• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

justice indrajeet mohanty
ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ କରୋନା

ଜୟପୁର: ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଇନ୍ଦ୍ରଜିତ୍‌ ମହାନ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଜଷ୍ଟିସ୍‌ ଇନ୍ଦ୍ରଜିତ୍‌ ମହାନ୍ତିଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଗତକାଲି ସ୍ୱାଧୀନତା ଦିବସ ଅବସରରେ କୋର୍ଟ ପରିସରରେ ଆୟୋଜିତ ଉତ୍ସବରେ ଜଷ୍ଟିସ୍‌ ଇନ୍ଦ୍ରଜିତ୍‌ ମହାନ୍ତି(୫୯)...

rain
ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର: ଓଡ଼ିଶାରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ୭ ଜିଲ୍ଲାରେ ପ୍ରବଳ ‍ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ,...

ଲଗାଣ ବର୍ଷାରେ ମାଲକାନଗିରି ବାହ୍ୟ ଜଗତରୁ ବିଚ୍ଛିନ୍ନ

ମାଲକାନଗିରି: ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲ୍ଲା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି। ବିଭିନ୍ନ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ପାଙ୍ଗମ, ପୋଟେରୁ, କୋଙ୍କରକୋଣ୍ଡା, MV-୩୭ ପୋଲ ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ଅନ୍ୟାନ୍ୟ ପୋଲ ଓ ରାସ୍ତା ଉପରେ ମଧ୍ୟ ୪ରୁ ୫ ଫୁଟର ବନ୍ୟା ଜଳ...

odisha
ଭୋଜି ଖାଇ ୩୫ରୁ ଅଧିକ ଅସୁସ୍ଥ

ନୀଳଗିରି: ଭୋଜି ଖାଇ ୩୫ରୁ ଅଧିକ ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ୍‌ ଅନ୍ତର୍ଗତ ତୋଟାପଡ଼ା ଗାଁରେ ଏହି ଘଟଣା ଘଟିଛି। ସୂଚନା ଅନୁସାରେ, ତୋଟାପଡ଼ା ଗାଁର ଜଣେ ବ୍ୟକ୍ତିଙ୍କ ଘରେ ଭୋଜିର ଆୟୋଜନ ହୋଇଥିଲା। ଏହି ଭୋଜି ଖାଇ ୩୫ରୁ ଅଧିକ ଲୋକଙ୍କୁ ଝାଡ଼ାବାନ୍ତି...

sushant singh rajput
ସୁଶାନ୍ତଙ୍କ ପୋଷ୍ଟମର୍ଟମ ରିପୋର୍ଟକୁ ନେଇ ଆସିଲା ଚାଞ୍ଚଲ୍ୟକର ତଥ୍ୟ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ପୋଷ୍ଟମର୍ଟମ ରିପୋର୍ଟକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ଏବେ ସାମ୍ନାକୁ ଆସିଛି। ପୋଷ୍ଟମର୍ଟମ ରିପୋର୍ଟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଉଲ୍ଲେଖ କରାଯାଇନଥିବା ଅଭିଯୋଗ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହେଉଛି- ସୁଶାନ୍ତଙ୍କ ମୃତ୍ୟୁ ସମୟ ଅର୍ଥାତ୍‌ କେଉଁ ସମୟରେ ତାଙ୍କର ମୃତ୍ୟୁ...

corona
୨୪ ଘଣ୍ଟାରେ ଓଡ଼ିଶାରେ ସର୍ବାଧିକ ୨,୯୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ୨,୯୨୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।  ଗତ ୨୪ ଘଣ୍ଟା ମଧ୍ୟରେ ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ୨,୯୨୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୧୫ ଜଣ...

corona 44
ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୦ କରୋନା ରୋଗୀ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱର ଓ ଗଞ୍ଜାମରୁ ୨ଜଣ ଲେଖାଏ, ଭଦ୍ରକ, ବଲାଙ୍ଗିର, କଟକ,ଯାଜପୁର, କନ୍ଧମାଳ ଓ ସୋନପୁରରୁ ଜଣେ ଲେଖାଏ...

ମନ୍ଦିର ପରିସରରୁ ମିଳିଲା ରକ୍ତାକ୍ତ ମୃତଦେହ

ଆସିକା: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ହରିଡ଼ାପଦର ଗାଁ ଶିବ ମନ୍ଦିର ପରିସରରୁ ଜଣେ ମହିଳାଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ଜଣକ ହରିଡ଼ାପଦର ଗାଁର ବୋଲି ଜଣାପଡ଼ିଛି। ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁସାରେ, ଆଜି ସକାଳୁ ସମ୍ପୃକ୍ତ ମହିଳା ଜଣକ ମନ୍ଦିର ଯାଇଥିଲେ। ସେଠାରୁ...

shutdown
କୁଜଙ୍ଗ ବଜାର ଓ ଏହାର ଆଖପାଖ ଅଞ୍ଚଳ ୩ ଦିନ ସଟ୍‌ଡାଉନ୍‌

ପାରାଦୀପ: ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବଜାର ସମେତ ଏହାର ଆଖପାଖ ଅଞ୍ଚଳ ୩ ଦିନ ପାଇଁ ସଟ୍‌ଡାଉନ୍‌ ଘୋଷଣା ହୋଇଛି। କୁଜଙ୍ଗ କୋର୍ଟ ମଧ୍ୟ ବନ୍ଦ ରହିବ। କୁଜଙ୍ଗ ସବ୍-ଜଜ୍ ଏବଂ ଜେଏମ୍‌ଏଫସି କୋର୍ଟରେ ୨ ଜଣ କରୋନା ପଜିଟିଭ ଚିହ୍ନଟ ପରେ ଜଗତସିଂହପୁର ଜିଲ୍ଲାପାଳ ଏହି ପଦକ୍ଷେପ ନେଇଛନ୍ତି।...

sushant 11
ସୁଶାନ୍ତଙ୍କ ମୃତ୍ୟୁ ଦିନ ତାଙ୍କ ଫ୍ଲାଟ୍‌ ଭିତରକୁ ଯାଇଥିବା ଏହି ସନ୍ଦିଗ୍ଧ ଯୁବତୀ କିଏ ?

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ମୃତ୍ୟୁ ପରେ ଗୋଟିଏ ପରେ ଗୋଟିଏ ଆଶ୍ଚର୍ଯ୍ୟ କଲା ଭଳି ଘଟଣାର ଖୁଲାସା ହେବାରେ ଲାଗିଛି। ଏବେ ଏମିତି କିଛି ଖୁଲାସା ହୋଇଛି, ଯାହା ସମସ୍ତଙ୍କୁ ଚକିତ କରିଛି। ଜୁନ୍‌ ୧୪ରେ ସୁଶାନ୍ତଙ୍କ ଝୁଲନ୍ତା ମୃତଦେହ ମୁମ୍ବାଇ ବାନ୍ଦ୍ରା ସ୍ଥିତ...

Film Editor Deben Mishra
ଓଡ଼ିଆ ଫିଲ୍ମ ଏଡିଟର ଦେବେନ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିର ବିଶିଷ୍ଟ ଫିଲ୍ମ ଏଡିଟର ଦେବେନ ମିଶ୍ରଙ୍କ ହୃଦ୍‌ଘାତରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା।   ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ୮୦ରୁ ଅଧିକ ଓଡ଼ିଆ ଫିଲ୍ମର...

ଲଗାଣ ବର୍ଷାରେ ନଦୀର ଜଳସ୍ତର ବୃଦ୍ଧି, ବିପଦ ସଙ୍କେତ ଟପିଲା ଜଳକା

ଜଳେଶ୍ୱର: ଲଗାଣ ବର୍ଷାରେ ନଦୀର ଜଳସ୍ତର ବୃଦ୍ଧି ପାଇଛି। ବନ୍ୟାଜଳ ଆସିବା ଫଳରେ ଅନେକ ଚାଷ ଜମିରେ ପାଣି ମାଡ଼ି ଯିବା ସହ ଅନେକ ଅଞ୍ଚଳ ପ୍ରଭାବିତ ମଧ୍ୟ ହୋଇଛି। ବାଲେଶ୍ୱର ଜିଲ୍ଲା ବସ୍ତାର ମଥାନୀ ଠାରେ ଜଳକା ବିପଦ ସଙ୍କେତ ଟପିଛି। ଫଳରେ ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।