• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

କାଲିଠୁ ବଢ଼ିପାରେ ବର୍ଷାର ପରିମାଣ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ହେଲେ ୨୨ତାରିଖ ଆଡ଼କୁ ବର୍ଷାର ପରିମାଣ ସାମାନ୍ୟ ବଢିପାରେ। ୨୩, ୨୪ ଓ ୨୫ ତାରିଖ ୩ ଦିନ ଧରି ଦକ୍ଷିଣ-ଓଡିଶା ଏବଂ ଦକ୍ଷିଣ-ଉପକୂଳ ଅଞ୍ଚଳରେ ବର୍ଷା ପରିମାଣ ବୃଦ୍ଧି ହେବାର...

corona
କଟକ ସହରରେ ଜଣେ ACPଙ୍କୁ କରୋନା

କଟକ: କଟକ ସହରରେ ଜଣେ ଆସିଷ୍ଟାଣ୍ଟ୍‌ କମିଶନର ଅଫ୍‌ ପୋଲିସ୍ ‌(ACP) ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମ୍ପୃକ୍ତ ACP କରୋନା ପଜିଟିଭ ଚିହ୍ନଟ ନେଇ କଟକ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ACP ଏବେ ହୋମ୍ କ୍ୱାରେଣ୍ଟିନ୍‌ରେ ଅଛନ୍ତି। ତେବେ ସମ୍ପୃକ୍ତ...

gas leak
ଡାଏରୀ ପ୍ଲାଣ୍ଟ୍‌ରେ ବିଷାକ୍ତ ଗ୍ୟାସ୍‌ ଲିକ୍‌; ୧୪ ଶ୍ରମିକ ଗୁରୁତର

ଚିତ୍ତୁର: ଆନ୍ଧ୍ରପ୍ରଦେଶ ଚିତ୍ତୁରରେ ଏକ ମିଲ୍କ ଡାଏରୀ ୟୁନିଟ୍‌ରେ ଆମୋନିଆ ଗ୍ୟାସ୍‌ ଲିକ୍‌ ଯୋଗୁ ୧୪ଜଣ ଶ୍ରମିକ ଗୁରୁତର ହୋଇପଡ଼ିଛନ୍ତି। ସମସ୍ତ ଗୁରୁତର ମହିଳା ବୋଲି ଜଣାପଡ଼ିଛି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କ ମଧ୍ୟରେ ୩ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଗତକାଲି ଅପରାହ୍ଣ ୫ଟା ସମୟରେ...

odisha
ପୋଲିସ୍‌ ଉପସ୍ଥିତିରେ ବୋମାମାଡ଼ କରି ଦୁର୍ବୃତ୍ତ ଚମ୍ପଟ

ଖୋର୍ଦ୍ଧା: ପୋଲିସ୍‌ ଉପସ୍ଥିତିରେ ବୋମାମାଡ଼ କରି ଚମ୍ପଟ ମାରିଲେ ଦୁର୍ବୃତ୍ତ। ଗତ ୧୧ ଓ ୧୮ ତାରିଖରେ ଖୋର୍ଦ୍ଧା ଜିଲ୍ଲା ସଦର ଥାନା ଅନ୍ତର୍ଗତ ଦଳେପୁଟ ଗାଁର ହୃଦାନନ୍ଦ ସ୍ୱାଇଁଙ୍କ ଘର ଉପରକୁ ବୋମାମାଡ଼ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଜଣେ ଅଭିଯୁକ୍ତ ଗିରଫ ମଧ୍ୟ ହୋଇଥିଲେ।...

traffic-1
ହୁସିଆର୍‌ ! ଏଣିକି ଗାଡ଼ି ଚଲାଇବା ବେଳେ ଏସବୁ ନିୟମ ନ ମାନିଲେ ବାତିଲ୍‌ ହେବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର: ଏବେ ଆହୁରି କଡ଼ାକଡ଼ି ହେଲା ଟ୍ରାଫିକ୍ ନିୟମ। ଯେଉଁମାନେ ନିୟମ ଉଲ୍ଲଘଂନ କରିବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଣିକି ନିମ୍ନ ଲିଖିତ ନିୟମ ନ ମାନିଲେ ଡ୍ରାଇଭିଂ ଲାଇସେନ୍ସ(DL) ୩ ମାସ ପାଇଁ ବାତିଲ୍‌ ହେବ। ଧାର୍ଯ୍ୟ ନିୟମରୁ ଅଧିକ ବେଗରେ ଗାଡ଼ି...

coronavirus in odisha
ଓଡ଼ିଶାରେ କରୋନା ସ୍ଥିତି: ଆଉ ୧୦ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୪, ଭୁବନେଶ୍ୱରରୁ ୨, ଅନୁଗୁଳ, କୋରାପୁଟ, ନୟାଗଡ଼ ଓ ସୋନପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ...

corona updates in odisha
୨୪ ଘଣ୍ଟାରେ ଓଡ଼ିଶାରେ ୨,୬୯୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୫୬ ହଜାର ୪୭୯ କରୋନା ଟେଷ୍ଟ ହୋଇଥିବା ବେଳେ ୨,୬୯୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୬୯୮ ଆକ୍ରାନ୍ତଙ୍କ ମଧ୍ୟରୁ ୧,୬୭୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍...

ରିୟା-ମହେଶ ଭଟ୍ଟଙ୍କ ହ୍ୱାଟ୍ସଆପ୍‌ ଚାଟ୍‌ ଭାଇରାଲ୍‌

ମୁମ୍ବାଇ(ସୁରେଶ ଦାଶ): ଅଭିନେତା ସୁଶାନ୍ତ ସିଂହ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ଆରମ୍ଭ ହୋଇଥିବା ବେଳେ, ଏହି ସମୟରେ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ ଏକ ହ୍ୱାଟ୍ସଆପ୍‌ ଚାଟ୍‌ ଭାଇରାଲ ହୋଇଛି। ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ମହେଶ ଭଟ୍ଟ...

lord ganesh
କଟକରେ ସାର୍ବଜନୀନ ଗଣେଶ ପୂଜାକୁ ମିଳିବନି ଅନୁମତି: ଡିସିପି

କଟକ: ଚଳିତ ବର୍ଷ କଟକରେ ସାର୍ବଜନୀନ ଗଣେଶ ପୂଜାକୁ ଅନୁମତି ମିଳିବ ନାହିଁ। କଟକ ଡିସିପି ପ୍ରତୀକ ସିଂହ ଆଜି ଏହା ସ୍ପଷ୍ଟ କରିଛନ୍ତି। ସାଂପ୍ରତିକ କରୋନା ପରିସ୍ଥିତି ଦେଖି ଅନୁମତି ଦିଆଯାଇପାରିବ ନାହିଁ ବୋଲି ଡିସିପି କହିଛନ୍ତି। ସୂଚନାଥାଉ କି, ସାର୍ବଜନୀନ ଗଣେଶ ପୂଜାକୁ ଅନୁମତି ପାଇଁ...

sushant
ଆକ୍ସନ୍‌ ମୁଡ୍‌ରେ CBI: ରିୟାଙ୍କ ଭାଇ ଓ ସୁଶାନ୍ତଙ୍କ ରୋଷେୟାଙ୍କୁ ପଚରାଉଚରା

ମୁମ୍ବାଇ(ସୁରେଶ ଦାଶ): ଅଭିନେତା ସୁଶାନ୍ତ ସିଂହ ରାଜପୁତ୍‌ ମୃତ୍ୟୁ ମାମଲାର ଖୋଳତାଡ଼ ଆରମ୍ଭ କରିଛି CBIର ସ୍ପେଶାଲ୍‌ ଟିମ୍‌। ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀଙ୍କ ଭାଇ ଶୌଭିକ ଚକ୍ରବର୍ତ୍ତୀଙ୍କୁ ସିବିଆଇ ପଚରାଉଚରା ଚଳାଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ମାମଲାର ତଦନ୍ତ ପାଇଁ ଶୌଭିକଙ୍କୁ ସିବିଆଇ ଟିମ୍‌ ଗେଷ୍ଟ...

deadbody
କୂଅ ଭିତରୁ ମିଳିଲା ୩ ମୃତଦେହ

କୋରାପୁଟ: କୋରାପୁଟ ଜିଲ୍ଲା କୋଟପାଡ଼ ୮ନଂ ଓ୍ୱାର୍ଡର ଏକ କୂଅ ଭିତରୁ ଜଣେ ମହିଳା ଓ ତାଙ୍କ୨ ଛୁଆଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆଜି ସକାଳେ କୂଅ ଭିତରୁ ୩ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ୨ ଶିଶୁଙ୍କ ମଧ୍ୟରେ ଜଣେ ପୁଅ ଓ ଅନ୍ୟ ଜଣେ...

admission
ଆଜିଠୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଆଜିଠାରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। SAMS ୱେବ୍‌ସାଇଟ୍‌ରେ ସେପ୍ଟେମ୍ବର ୪ ତାରିଖ ରାତି ୧୧ଟା ଯାଏ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ସେପ୍ଟେମ୍ବର ୯ରେ ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ। ଏହି ପର୍ଯ୍ୟାୟର ନାମଲେଖା ସେପ୍ଟେମ୍ବର ୧୧ରୁ ୧୮...

ଆଜି ବାଲି ତୃତୀୟା: ଭିନ୍ନ ଏକ ଓଡ଼ିଆ ପରମ୍ପରା

|| ଶିବୟୈ ସର୍ବମାଙ୍ଗଲ୍ୟୈ ଶିବାୟ ସତ‌ତଂ ନମଃ । ଶିବେସର୍ବପ୍ରଦାତ୍ରି ତ୍ୱଂ ଶିବରୂପେ ନମୋନମଃ || ଆଜି ବାଲି ତୃତୀୟା। ଭିନ୍ନ ଏକ ଓଡ଼ିଆ ପରମ୍ପରା। ଭାଦ୍ରବ ମାସ ଶୁକ୍ଳ ପକ୍ଷ ତୃତୀୟା ଦିନ ହସ୍ତା ନକ୍ଷତ୍ରରେ ପାଳନ କରାଯାଏ ବାଲି ତୃତୀୟା ବ୍ରତ। ଏହି ପର୍ବ ଭାରତ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।