ଆଜିଠୁ ନୂତନ ପଞ୍ଜିକା ପ୍ରଚଳନ କରାଯାଇଥାଏ। ଦୋଳ ପୂର୍ଣ୍ଣିମାରେ ପଞ୍ଜିକା ପଠନ କରାଯାଇଥିଲା। ମୁକ୍ତିମଣ୍ଡପ ଓ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ଦୁଇଟି ପଞ୍ଜିକାକୁ ସ୍ୱୀକୃତି ଦିଆଯାଇଛି।
ଆଣ୍ଡ୍ରଏଡ୍ ଡିଭାଇସ୍ ପାଇଁ ଗୁଗଲ୍(Google) ଏକ ଖାସ୍ ସୁବିଧା ଆରମ୍ଭ କରିବାକୁ ଯାଉଛି। ଏହି ନୂଆ ଫିଚରର ନାଁ ‘Auto-Archive’ । ଏକ ବ୍ଲଗ୍ ପୋଷ୍ଟ ଜରିଆରେ କମ୍ପାନୀ ପକ୍ଷରୁ ଏନେଇ ଘୋଷଣା କରାଯାଇଛି।
କଟକ ଏସ୍ସିବି ମେଡିକାଲ୍ରେ କୋଭିଡ୍ ଜନିତ ମୃତ୍ୟୁ ଅଭିଯୋଗକୁ ମେଡିକାଲ୍ କର୍ତ୍ତୃପକ୍ଷ ଖଣ୍ଡନ କରିଛନ୍ତି। ବହୁବିଧ ରୋଗରେ ଓ ବୟସାଧିକ କାରଣରୁ ବୃଦ୍ଧଙ୍କର ମୃତ୍ୟୁ ହୋଇଥିବା ରେଜିଷ୍ଟ୍ରାର କହିଛନ୍ତି।
ଆଜି ହନୁମାନ ଜୟନ୍ତୀରେ ସମ୍ବଲପୁର ସହରରେ ବାହାରିବ ଶୋଭାଯାତ୍ରା। ଯେଉଁ ରାସ୍ତା ଦେଇ ଶୋଭାଯାତ୍ରା ଯିବ ସେସବୁ ଅଞ୍ଚଳରେ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଦିନକ ପୂର୍ବରୁ ସହରରେ ଅଶାନ୍ତ ପରିସ୍ଥିତି ଉପୁଜିଥିବାରୁ ୪୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।
ଯୁବତୀ ଜଣକ ଅନ୍ଲାଇନ୍ରେ ଭେଜ୍ ବିରିୟାନୀ ଅର୍ଡର କରିଥିଲେ। ହେଲେ ଏଥିରୁ ଏକ ହାଡ଼ ବାହାରିଥିଲା। ଯାହାକି ମଟନ୍ କିମ୍ବା ଚିକେନ୍ର ହୋଇଥାଇପାରେ।
ପୁରୁଣା ସାକ୍ଷାତକାର ଓ ଭିଡିଓକୁ ନେଇ ବଲିଉଡ୍ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଏବେ ପୁଣି ଐଶ୍ୱର୍ଯ୍ୟାଙ୍କ ଆଉ ଏକ ପୁରୁଣା ଭିଡିଓ ଭାଇରାଲ୍ ହେଉଛି।
ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗ ଏପ୍ରିଲ ୨୦ରେ ଲାଗିବ ବୋଲି ଜଣାପଡ଼ିଛି। ଏହି ଦିନ ବୟସ୍କ, ଛୋଟ ଶିଶୁ ଓ ଗର୍ଭବତୀଙ୍କ ବିଶେଷ ଧ୍ୟାନ ରଖିବା ଜରୁରୀ।
ସମ୍ବଲପୁରରେ ହନୁମାନ ଜୟନ୍ତୀ ବାଇକ ରାଲି ବେଳେ ପଥରମାଡ଼ ଘଟଣାକୁ ନେଇ ସହରର ଅଧିକାଂଶ ଅଞ୍ଚଳରେ ୧୪୪ ଧାରା ଜାରି ହୋଇଛି। ଏହାସହ ୪୮ ଘଣ୍ଟା ପାଇଁ ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଛି।
ଚାଲି ଚାଲି ଯାଉଥିବା ବେଳେ ଶ୍ରଦ୍ଧାଳୁଙ୍କ ଉପରେ ମାଡ଼ିଗଲା ଟ୍ରକ୍। ଭୟଙ୍କର ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି।
ହନୁମାନ ଜୟନ୍ତୀ ପୂର୍ବରୁ ସମ୍ବଲପୁରରେ ୧୪୪ ଧାରା ଜାରି ହୋଇଛି। ହନୁମାନ ଜୟନ୍ତୀ ପାଇଁ ଗତକାଲି ବାଇକ ରାଲି ବେଳେ ପଥର ମାଡ଼ ହୋଇଥିଲା।
ରାଜଧାନୀ ଭୁବନେଶ୍ୱରକୁ ପୁରିଲା ୭୫ ବର୍ଷ। ୧୯୪୮ ମସିହା ଏପ୍ରିଲ ୧୩ ତାରିଖ ଅର୍ଥାତ୍ ଆଜିର ଦିନରେ ଓଡିଶାର ରାଜଧାନୀ ଭାବେ ନିଜର ପରିଚୟ ପାଇଥିଲା ଭୁବନେଶ୍ୱର।
ଚଳିତ ବର୍ଷ ରାଜ୍ୟରେ ପାୱାର କଟ୍ ହେବନି। ଏନେଇ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ ସୂଚନା ଦେଇଛନ୍ତି।
ଇ-ମେଲ୍ ଆସିଲା ସ୍କୁଲ୍ ପରିସରରେ ଖଞ୍ଜା ଯାଇଛି ବୋମା। ସୋମବାର ଦିନ ଦକ୍ଷିଣ ଦିଲ୍ଲୀ ସ୍ଥିତ ଏକ ସ୍କୁଲ୍କୁ ଏହି ଧମକପୂର୍ଣ୍ଣ ଇ-ମେଲ୍ ଆସିଥିଲା।
ଗଳି ରାସ୍ତାରେ ମହିଳା ଜଣଙ୍କ ଚାଲି ଚାଲି ଯାଉଥିବା ବେଳେ ମୁଖା ପିନ୍ଧା ଜଣେ ଲୁଟେରା ତାଙ୍କୁ ଫଲୋ କରି ବେକରୁ ଚେନ୍ ଛିଣ୍ଡାଇ ନେଇଥିଲେ। ଯାହାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।
ଆଗାମୀ କିଛି ଦିନ ଧରି ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ଏଭଳି ଗ୍ରୀଷ୍ଣ ପ୍ରବାହ ଜାରି ରହିବ। ଆଜି ସକାଳେ ସାଢ଼େ ୮ଟାରେ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୧ ଡିଗ୍ରୀ ରେକର୍ଡ କରାଯାଇଛି।
ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପାଇଁ ଓଡ଼ିଶା ହାଇକୋର୍ଟ(Orissa High Court ) ବିଜ୍ଞପ୍ତି ଜାରି କରିଛି। ଗ୍ରୁପ୍-ଡି ପଦବୀ ପାଇଁ ଏହି ବିଜ୍ଞପ୍ତି ବାହାରିଛି।
ଲଗାତାର ୨ଟି ମ୍ୟାଚ୍ରେ ପରାଜିତ ହେବା ପରେ ୫ ଥର ବିଜେତା ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ଆଇପିଏଲରେ ବିଜୟର ସ୍ୱାଦ ଚାଖିଛି। ତେବେ ଏହି ମ୍ୟାଚ୍ରେ ଅନେକ ଟ୍ୱିଷ୍ଟ୍ ଓ ମୋଡ଼ ଦେଖିବାକୁ ମିଳିଥିଲା।
ପ୍ରବଳ ଗ୍ରୀଷ୍ଣ ପ୍ରବାହ ପାଇଁ ଆଜିଠାରୁ ୧୬ ତାରିଖ ଯାଏ ରାଜ୍ୟର ସବୁ ସ୍କୁଲ୍କୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ସ୍କୁଲ୍ ସମେତ ଅଙ୍ଗନବାଡ଼ି କେନ୍ଦ୍ର ବି ବନ୍ଦ ରହିବ।
ମୃତଦେହ ଅଦଳବଦଳ। ଅଜାଣତରେ ନିଜ ଲୋକର ଭାବି ଦାହ ସଂସ୍କାର କରିଦେଲେ ଅନ୍ୟ ଏକ ମୃତଦେହ।
ଜଣେ ବ୍ୟକ୍ତିଙ୍କୁ ୫ ଜଣ ଲୋକ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ କରିଛନ୍ତି। ଲୋକମାନେ ଏହା ଦେଖୁଥିଲେ ମଧ୍ୟ ଭୟରେ ଚୁପ୍ ରହିଥିଲେ।