ଥିରୁଭନନ୍ତପୁରମ୍: କେରଳର କୋଝିକୋଡ୍ରେ ବିମାନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି। ଏଥିରେ ୨ ଜଣ ପାଇଲଟ୍ ଓ ୧୫ ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତି। ୧୧୨ରୁ ଅଧିକ ଯାତ୍ରୀଙ୍କୁ କୋଝିକୋଡ୍ର ବିଭିନ୍ନ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା...
ଭୁବନେଶ୍ୱର: ଆଜି ସକାଳୁ ସକାଳୁ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି।ଗଞ୍ଜାମ ଜିଲ୍ଲାର ପାତ୍ରପୁର, ଚିକିଟି ଓ ଦିଗପହଣ୍ଡି ଓ ଗଜପତି ଜିଲ୍ଲାର ମୋହନା, ଅଡ଼ବା, ଆର୍. ଉଦୟଗିରିରେ ମୃଦୁ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ସକାଳ ୭ଟା ୧୦ରେ ପ୍ରାୟ ୩ରୁ ୪...
ଥିରୁଭନନ୍ତପୁରମ୍: କୋଝିିକୋଡ୍ ଏୟାରପୋର୍ଟରେ ଲ୍ୟାଣ୍ଡିଂ ବେଳେ ଗତକାଲି ଏୟାର ଇଣ୍ଡିଆ ଏକ୍ସପ୍ରେସ୍ IX-1344 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ପପୁଲାର୍ ଗ୍ଲୋବାଲ୍ ଫ୍ଲାଇଟ୍ ଟ୍ରାକର୍ ୱେବ୍ସାଇଟ୍ର ସୂଚନା ଅନୁସାରେ, ଏୟାର ଇଣ୍ଡିଆର ଏହି ବିମାନଟି ଳ୍ୟାଣ୍ଡିଂ ବେଳେ ରନ୍ୱେରେ ଖସି ଯାଇଥିଲା। ଲ୍ୟାଣ୍ଡିଂ କରିବାକୁ ୨ଥର ପ୍ରୟାସ କରିଥିଲା।...
କଟକ: ଅପରାଧିକ ମାମଲାରେ ଜବତ ହେଉଥିବା ଯାନବାହାନର ସୁରକ୍ଷା ପ୍ରସଙ୍ଗରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଓଡ଼ିଶା ହାଇକୋର୍ଟ। ଦୀର୍ଘଦିନ ଧରି ଖରା,ବର୍ଷାରେ ଗାଡ଼ି ଗୁଡ଼ିକୁ ନ ପକାଇ ଆବଶ୍ୟକ ପଦକ୍ଷେପ ପରେ ଗାଡ଼ି ଗୁଡ଼ିକୁ ମାଲିକଙ୍କ ଜିମା ଦେବାରେ କୌଣସି ଅସୁବିଧା ନାହିଁ ବୋଲି କୋର୍ଟ କହିଛନ୍ତି। ଅବକାରୀ...
ଭୁବନେଶ୍ୱର: ଓଡ଼ିଶାରେ ୧,୬୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୬୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୧୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୬୨୫ ରହିଛି। ଗତ ୨୪ ଘଣ୍ଟାରେ ଏହି ନୂଆ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଓ ଗଞ୍ଜାମରୁ ସର୍ବାଧିକ ୨୭୪...
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏ, ବାଲେଶ୍ୱର, ବରଗଡ଼, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ...
ଭଦ୍ରକ: ୪୮ ଘଣ୍ଟା ପାଇଁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର OPD ସେବା ବନ୍ଦ। ଗତକାଲି ରାତି ୮ଟାରୁ ଓପିଡି ସେବା ବନ୍ଦ ରହିଛି। ଏହା ଆସନ୍ତାକାଲି ରାତି ୮ଟା ପର୍ଯ୍ୟନ୍ତ ଜାରି ରହିବ। ମେଡିକାଲ୍ରେ ଜଣେ ଡାକ୍ତର କରୋନା ପଜିଟିଭ ଚି଼ହ୍ନଟ ପରେ ମେଡିକାଲ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି...
କୋଝିକୋଡ୍: କେରଳର କୋଝିିକୋଡ୍ ଏୟାରପୋର୍ଟରେ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନର ବ୍ଲାକ୍ ବକ୍ସକୁ ଉଦ୍ଧାର କରାଯାଇଛି। ଲ୍ୟାଣ୍ଡିଂ ବେଳେ Tabletop ରନ୍ୱେରେ ବିମାନ ଖସି ଯିବା ଫଳରେ ବିମାନଟି ଦୁଇଖଣ୍ଡ ହୋଇଯାଇଥିଲା। ଏଥିରେ ବିମାନର ଫ୍ଲାଇଟ୍ ଡାଟା ରେକର୍ଡସ୍ ଅର୍ଥାତ୍ ବ୍ଲାକ୍ ବକ୍ସ...
ବ୍ରହ୍ମପୁର: ଆଜିଠୁ ଗଞ୍ଜାମ ଜିଲ୍ଲାର ସହରାଞ୍ଚଳରେ ପଞ୍ଚମ ପର୍ଯ୍ୟାୟ ହେଲ୍ଥ ସ୍କ୍ରିନିଂ ଆରମ୍ଭ ହୋଇଛି।ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ବିଶେଷ କରି ସହରାଞ୍ଚଳରେ ସଂକ୍ରମଣ ଅଧିକ ହେଉଥିବାରୁ ଜିଲ୍ଲାପାଳ ପୁଣି ଥରେ ସହରାଞ୍ଚଳରେ ହେଲ୍ଥ ସ୍କ୍ରିନିଂ ଆରମ୍ଭ କରିଛନ୍ତି। ପୂର୍ବରୁ ଗଞ୍ଜାମ ଜିଲ୍ଲାରେ ୪ଟି ପର୍ଯ୍ୟାୟରେ...