ବ୍ରହ୍ମଗିରି: କରୋନା ଆକ୍ରାନ୍ତଙ୍କୁ ଆଣିବାକୁ ଯାଇ ହଟହଟା ହେଲେ ତହସିଲଦାର ଓ ସ୍ୱାସ୍ଥ୍ୟକର୍ମୀ। ଏପରିକି ସେମାନଙ୍କୁ ଦୁର୍ବ୍ୟବହାର କରାଯାଇଥିବା ମଧ୍ୟ ଅଭିଯୋଗ ହୋଇଛି। ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ କହଳପଦା ଗାଁରେ ଏହି ଘଟଣା ଘଟିଛି। କହଳପଦା ଗାଁର ଗୋଟିଏ ପରିବାରର ୮ ଜଣ କରୋନା ପଜିଟିଭ୍...
ନୂଆଦିଲ୍ଲୀ: ଖୁବ୍ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଭାରତୀୟ ଲେଗ୍ ସ୍ପିନର୍ ୟୁଜ୍ଭେନ୍ଦ୍ର ଚହଲ୍। କୋରିଓଗ୍ରାଫର୍ ତଥା ଡାକ୍ତର ଧନଶ୍ରୀ ବର୍ମାଙ୍କ ସହ ତାଙ୍କର ନିର୍ବନ୍ଧ ସମ୍ପନ୍ନ ହୋଇଛି। ଚହଲ୍, ଏନ୍ଗେଜ୍ମେଣ୍ଟ୍ ଫଟୋ ଇନ୍ଷ୍ଟାଗ୍ରାମରେ ଶେଆର୍ କରିଛନ୍ତି। ଇନ୍ଷ୍ଟାରେ ଫଟୋ ଶେଆର୍ କରି ଚହଲ୍ ଲେଖିଛନ୍ତି, ‘ଆମେ...
ବିଜୟଓ୍ୱାଡା: ଆନ୍ଧ୍ରପ୍ରଦେଶ ବିଜୟଓ୍ୱାଡାର ଏକ ହୋଟେଲ୍ରେ ହୋଇଥିବା କୋଭିଡ୍ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୭ ଜଣଙ୍କ ମୃୃତ୍ୟୁ ହୋଇଛି। ଆଜ ଭୋର ୫ଟାରେ ହୋଟେଲ୍ରେ ନିଆଁ ଲାଗି ଯାଇଥିଲା। ଅଗ୍ନିକାଣ୍ଡ ପରେ ହୋଟେଲ୍ରୁ ୩୦ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ NDRF ଓ ଅଗ୍ନିଶମ...
ଭୁବନେଶ୍ୱର: ନିଜକୁ ନାବାର୍ଡ ଅଧିକାରୀ କହି ଅର୍ଥ ହଡପ ଯୋଜନା କରିଥିଲେ, ହେଲେ ସବୁ ଫସର ଫାଟିଗଲା ଓ ଧରାପଡ଼ିଗଲେ। ଏହି ଘଟଣାରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ଭୁବନେଶ୍ୱର ଉପକଣ୍ଠ ବାଳକାଟି ଫାଣ୍ଡି ପୋଲିସ୍ ଅଟକ ରଖି ପଚରାଉଚରା କରୁଛି। ତାଙ୍କ ନାଁ ସ୍ମିଥ୍ ସେଠୀ। ସୂଚନା ଅନୁସାରେ,...
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୩ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୬ ଜଣ, କୋରାପୁଟରୁ ୨ଜଣ, ବାଲେଶ୍ୱର, ଭୁବନେଶ୍ୱର, ଖୋର୍ଦ୍ଧା, ବରଗଡ଼ ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ...
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୭୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୭୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୭୫ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୬୫୯ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୩୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ...
ଧର୍ମଗଡ଼: ସାନ ଭାଇର ଆତ୍ମହତ୍ୟା ଖବର ଶୁଣି ବଡ଼ ଭାଇର ଆତ୍ମହତ୍ୟା ଉଦ୍ୟମ। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ଅନ୍ତର୍ଗତ ରାଜମୋଟେର ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ, ପାରିବାରିକ କଳହକୁ ନେଇ ରାଜମୋଟେର ଗାଁର ୨ ଭାଇଙ୍କ ମଧ୍ୟରେ ଗତକାଲି ଝଗଡ଼ା ହୋଇଥିଲା। ଝଗଡ଼ା...
କଟକ: କଟକ ସହରରେ ୪ ଜଣ ପୋଲିସ୍ କର୍ମୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ସଦର ଥାନାରୁ ଜଣେ, ବାଦାମବାଡ଼ି ଥାନାରୁ ୨ ଜଣ ଓ ରିଜର୍ଭ ପୋଲିସ୍ରୁ ଜଣେ ପୋଲିସ୍ କର୍ମୀ କରୋନା ପଜିଟିଭ୍ ଚିହ୍ନଟ...
ନୂଆଦିଲ୍ଲୀ: ଦେଶରେ କୃଷି ଭିତ୍ତିଭୂମି ସଜାଡ଼ିବାକୁ ପ୍ରୟାସ। ଆଜି ୧ ଲକ୍ଷ କୋଟି ଟଙ୍କାର Agriculture Infrastructure Fund ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହା ଦ୍ୱାରା ଦେଶରେ କୃଷି ଭିତ୍ତିଭୂମିର ବିକାଶ ସହ ଦେଶର ଗ୍ରାମୀଣ ଅର୍ଥବ୍ୟବସ୍ଥାର ଚିତ୍ର ବଦଳିବ ବୋଲି ଜଣାପଡ଼ିଛି। ଏହାସହ କରୋନା...