• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

rainfall 44
ପୁଣି ବଙ୍ଗୋପସାଗରରେ ଲଘୁଚାପ ! ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପ ସାଗର ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗର ସହ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି।...

results
ଜିରୋ ରେଜଲ୍ଟ: ୧୫ କଲେଜକୁ ନୋଟିସ୍‌

ଭୁବନେଶ୍ୱର: +୨ ବିଜ୍ଞାନରେ ଜିରୋ ରେଜଲ୍ଟ କରିଥିବା୧୫ଟି କଲେଜକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି। ଏବର୍ଷ କାହିଁକି ଆଡମିଶନ ଅନୁମତି ରଦ୍ଦ ନ ହେବ ସେନେଇ କାରଣ ଦର୍ଶାଇବାକୁ କୁହାଯାଇଛି। ଏଥିସହ ଶିକ୍ଷାନୁଷ୍ଠାନରୁ ବିଜ୍ଞାନ ପାଠ୍ୟକ୍ରମ କାହିଁକି ରଦ୍ଦ ନ ହେବ ସେନେଇ...

ganesh
ଏ ବର୍ଷ କଟକ, ଭୁବନେଶ୍ୱରରେ ହେବନି ଗଣେଶ ପୂଜା

ଭୁବନେଶ୍ୱର: ମହାମାରୀ କରୋନାକୁ ଦୃଷ୍ଟିରେ ରଖି ଏ ବର୍ଷ ଟ୍ୱିନ୍‌ ସିଟି କଟକ ଓ ଭୁବନେଶ୍ୱରରେ ଗଣେଶ ପୂଜାକୁ ବାରଣ କରାଯାଇଛି। ଟ୍ୱିନ୍‌ ସିଟିର କୌଣସି ପୂଜା ମଣ୍ଡପରେ ଚଳିତ ବର୍ଷ ହୋଇପାରିବନି ଗଣେଶ ପୂଜା। ଧର୍ମୀୟ ସମାବେଶକୁ ମନା ଥିବାରୁ ମଣ୍ଡପରେ ଗଣେଶ ପୂଜା ବାରଣ କରାଯାଇଛି।...

bibhu prasad
ପୂର୍ବତନ ଓଡ଼ିଶା ଆୟୁଷ ନିର୍ଦ୍ଦେଶକ ବିଭୂ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ପୂର୍ବତନ ଓଡ଼ିଶା ଆୟୁଷ ନିର୍ଦ୍ଦେଶକ ବିଭୂ ପ୍ରସାଦ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର।  OAS ବିଭୂ ଷଡ଼ଙ୍ଗୀ ସ୍ୱତନ୍ତ୍ର ସଚିବ ପାହ୍ୟା ଅଫିସର ଥିଲେ। ତାଙ୍କ ନାଁରେ ମହିଳା ସହକର୍ମୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ ଆସିଥିଲା। ସୂଚନାଥାଉ କି, ଜୁଲାଇ ୯ରେ ବିଭୂ ପ୍ରସାଦଙ୍କୁ...

sushant singh 22
ମୃତ୍ୟୁର ୯ ଦିନ ପୂର୍ବରୁ ରିୟାଙ୍କ ସହ ଫୋନ୍‌ରେ କଥା ହୋଇଥିଲେ ସୁଶାନ୍ତ, କଲ୍‌ ରେକର୍ଡସ୍‌ରୁ ହେଲା ଖୁଲାସା

ମୁମ୍ବାଇ: ମୃତ୍ୟୁର ୯ ଦିନ ପୂର୍ବରୁ ଶେଷଥର ପାଇଁ ଅଭିନେତା ସୁଶାନ୍ତ ସିଂ ରାଜପୁତ୍ ଫୋନ୍‌ରେ‌ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀଙ୍କ ସହ କଥା ହୋଇଥିଲେ। ଅଳ୍ପ ସମୟ ପାଇଁ ସେ ରିୟାଙ୍କ ସହ କଥା ହୋଇଥିଲେ। କଲ୍‌ ଡିଟେଲ ରେକର୍ଡସ୍‌(CDR)ରୁ ଏହା ଜଣାପଡ଼ିଛି। CDRରୁ ମିଳିଥିବା ତଥ୍ୟ ଅନୁସାରେ,...

ମାଲକାନଗିରିରେ ବନ୍ୟା ପରିସ୍ଥିତି; ପୋଲ ଉପରେ ୫ ଫୁଟ ଉଚ୍ଚର ପାଣି ପ୍ରବାହିତ

ମାଲକାନଗିରି: ଲଗାଣ ବର୍ଷାରେ ବେହାଲ ମାଲକାନଗିରି। ଗତକାଲିଠୁ ଲଗାଣ ବର୍ଷାରେ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ସ୍ଥାନରେ ନଦୀର ଜଳସ୍ତର ବୃଦ୍ଧି ଯୋଗୁ ପୋଲ ଉପରେ ପାଣି ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି। ପୋଟେରୁ ନଦୀରେ ଜଳସ୍ତର ବୃଦ୍ଧି ପାଇବା...

rain 1
ଲଘୁଚାପ ପ୍ରଭାବରେ ଆହୁରି ୩ ଦିନ ବର୍ଷା ! ସତର୍କ ରହିବାକୁ SRCଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଆହୁରି ୩ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ମାଲକାନଗିରି, ପୁରୀ, ଜଗତସିଂହପୁର, ସମ୍ବଲପୁର, ଦେବଗଡ, ଅନୁଗୁଳ ଓ ବଲାଙ୍ଗିରରେ ଅତି ପ୍ରବଳ ମାତ୍ରାରେ ବର୍ଷା ହୋଇପାରେ। ଏ ନେଇ...

କାଲିଠୁ ୪୧ ଘଣ୍ଟା ଏହି ଜିଲ୍ଲା ସଟ୍‌ଡାଉନ୍‌

ନବରଙ୍ଗପୁର: ଆସନ୍ତାକାଲିଠୁ ୪୧ ଘଣ୍ଟା ପାଇଁ ନବରଙ୍ଗପୁର ଜିଲ୍ଲାରେ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। କାଲି ଦିନ ୧୨ଟାରୁ ୧୭ ତାରିଖ ସକାଳ ୫ଟା ଯାଏ ସମ୍ପୂର୍ଣ୍ଣ ଜିଲ୍ଲାକୁ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଜିଲ୍ଲାରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଥିବା ଜିଲ୍ଲା ପ୍ରଶାସନ...

odisha
ଲଗାଣ ବର୍ଷାରେ ରାସ୍ତାରେ ଲହଡ଼ି ଭାଙ୍ଗୁଛି ପାଣି

ଆଠଗଡ଼: ଲଗାଣ ବର୍ଷାରେ କଟକ ଜିଲ୍ଲା ଆଠଗଡ଼ ଅଞ୍ଚଳରେ ରାସ୍ତାରେ ପାଣି ଲହଡ଼ି ଭାଙ୍ଗୁଥିବା ଦେଖିବାକୁ ମିଳିଛି। କଟକ-ସମ୍ବଲପୁରର ପୁରୁଣା ରାସ୍ତା ମାଧପୁରଠାରେ ରାସ୍ତାରେ ୩ ଫୁଟର ପାଣି ଲହଡ଼ି ଭାଙ୍ଗୁଥିବା ଦେଖିବାକୁ ମିଳିଛି। ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ରାସ୍ତାରେ ଅଣ୍ଟାଏ ଉଚ୍ଚର ପାଣି ପ୍ରବାହିତ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।