• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ଆଜି ପ୍ରକାଶ ପାଇବ +୨ ବିଜ୍ଞାନ ରେଜଲ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ। ମଧ୍ୟାହ୍ନ ୧୨ଟା ୩୦ରେ CHSE ଅଫିସ୍‌ରେ ରେଜଲ୍ଟ ପ୍ରକାଶ ପାଇବ। ଛାତ୍ରଛାତ୍ରୀମାନେ www.orissaresults.nic.in ୱେବ୍‌ସାଇଟ୍‌ରେ ରେଜଲ୍ଟ ଜାଣିପାରିବେ। ଚଳିତ ବର୍ଷ ରାଜ୍ୟରେ ମୋଟ୍ ୩ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ ଯୁକ୍ତ ୨ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ...

sanjay dutt
ସଞ୍ଜୟ ଦତ୍ତଙ୍କୁ ଫୁସ୍‌ଫୁସ୍ କ୍ୟାନ୍‌ସର୍‌, ଚିକିତ୍ସା ପାଇଁ ଖୁବ୍‌ଶୀଘ୍ର ଯାଇପାରନ୍ତି ଆମେରିକା

ମୁମ୍ବାଇ: ଅଭିନେତା ସଞ୍ଜୟ ଦତ୍ତ ଫୁସ୍‌ଫୁସ୍ କ୍ୟାନ୍‌ସର୍‌ରେ ଆକ୍ରାନ୍ତ ହୋଇଥିବା ଥିବା ସୂଚନା ମିଳିଛି। ବର୍ତ୍ତମାନ ଏହା ଷ୍ଟେଜ୍‌-୩ରେ ଅଛି। ବଲିଉଡ୍‌ରେ ସଞ୍ଜୁ ବାବା ଭାବେ ପରିଚିତ ସଞ୍ଜୟ ଦତ୍ତ କ୍ୟାନ୍‌ସର୍‌ରେ ଆକ୍ରାନ୍ତ ହୋଇଥିବା ନେଇ ମଙ୍ଗଳବାର ଜଣାପଡ଼ିଥିଲା। ଏନେଇ ଫିଲ୍ମ ଟ୍ରେଡ୍‌ ଆନାଲିଷ୍ଟ୍‌ କୋମଲ୍ ନାହତା‌ ସୂଚନା...

child
କଟୁରୀ ଚୋଟରେ ୨ ଖଣ୍ଡ ହୋଇଗଲା ଶିଶୁର ହାତ

ସୋର: ଯୁବକଙ୍କ କଟୁରୀ ଚୋଟରେ ଜଣେ ଶିଶୁକନ୍ୟାର ହାତ ଦୁଇ ଖଣ୍ଡ ହୋଇଯାଇଛି। ଶିଶୁଟିର ବୟସ ମାତ୍ର ୨ ମାସ ହେବ ବୋଲି ଜଣାପଡ଼ିଛି। ବାଲେଶ୍ୱର ଜିଲ୍ଲା ଔପଦା ଥାନା ଅନ୍ତର୍ଗତ ପାଇକିପଡ଼ା ଗାଁରେ ଏଭଳି ଜଘନ୍ୟ ଘଟଣା ଘଟିଛି। ପାଇକିପଡ଼ା ଗାଁର ପଙ୍କଜ ନାଇକି ତାଙ୍କ ଝିଅଙ୍କ...

bus fire
ହଠାତ୍‌ ବସ୍‌ରେ ଲାଗିଲା ନିଆଁ, ଜଳିଗଲେ ୫ ଯାତ୍ରୀ

ବେଙ୍ଗାଲୁରୁ: କର୍ଣ୍ଣାଟକ ଚିତ୍ରଦୁର୍ଗ ଜିଲ୍ଲା ହିରିୟୁର୍‌ ତାଲୁକ୍‌ ନିକଟରେ ଏକ ଘରୋଇ ବସ୍‌ରେ ହଠାତ୍‌ ନିଆଁ ଲାଗିଯିବା ଫଳରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୨୭ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ଜଣ ଶିଶୁ ଓ ଜଣେ ମହିଳା ଅଛନ୍ତି। ଆଜି ଭୋର ସମୟରେ ଏହି ଅଭାବନୀୟ...

coronavirus updates in odisha
ଓଡ଼ିଶାରେ ୫୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଚିହ୍ନଟ ହେଲେ ୧,୮୭୬ ନୂଆ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୮୭୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ୧,୮୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୮୨ ଜଣ...

covid19
ଓଡ଼ିଶାରେ ୫୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୩୦୦ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୯ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୪ଜଣ, ରାୟଗଡ଼ାରୁ୨ଜଣ, ଅନୁଗୁଳ, ବାଲେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ...

train
 ଖୁବ୍‌ ଶୀଘ୍ର ଏହି ରୁଟ୍‌ରେ ଗଡ଼ିବ ପାସେଞ୍ଜର ଟ୍ରେନ୍

ପାଟକୁରା: ଖୁବ୍‌ ଶୀଘ୍ର ହରିଦାସପୁର-ପାରାଦୀପ ରେଳ ଲାଇନ୍‌ରେ ଗଡ଼ିବ ପାସେଞ୍ଜର ଟ୍ରେନ୍। ପ୍ରଥମେ ଏହି ରୁଟ୍‌ରେ ମାଲ୍‌ବାହୀ ଟ୍ରେନ୍‌ ଚାଲିବ। ମାଲ୍‌ବାହୀ ଟ୍ରେନ୍‌ ଗଡ଼ିବା ପରେ ସୁରକ୍ଷା ଯାଞ୍ଚ ସହ ଯାତ୍ରୀଙ୍କ ପାଇଁ ଅନ୍ୟ ସୁବିଧା କରାଯିବା ପରେ ପାସେଞ୍ଜର ଟ୍ରେନ୍‌ ଚଳାଚଳ ନେଇ ଯୋଜନା ଚାଲିଛି। ଗତକାଲି କେନ୍ଦ୍ରାପଡା...

results announced
ପ୍ରକାଶ ପାଇଲା +୨ ବିଜ୍ଞାନ ରେଜଲ୍ଟ, ପାସ୍‌ ହାର ୭୦.୨୧%

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ। ଜୁପିଟର ସାଇନ୍ସ କଲେଜର ଛାତ୍ର ସୁଦୀପ ସୁଦର୍ଶନ ରଣା +୨ ବିଜ୍ଞାନ ଟପ୍ପର ହୋଇଛନ୍ତି। ସେ ମୋଟ ୬୦୦ରୁ ସର୍ବାଧିକ ୫୭୪ ନମ୍ବର ରଖି ଟପ୍ପର ହୋଇଛନ୍ତି।  ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସାର୍ଥକ ରଞ୍ଜନ ରାଉତ ୫୬୬ ନମ୍ବର...

bombing
ପୁଣି ଖୋର୍ଦ୍ଧାରେ ଫୁଟିଲା ବୋମା

ଖୋର୍ଦ୍ଧା: ଖୋର୍ଦ୍ଧାରେ ପୁଣି ବୋମାମାଡ଼। ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ଦଳେଇପୁଟ ଗାଁରେ ଜଣଙ୍କ ଘର ଉପରକୁ ଗତକାଲି ବିଳମ୍ବିତ ରାତିରେ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ବୋମାମାଡ଼ରେ ଜଣେ ଆହତ ହୋଇଛନ୍ତି। ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାରୁ ବୋମାମାଡ଼ ହୋଇଥିବା ନେଇ...

୧୫ କଲେଜରେ ରେଜଲ୍ଟ ଜିରୋ

ଭୁବନେଶ୍ୱର: ଆଜି ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ୭୦.୨୧% ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ୨୦ଟି କଲେଜରେ ଶତପ୍ରତିଶତ ପିଲା ପାସ୍ କରିଥିବା ବେଳେ ୧୫ଟି କଲେଜରେ ଜଣେ...

admission 11
ଅଗଷ୍ଟ ୨୧ରୁ +୨ ଆଡ୍‌ମିଶନ୍ ଆବେଦନ, କମିଲା ଆଡ୍‌ମିଶନ୍ ଆବେଦନ ‌ଫି’

ଭୁବନେଶ୍ୱର: ଅଗଷ୍ଟ ୨୧ରୁ +୨ ଆଡ୍‌ମିଶନ୍‌ ପାଇଁ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ଏ ନେଇ ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଅନ୍‌ଲାଇନ୍‌ରେ ଆଡ୍‌ମିଶନ୍ ପାଇଁ ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ମଧ୍ୟରେ SAMS ସେଣ୍ଟର ଜରିଆରେ ‌ଆବେଦନ କରିପାରିବେ ଛାତ୍ରଛାତ୍ରୀ। କରୋନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

maoist 11
ଏନ୍‌କାଉଣ୍ଟର୍‌ରେ ୪ ମାଓବାଦୀ ନିହତ

ରାଇପୁର: ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୪ ଜଣ ମାଓବାଦୀ ନିହତ ହୋଇଛନ୍ତି। ଛତିଶଗଡ଼ ସୁକ୍‌ମାର ଜାଗରମୁଣ୍ଡା ଜଙ୍ଗଲରେ ମାଓବାଦୀଙ୍କ ଶିବିର ଚାଲିଥିବା ନେଇ ସୁରକ୍ଷା କର୍ମୀଙ୍କୁ ଖବର ମିଳିଥିଲା। ଏହାପରେ କୋବ୍ରା ଓ DRG ଯବାନଙ୍କ ପକ୍ଷରୁ ମିଳିତ ଭାବରେ ଜାଗରମୁଣ୍ଡା ଜଙ୍ଗଲରେ ଚଢ଼ଉ କରାଯାଇଥିଲା। ଘଟଣାସ୍ଥଳରୁ ୪ଟି ବନ୍ଧୁକ ଜବତ...

ସ୍ୱତନ୍ତ୍ର ସଚିବଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ସ୍ୱତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ଅଜୟ କୁମାର ଦାସଙ୍କ ଟଙ୍କପାଣି ରୋଡ ସ୍ଥିତ ଘର, ଭୁବନେଶ୍ୱର ରତ୍ନାକର ବାଗ ସ୍ଥିତ ଘର, ବାଲେଶ୍ୱର ସ୍ଥିତ...

naveen patnaik
ଓଡ଼ିଶାରେ କରୋନା ମୁକାବିଲା: ଫୋକସ୍‌ରେ ଏହି ୪ ଜିଲ୍ଲା‌

ଭୁବନେଶ୍ୱର: କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା ବୈଠକ କରିଛନ୍ତି। ୪ ଜିଲ୍ଲାକୁ ଅଧିକ ଫୋକସ୍‌ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ୪ ଜିଲ୍ଲା ହେଲା- ଖୋର୍ଦ୍ଧା, ସୁନ୍ଦରଗଡ଼, କଟକ ଓ ଯାଜପୁର। ରୋଗୀଙ୍କ ସମସ୍ତ ପ୍ରକାର ଚିକିତ୍ସା ଖର୍ଚ୍ଚ ସରକାର ବହନ କରୁଛନ୍ତି। ଖାଇବା,...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।