ତି ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀ। ସୁପ୍ରିମକୋର୍ଟରେ ଶୁଣାଣି ନ ସରିବା ଯାଏ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହେବା ପାଇଁ ସେ ସମୟ ମାଗିଛନ୍ତି। ସୁଶାନ୍ତଙ୍କ ମୃତ୍ୟୁ ମାମଲାରେ ରିୟାଙ୍କୁ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହେବା ପାଇଁ ED ସମନ...

corona cases
ଓଡ଼ିଶାରେ ୧,୮୩୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଏଥର ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୮୩୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୮୩୩ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୧୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୭୧୫ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୯୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ...

corona 33
ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏ, ଭଦ୍ରକ, ସମ୍ବଲପୁର ଓ ମୟୂରଭଞ୍ଜରୁ ଜଣେ ଲେଖାଏ, କେନ୍ଦ୍ରାପଡ଼ା, ଢେଙ୍କାନାଳ...

ଅଭିଯୁକ୍ତକୁ ଧରିବାକୁ ଯାଇ ହଟହଟା ହେଲା ପୋଲିସ୍‌

କୋଣାର୍କ: ଅଭିଯୁକ୍ତକୁ ଧରିବାକୁ ଯାଇ ହଟହଟା ହେଲା ପୋଲିସ୍‌। ଗତକାଲି ବିଳମ୍ବିତ ରାତିରେ ଜଣେ ଅଭିଯୁକ୍ତକୁ ଧରିବାକୁ ପୁରୀ ଜିଲ୍ଲା ଗୋପର ରେଢୁଆ ଗାଁକୁ ଗୋପ ଥାନା ଆଇଆଇସିଙ୍କ ସମେତ ୧୦ ଜଣ ପୋଲିସ୍‌ କର୍ମଚାରୀ ଯାଇଥିଲେ। ହେଲେ ପୋଲିସ୍‌ କର୍ମଚାରୀ ଅଭିଯୁକ୍ତକୁ କ’ଣ ଧରିବେ ଓଲଟା ସେମାନଙ୍କୁ...

Actress Anupama Pathak
୪୦ ବର୍ଷ ବୟସରେ ଆତ୍ମହତ୍ୟା କଲେ ଅଭିନେତ୍ରୀ

ମୁମ୍ବାଇ: ଗତକାଲି ଜଣେ ସିରିଅଲ୍‌ ଅଭିନେତାଙ୍କ ଆତ୍ମହତ୍ୟା ଖବର ସାମ୍ନାକୁ ଆସିଥିବା ବେଳେ ଆଜି ଆଉ ଜଣେ ଅଭିନେତ୍ରୀ ଆତ୍ମହତ୍ୟା କରିଥିବା ଖବର ସାମ୍ନାକୁ ଆସିଛି। ଭୋଜପୁରୀ ଅଭନେତ୍ରୀ ଅନୁପମା ପାଠକ୍(୪୦)‌ଙ୍କ ଝୁଲନ୍ତା ମୃତଦେହ ଘର ଭିତରୁ ଉଦ୍ଧାର କରାଯାଇଛି। ରବିବାର ମୁମ୍ବାଇ ସ୍ଥିତ ଫ୍ଲାଟ୍‌ରୁ ଅନୁପମାଙ୍କ ଝୁଲନ୍ତା...

shutdown
୩ ଦିନ ପାଇଁ ସଟ୍‌ଡାଉନ୍‌ ହେଲା ଏହି ଜିଲ୍ଲା

ନବରଙ୍ଗପୁର: ୩ ଦିନ ପାଇଁ ନବରଙ୍ଗପୁର ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଶନିବାର ସକାଳ ୫ଟାରୁ ୧୦ ତାରିଖ ମଧ୍ୟରାତ୍ର ଯାଏ ସଟ୍‌ଡାଉନ୍ ଘୋଷଣା ହୋଇଛି। କରୋନା ସଂକ୍ରମଣ ରୋକିବାକୁ ଜିଲ୍ଲାପାଳ ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ଗତ ୨୪ ଘଣ୍ଟାରେ ନବରଙ୍ଗପୁରରୁ ୧୧ ନୂଆ କରୋନା ପଜିଟିଭ୍‌...

Odisha Weather News
ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାର ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆସନ୍ତା ୯ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟ ହୋଇପାରେ। ଏହାର ପ୍ରଭାବରେ ଝଡ଼ ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଝଡ଼ ତୋଫାନ, ବର୍ଷା ସହ ବଜ୍ରପାତ ନେଇ ୧୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଜଗତସିଂହପୁର, ପୁରୀ,...

କାଳ ହେଲା ନାଳ, ଛାତିରେ ପଶିଗଲା ଲୁହା ରଡ୍‌

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଇଞ୍ଜିନିୟରିଂ ସ୍କୁଲ ଛକ ପଣ୍ଡା କଲୋନୀ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟିରେ ଯାଉଥିବା ବେଳେ ଭାରସାମ୍ୟ ହରାଇବାରୁ ଜଣେ ଯୁବକ ଏକ ନିର୍ମାଣାଧୀନ ନାଳରେ ଖସି ପଡ଼ିଥିଲେ। ଫଳରେ ନାଳରେ ଲାଗିଥିବା ଲୁହା ରଡ଼ ଯୁବକଙ୍କ ଛାତିରେ...

farmer 11
ଚାଷୀଙ୍କ ପାଇଁ ଖୁସି ଖବର, ପ୍ରଥମଥର ପାଇଁ ଗଡ଼ିଲା ସ୍ୱତନ୍ତ୍ର ଟ୍ରେନ୍‌

ନୂଆଦିଲ୍ଲୀ: ଚାଷୀମାନଙ୍କ ପାଇଁ ଏକ ଖୁସି ଖବର। ଭାରତୀୟ ରେଲ୍‌ୱେ ପକ୍ଷରୁ ପ୍ରଥମ ଥର ପାଇଁ କିଷାନ୍‌ ରେଲ୍‌ୱେ ଟ୍ରେନ୍‌ର ଆଜି ଶୁଭାରମ୍ଭ କରାଯାଇଛି। ଏହି ପାର୍ସଲ୍‌ ଟ୍ରେନ୍‌ ଦେୱଲାଲିରୁ ଦାନାପୁର ମଧ୍ୟରେ ଚଳାଚଳ କରିଛି। ଏହି ଟ୍ରେନ୍‌ ଚାଷୀ ଓ ଛୋଟ ବ୍ୟବସାୟୀଙ୍କ କୃଷି ଉତ୍ପାଦନ ପରିବହନର...

ଓଡ଼ିଶାରେ ଖୋଲିବ ଆଉ ୬ ନୂଆ ଥାନା

ଭୁବନେଶ୍ୱର: ଓଡ଼ିଶାରେ ଖୋଲିବ ଆଉ ୬ ନୂଆ ଥାନା। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ପ୍ରଦାନ କରିଛନ୍ତି। ବର୍ତ୍ତମାନ ଥିବା ୬ଟି ଥାନାର ପରିସୀମା ଭଙ୍ଗାଯାଇ ଦୁଇ ଭାଗ କରାଯିବ। ଖଣ୍ଡଗିରି, ଅନୁଗୁଳ ଟାଉନ ଥାନା, ଝାରସୁଗୁଡ଼ା ଟାଉନ ଥାନା ଦୁଇ ଭାଗ ହେବ। ସେହିପରି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।