ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ଆହୁରି ୪ ଦିନ ଲାଗି ରହିପାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସ୍ଥିତି। ୨୧ ତାରିଖ ପରେ ତାପମାତ୍ରା କ୍ରମେ ହ୍ରାସ ପାଇବ।
ଭୁବନେଶ୍ୱରର ଗଜପତି ନଗର ଅଞ୍ଚଳରେ ଘଣ୍ଟାଏ ଭିତରେ ଜଣେ ଇଲେକ୍ଟ୍ରିକାଲ୍ କଣ୍ଟ୍ରାକ୍ଟରଙ୍କ ଅଫିସ୍ରେ ପଶି ଦୁର୍ବୃତ୍ତମାନେ ୩ ଲକ୍ଷ ଟଙ୍କା ସହ ସୁନା ଓ ରୁପା କଏନ ଲୁଟି ନେଇଛନ୍ତି। ଯାହାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।
ଦୁବାଇ ସ୍ଥିତ ଏକ ଆବାସିକ ବିଲ୍ଡିଂରେ ନିଆଁ ଲାଗି ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୪ ଭାରତୀୟ ଅଛନ୍ତି।
ଆଗାମୀ ଦିନରେ କେନ୍ଦ୍ର ସରକାରୀ କର୍ମଚାରୀ(Central Government Employees)ଙ୍କୁ ପୁଣି ଏକ ବଡ଼ ଉପହାର ଦେଇପାରନ୍ତି ସରକାର। ଏହାଦ୍ୱାରା ସେମାନଙ୍କର ଦରମା ମଧ୍ୟ ବଢ଼ିପାରେ।
ଗଞ୍ଜେଇ ନିଶାରେ ପୁରା ଟଳମଳ ଥିଲେ କାର୍ ଡ୍ରାଇଭର। ଏମିତି ନିଶା ଯେ, ଗାଡ଼ି ଅଟକାଇବାରୁ ଟ୍ରାଫିକ୍ ପୋଲିସ୍ଙ୍କୁ କାର୍ର ବୋନଟ୍ ଉପରେ ପକାଇ ପ୍ରାୟ ୨୦ କି.ମି. ଘୋଷାଡ଼ି ନେଲେ ଡ୍ରାଇଭର।
ସ୍ତ୍ରୀର ପରକୀୟା ପ୍ରୀତି ଥିବା ସନ୍ଦେହ କରି ଜଣେ ୪୦ ବର୍ଷୀୟ ବ୍ୟକ୍ତି ସ୍ତ୍ରୀ ଓ ନିଜର ୨ ପିଲାଙ୍କୁ ହତ୍ୟା ପରେ ନିଜେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।
ସମ୍ବଲପୁରରେ ଆଜି ପରୀକ୍ଷାର୍ଥୀଙ୍କ ପାଇଁ କର୍ଫ୍ୟୁ କୋହଳ କରିଛି ପ୍ରଶାସନ। UPSC ପରୀକ୍ଷା ପାଇଁ ପରୀକ୍ଷାର୍ଥୀ ଆଡମିଟ୍ କାର୍ଡ ଦେଖାଇ ଯାଇ ପାରିବେ।
ଆସନ୍ତାକାଲିଠୁ ପୁଣି ସ୍ୱାଭାବିକ ହେବ ସ୍କୁଲ୍ ପାଠପଢ଼ା। ୧୭ରୁ ସ୍କୁଲ୍ ଖୋଲିବା ନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
ଉତ୍ତର ପ୍ରଦେଶରେ ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦ ଓ ତା’ର ଭାଇ ଅଶ୍ରଫ୍ ଅହମ୍ମଦକୁ ଗୁଳି କରି ହତ୍ୟା କରାଯାଇଛି। ଅତିକ ଓ ଅଶ୍ରଫ୍ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବା ବେଳେ ଏହି ଗୁଳିମାଡ଼ ହୋଇଥିଲା।
ଖୋଲାକଥାରେ ବିଜେପି ବିଧାୟକ ମୁକେଶ ମହାଲିଙ୍ଗଙ୍କ ବଡ଼ ବୟାନ। ଝାରସୁଗୁଡ଼ା ଉପନିର୍ବାଚନକୁ ନେଇ କହିଲେ ଏମିତି...
କୋଟିଆରେ ମାତିଛନ୍ତି ବାଉଁଶ ମାଫିଆ । କାଟି ପଦା କରିଦେଲେଣି ବାଉଁଶ ଜଙ୍ଗଲ । ମୂଲ୍ୟବାନ ଗଛ ଉପରେ ମାଫିଆଙ୍କ ଲୋଲୁପ ଦୃଷ୍ଟି ।
ଏକ ରେଲ୍ୱେ କମ୍ପାନୀ ଯାତ୍ରୀଙ୍କୁ ଅଜବ ପ୍ରକାରର ପରାମର୍ଶ ଦେଇଛି। ଏହି କମ୍ପାନୀ ଯାତ୍ରୀଙ୍କୁ କହିଛି, ଟ୍ରେନ୍ରେ ଯାତ୍ରା ବେଳେ ଅଶ୍ଲୀଳ ଫିଲ୍ମ ଦେଖନ୍ତୁ ନାହିଁ। ଖାଲି ଅଶ୍ଲୀଳ ଫିଲ୍ମ ନୁହେଁ ଅଶ୍ଲୀଳ ଜୋକ୍ସ ମଧ୍ୟ ପଢ଼ନ୍ତୁ ନାହିଁ।
ମହାକାଶର ଅନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନ୍(ISS)ରେ ଚାଷ ହୋଇଥିବା ଟମାଟୋ ଆଜି ପୃଥିବୀ ପୃଷ୍ଠକୁ ଫେରିବ। କାର୍ଗୋ ରିସପ୍ଲାଏ ମହାକାଶଯାନ- SpaceX's CRS-27ରେ ଏହା ପୃଥିବୀ ପୃଷ୍ଠକୁ ଫେରିବ ବୋଲି ନାସା ପକ୍ଷରୁ ଘୋଷଣା କରାଯାଇଛି।
ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର, ଚନ୍ଦ୍ର – ମକର ସନ୍ଧ୍ୟା ୦୬.୪୩ ଗତେ କୁମ୍ବ, ତିଥି – ୧୦ମୀ ରାତ୍ରି ୦୮.୪୫ ଗତେ ୧୧ଶୀ, ଘାତ ଚନ୍ଦ୍ର – ସିଂହ ସନ୍ଧ୍ୟା ୦୬.୪୩ ଗତେ ମିଥୁନ ଓ ମୀନ, ଘାତ...
ମଧ୍ୟ ରାତ୍ରି ୧୨ଟାରୁ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ବଳବତ୍ତର ରହିବ ଏହି କର୍ଫ୍ୟୁ । ଏ ନେଇ ସମ୍ବଲପୁର ଉପ-ଜିଲ୍ଲାପାଳ ଜାରି କରିଛନ୍ତି ବିଜ୍ଞପ୍ତି। କୌଣସି ଅପ୍ରୀତିକର ପରିସ୍ଥିତି ଏଡାଇବାକୁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି...
ଘାଟିକୁ ଖସିଲା ବସ୍। ଏଥିରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ଆଗକୁ ବଢ଼ିପାରେ ଆଶଙ୍କା କରାଯାଉଛି।
ଗ୍ରାହକଙ୍କୁ ଆତ୍କୃଷ୍ଟ କରିବା ପାଇଁ ଆଜିକାଲି ରେଷ୍ଟୁରାଣ୍ଟରେ ଅଜବ ପ୍ରକାରର କନ୍ସେପ୍ଟ ବ୍ୟବହାର କରାଯାଉଛି। କେଉଁଠି ଅଜବ ପ୍ରକାରର ଖାଦ୍ୟ ପରଷା ଯାଉଛି ତ ଆଉ କେଉଁଠି ରେଷ୍ଟୁରାଣ୍ଟ ଭିତରେ ଏମିତି ଡିଜାଇନ୍ କରାଯାଉଛି ଗ୍ରାହକ ଚକିତ ହୋଇଯାଉଛନ୍ତି।
ବାଡ଼ିରୁ ଆମ୍ବ ଖାଇଲେ ବୋଲି ନିସ୍ତୁକ ପିଟିଲେ। ଏଥିରେ ଆହତ ହୋଇ ୫ ଛୋଟ ପିଲା ମେଡିକାଲ୍ରେ ଭର୍ତ୍ତି ହୋଇଛନ୍ତି।
‘ସୁପର ଚୋର’ ବଣ୍ଟି ଓରଫ ଦେବେନ୍ଦ୍ର ସିଂକୁ ଦିଲ୍ଲୀ ପୋଲିସ୍ ଗିରଫ କରିଛି। ପୋଲିସ୍ ବଣ୍ଟିକୁ ୫୦୦ କି.ମି. କାନପୁର ପର୍ଯ୍ୟନ୍ତ ପିଛା କରି ଶେଷରେ ଗିରଫ କରିଛି।