ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ସ୍ୱାଭାବିକ ଥିବା ମୌସୁମୀବାୟୁ ଆହୁରି ସକ୍ରିୟ ହୋଇଛି। ଆଜି ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ୨୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।...
କୋରାପୁଟ: ସୋସିଆଲ୍ ମିଡିଆ ସାଇଟ୍ ଫେସ୍ବୁକ୍ ବ୍ୟବହାର କରୁଛନ୍ତି କି ? ତା’ହେଲେ ସାବଧାନ ରୁହନ୍ତୁ, ନହେଲେ ଆପଣ ବି କେତେବେଳେ ଠକାମିର ଶିକାର ହୋଇପାରନ୍ତି। କାରଣ ଏବେ ହ୍ୟାକର୍ସଙ୍କ ଟାର୍ଗେଟ୍ରେ ଫେସବୁକ୍ ବ୍ୟବହାରକାରୀ। ହ୍ୟାକର୍ସମାନେ ଫେସ୍ବୁକ୍ ଆକାଉଣ୍ଟ୍ ହ୍ୟାକ୍ କରି ଟଙ୍କା ଲୁଟ୍ କରୁଥିବା ଅଭିଯୋଗ ହୋଇଛି।...
ନୂଆଦିଲ୍ଲୀ: ମହିଳା ଡାକ୍ତରଙ୍କୁ ଅପହରଣ ପରେ ହତ୍ୟା ଅଭିଯୋଗ। ଆଗ୍ରା ଏସ୍ଏନ୍ ମେଡିକାଲ୍ କଲେଜ Gynaecology ବିଭାଗର ଜଣେ ୨୫ ବର୍ଷୀୟ ମହିଳା ଡାକ୍ତରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ମୁଣ୍ଡରେ ଅନେକ କ୍ଷତ ଚିହ୍ନ ଥିବା ଦେଖିବାକୁ ମିଳିଛି। ବୁଧବାର ଦିନ ସେ ନିଖୋଜ ଥିଲେ। ନିଖୋଜର...
ବ୍ରହ୍ମଗିରି: ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ତିନିକୁଦି ଗ୍ରାମ ଭାର୍ଗବୀ ନଦୀ ଉପରେ ଥିବା କାଠପୋଲ ଭାସି ଯାଇଛି। ଫଳରେ ତିନିକୁଦି ଓ ବାଲିକୁଦା ମଧ୍ୟରେ ଯୋଗାଯୋଗ ବିଛିନ୍ନ ହୋଇଛି। ଲଗାଣ ବର୍ଷା ଯୋଗୁ ଭାର୍ଗବୀ ନଦୀ ଫୁଲିବା ଫଳରେ ପୋଲଟି ଭାସି ଯାଇଛି। ଏହି କାଠ...
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ୪, କଟକ, ଢେଙ୍କାନାଳ, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ...
ଭୁବନେଶ୍ୱର: ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟ ଲଘୁଚାପ ୱେଲ୍ମାର୍କଡ୍ ରୂପ ନେଇଛି। ଏହା ବର୍ତ୍ତମାନ ଉତ୍ତର- ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହା ଆଗକୁ ଅବପାତର ରୂପ ନେଇ ପାରେ। ଏହାର ପ୍ରଭାବରେ ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ବର୍ଷାର ପ୍ରଭାବ ଅଧିକ ରହିବ। କୋରାପୁଟ,...
ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୫୩ ହଜାର ୪୭୮ କରୋନା ଟେଷ୍ଟ ହୋଇଥିବା ବେଳେ ୨,୮୯୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଅନୁସାରେ, ଚିହ୍ନଟ ନୂଆ ୨,୮୯୮ ଆକ୍ରାନ୍ତଙ୍କ ମଧ୍ୟରୁ ୧,୭୯୨ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି...
ଆସିକା: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ସାହସପୁର ଗାଁର ୨୭ ବର୍ଷୀୟ ଆର୍ମି ଯବାନ ରଞ୍ଜନ ନାହାକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସଂଘବଦ୍ଧ ଭାବେ ତାଙ୍କୁ ଆକ୍ରମଣ କରାଯାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ, ରଞ୍ଜନ ନିଜ ସାଙ୍ଗଙ୍କ ସହ ବାଡୁଳା ଛକରେ...
ଭୁବନେଶ୍ୱର: ଭୁବନେଶ୍ୱର ମଧ୍ୟ ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ କରୋନା। କରୋନା ପଜିଟିଭ ନେଇ ଟ୍ୱିଟ୍ ଯୋଗେ ନିଜେ ବିଧାୟକ ଏହି ସୂଚନା ଦେଇଛନ୍ତି। ରିପୋର୍ଟ ପଜିଟିଭ ପରେ ହୋମ୍ କ୍ୱାରେଣ୍ଟିନରେ ଥିବା ବିଧାୟକ କହିଛନ୍ତି। ତାଙ୍କ ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟିଂ କରାଇବା...
ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ନିର୍ଦ୍ଦେଶକୁ ବିଭିନ୍ନ ମହଲରେ ସ୍ୱାଗତ କରାଯାଇଛି। ଏହି ନିର୍ଦ୍ଦେଶ ପରେ ସୁଶାନ୍ତ ସିଂ ମୃତ୍ୟୁ ମାମଲା ନୂଆ ମୋଡ଼ ନେବାକୁ ଯାଉଛି। ସୁଶାନ୍ତ ସିଂହ ମୃତ୍ୟୁ ମାମଲାରେ...