• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

odisha
ଅଡିଓ ଭାଇରାଲ୍‌ ମାମଲା: ଗିରଫ ଲକ୍ଷ୍ମୀକାନ୍ତ ଓ ବିଶ୍ୱଜିତ୍‌ଙ୍କୁ ମିଳିଲା ଜାମିନ୍‌

ଭୁବନେଶ୍ୱର: କରୋନା ଚିକିତ୍ସାରେ ଅବ୍ୟବସ୍ଥା ନେଇ ସୋସିଆଲ୍ ମିଡିଆରେ ଭାଇରାଲ୍‌ ହୋଇଥିବା ଅଡିଓ ଘଟଣାରେ ଗିରଫ ହୋଇଥିବା ଲକ୍ଷ୍ମୀକାନ୍ତ ବେହେରା ଓ ବିଶ୍ୱଜିତ ମହାନ୍ତିଙ୍କୁ ଜାମିନ ମିଳିଛି। ଭୁବନେଶ୍ୱର SDJM କୋର୍ଟ ଉଭୟଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜଣେ ଜାମିନଦାର ଓ ୧୦ ହଜାର ଟଙ୍କା ମୁଚାଲିକାରେ ଜାମିନ...

prescription
ପ୍ରେସ୍କ୍ରିପ୍‌ସନ୍‌ରେ ଔଷଧର ନାଁ କ୍ୟାପିଟାଲ୍‌ ଲେଟର୍‌ରେ ଲେଖିବାକୁ ଡାକ୍ତରଙ୍କୁ ପରାମର୍ଶ

କଟକ: ମେଡିକାଲ୍‌ ପ୍ରେସ୍କ୍ରିପ୍‌ସନ୍‌ରେ ଔଷଧର ନାଁ ଲେଖିବା ବେଳେ ଏହାକୁ କ୍ୟାପିଟାଲ୍‌ ଲେଟର୍‌ରେ ଲେଖିବାକୁ ଡାକ୍ତରଙ୍କୁ ହାଇକୋର୍ଟ ପରାମର୍ଶ ଦେଇଛନ୍ତି। ଏକ ଜାମିନ୍ ଆବେଦନ ମାମଲାର ରାୟ ପ୍ରକାଶ କରି ଏହି ରାୟ ଦେଇଛନ୍ତି ହାଇକୋର୍ଟ। ରାଜ୍ୟର ସବୁ ଡାକ୍ତର ପ୍ରେସ୍କ୍ରିପ୍‌ସନ୍‌ରେ ଔଷଧର ନାଁ ଲେଖିବା ବେଳେ କ୍ୟାପିଟାଲ୍‌...

ସ୍ୱାଧୀନତା ଦିବସ ପାଇଁ ୪ ଜିଲ୍ଲାରେ ସଟ୍‌ଡାଉନ୍ କଟକଣା‌ କୋହଳ

ଭୁବନେଶ୍ୱର: ଅଗଷ୍ଟ ୧୫ ତାରିଖ ଅର୍ଥାତ୍‌ ସ୍ୱାଧୀନତା ଦିବସ ପାଇଁ ଓଡ଼ିଶାର ୪ ଜିଲ୍ଲା ଓ ଗୋଟିଏ ମ୍ୟୁନିସିପାଲ୍‌ କର୍ପୋରେସନ୍‌ରେ ଲାଗୁ ହୋଇଥିବା ସପ୍ତାହନ୍ତ ସଟ୍‌ଡାଉନ୍ କଟକଣାକୁ କୋହଳ କରାଯାଇଛି। ସ୍ୱତନ୍ତ୍ର ରିଲିଫ୍‌ କମିଶନର(SRC)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶ ଅନୁସାରେ, ଗଞ୍ଜାମ, ଖୋର୍ଦ୍ଧା, ଗଜପତି, କଟକ...

mkcg hospital 11
୧୫ରୁ ଖୋଲିବ ଏମ୍‌କେସିଜି OPD

ବ୍ରହ୍ମପୁର: ଆସନ୍ତା ୧୫ରୁ ଖୋଲିବ MKCG OPD। ଅଗଷ୍ଟ ୧୫ ତାରିଖରୁ MKCG ମେଡିକାଲ୍‌ କଲେଜର ଜେନରାଲ OPD ଖୋଲିବା ନେଇ  ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି। ଲୋକେ ମେଡିକାଲ୍‌ ଆସିବା ବେଳେ OPDରେ ମାସ୍କ ପରିଧାନ ସହ ସାମାଜିକ ଦୂରତା...

Shutdown 11
ସ୍ୱାଧୀନତା ଦିବସ ପାଇଁ ଆଉ ଏକ ଜିଲ୍ଲାରେ କୋହଳ ହେଲା ସଟ୍‌ଡାଉନ୍‌ କଟକଣା

ଭଦ୍ରକ: ସ୍ୱାଧୀନତା ଦିବସ ପାଇଁ ଭଦ୍ରକ ଜିଲ୍ଲାରେ ସଟ୍‌ଡାଉନ୍‌ କଟକଣା କିଛି ଘଣ୍ଟା ପାଇଁ କୋହଳ କରାଯାଇଛି। ୧୫ ତାରିଖ ଦିନ ୧୧ଟା ପର୍ଯ୍ୟନ୍ତ ସଟ୍‌ଡାଉନ୍ କଟକଣା କୋହଳ ରହିବ। ସୂଚନାଥାଉ କି, ସ୍ୱାଧୀନତା ଦିବସ ପାଇଁ ଓଡ଼ିଶାର ୪ ଜିଲ୍ଲା ଓ ଗୋଟିଏ ମ୍ୟୁନିସିପାଲ୍‌ କର୍ପୋରେସନ୍‌ରେ ଲାଗୁ...

pranab mukherjee 11
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଛି। ଏ ନେଇ ତାଙ୍କ ପୁଅ ଅଭିଜିତ ମୁଖାର୍ଜୀ ସୂଚନା ଦେଇଛନ୍ତି। ମସ୍ତିଷ୍କରେ ରକ୍ତ ଜମାଟ ହୋଇଥିବା ଜଣାପଡ଼ିବା ପରେ ଅଗଷ୍ଟ ୧୦ରେ ପ୍ରଣବ ମୁଖାର୍ଜୀଙ୍କ   ଅସ୍ତ୍ରୋପଚାର ହୋଇଥିଲା। ସେହି ଦିନ ଜଣାପଡ଼ିଥିଲା ଯେ, ସେ...

coronavirus
ଦିନକରେ ଓଡ଼ିଶାରେ ସର୍ବାଧିକ ୧,୯୮୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧,୯୮୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ୧,୯୮୧ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୨୫ ଜଣ...

ଓଡ଼ିଶାରେ କରୋନାରେ ଆଖି ବୁଜିଲେ ଆଉ ୯

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୯ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରେ ୩ ଜଣ, କଟକରେ ୨ଜଣ, ମୟୂରଭଞ୍ଜରେ ୨ଜଣ, କନ୍ଧମାଳ ଓ ସୁନ୍ଦରଗଡ଼ରେ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।...

sushant singh rajput
ସୁଶାନ୍ତଙ୍କ ବେକରେ ଥିବା ଦାଗକୁ ନେଇ ମିଳିଲା ନୂଆ ସୁରାକ୍‌

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲାରେ ନୂଆ ଟ୍ୱିଷ୍ଟ ଏବେ ସାମ୍ନାକୁ ଆସିଛି। ଷ୍ଟନ୍‌ ଗନ୍‌ ସାହାଯ୍ୟରେ ସୁଶାନ୍ତଙ୍କୁ ହତ୍ୟା କରାଯାଇ ଥାଇପାରେ ବୋଲି ଅଭିଯୋଗ ହୋଇଛି। ସୁଶାନ୍ତଙ୍କ ଜଣେ ଫଲୋର୍‌ ଏକ ଟ୍ୱିଟ୍‌ କରି ଲେଖିଛନ୍ତି, ଶରୀରରେ ଷ୍ଟନ୍‌ ଗନ୍‌ ବ୍ୟବହାର ପରେ ଯେଉଁ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।