ଭୁବନେଶ୍ୱର: କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଇଛି। ଏଥିପାଇଁ ୭ଟି ମେଡିକାଲ୍ କଲେଜର ପ୍ରଫେସର ମାନଙ୍କୁ ନେଇ ମଲ୍ଟି ଡିସିପ୍ଲିନାରୀ ଟେକ୍ନିକାଲ୍ କମିଟି ଗଠନ କରାଯାଇଛି। Directorate of Medical Education And Training ଦ୍ୱାରା ଏହି କମିଟି ଗଠନ ହୋଇଛି।...
ମୁମ୍ବାଇ(ସୁରେଶ ଦାଶ): ବଲିଉଡ ଷ୍ଟାର ସଲମାନ୍ ଖାନଙ୍କୁ ହତ୍ୟା କରିବା ପାଇଁ ହୋଇଥିଲା ଷଡ଼ଯନ୍ତ୍ର। ହେଲେ କରୋନା ଲକ୍ଡାଉନ୍ ପାଇଁ ପୂରା ପ୍ଲାନିଂ ଫେଲ୍ ମାରିଥିଲା। ଏହି ଷଡ଼ଯନ୍ତ୍ରର ପର୍ଦ୍ଦାଫାସ କରିଛି ହରିୟାଣା ଫରିଦାବାଦ ପୋଲିସ୍। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପୋଲିସ୍ ଜଣେ ସାର୍ପସୁଟରଙ୍କ ସମେତ ୪ଜଣକୁ...
ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୫୩ ହଜାର ୧୫ କରୋନା ଟେଷ୍ଟ ହୋଇଥିବା ବେଳେ ୨,୫୮୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ସୂଚନା ଦେଇଛନ୍ତି। RTPCR, ଆଣ୍ଟିଜେନ୍ ଓ ଟ୍ରୁନଟ୍ ମାଧ୍ୟମରେ ଏହି...
ଭୁବନେଶ୍ୱର: ପ୍ରକାଶ ପାଇଲା +୨ ବାଣିଜ୍ୟ ରେଜଲ୍ଟ। ଚଳିତ ବର୍ଷ +୨ ବାଣିଜ୍ୟରେ ପାସ୍ ହାର ୭୪.୯୫% ରହିଛି। ଚଳିତ ବର୍ଷ ମୋଟ୍ ୨୫, ୭୭୨ ଜଣ ଛାତ୍ରଛାତ୍ରୀ +୨ ବାଣିଜ୍ୟ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୯, ୩୧୮ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ୧୨, ୨୧୫ ଜଣ...
ନୂଆଦିଲ୍ଲୀ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ତଦନ୍ତ ପ୍ରକ୍ରିୟାରେ ସହଯୋଗ କରିବାକୁ ମୁମ୍ବାଇ ପୋଲିସ୍କୁ ନିର୍ଦ୍ଦେଶ ଦେବାସହ ମୃତ୍ୟୁ ସମ୍ପର୍କିତ ସମସ୍ତ ତଥ୍ୟ CBIକୁ ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୁଶାନ୍ତ ସିଂ ମୃତ୍ୟୁ ମାମଲାରେ...
ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୫୩ ହଜାର ୧୫ କରୋନା ଟେଷ୍ଟ ହୋଇଥିବା ବେଳେ ୨,୫୮୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ୨,୫୮୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୭୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୦୧୫ ରହିଛି। ଏ ନେଇ ରାଜ୍ୟ ସୂଚନା ଓ...
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଗତ ରାତିରୁ ହିଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ରାଜଧାନୀ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଭୁବନେଶ୍ୱରେ ମୋଟ...
ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଥିଲା ବେଳେ ଆସନ୍ତା ୨୩ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏବେ ଜାରି ରହିଥିବା ଲଘୁଚାପ ଜନିତ ବର୍ଷା ୨୧ରେ ସାମାନ୍ୟ କମିବାର ସମ୍ଭାବନା...