ସମ୍ବଲପୁର: ଏବେ ହୀରାକୁଦ ଡ୍ୟାମ୍ର ୩୬ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ଆଜି ସକାଳେ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିଲା। ଏହାପରେ ଆଉ ୪ଟି ଗେଟ୍ ଖୋଲା ଯାଇଥିଲା। ଫଳରେ ୨୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିଲା। ଏହାପରେ ୩...
ଭୁବନେଶ୍ୱର: କରୋନା ପାଇଁ ଘୁଞ୍ଚିଲା ଓଡ଼ିଶା ସିଭିଲ ସର୍ଭିସ ମେନ୍ ଲିଖିତ ପରୀକ୍ଷା(Main Written Test)। ସେପ୍ଟେମ୍ବର ବଦଳରେ ନଭେମ୍ବରରେ ହେବ ପରୀକ୍ଷା। ସରକାରଙ୍କ ଗାଇଡଲାଇନ ଦେଖି ପରୀକ୍ଷା ତାରିଖ ସ୍ଥିର କରାଯିବ ବୋଲି Odisha Public Service Commission(OPSC) ପକ୍ଷରୁ କୁହାଯାଇଛି।
ଭୁବନେଶ୍ୱର: ବଢ଼ିଲା ପିଜି କମନ ଏଣ୍ଟ୍ରାନ୍ସ ଆବେଦନର ଅବଧି। ସେପ୍ଟେମ୍ବର ୧୦ ଯାଏ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ପ୍ରବେଶିକା ପରୀକ୍ଷା ଅକ୍ଟୋବର ୧୦ରୁ ୧୯ ପର୍ଯ୍ୟନ୍ତ ହେବ। ନଭେମ୍ବର ୭ରେ ମେରିଟ ଲିଷ୍ଟ ବାହାରିବ ଓ ଡିସେମ୍ବର ୩ରେ କ୍ଲାସ ଆରମ୍ଭ ହେବ। ଅନ୍ୟପକ୍ଷରେ, କରୋନା ପାଇଁ ଓଡ଼ିଶା ସିଭିଲ...
ଭୁବନେଶ୍ୱର: JEE (Main) 2020, NEET (UG) ପରୀକ୍ଷାର ସୁପରିଚାଳନା ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପରୀକ୍ଷା କେନ୍ଦ୍ର ହୋଇଥିବା ସହର ଗୁଡ଼ିକରେ ଲକ୍ଡାଉନ୍/ସଟ୍ଡାଉନ୍ କଟକଣା ଲାଗୁ ନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ସେପ୍ଟେମ୍ବର ୭ ତାରିଖ ଯାଏ...
ଭୁବନେଶ୍ୱର: କରୋନା କଟକଣାକୁ ମାନି ସେପ୍ଟେମ୍ବର ୧ ତାରିଖରୁ ରାଜ୍ୟର ସମସ୍ତ ମନ୍ଦିର ଖୋଲିବା ପାଇଁ ଓଡିଶା ମନ୍ଦିର ସେବାୟତ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇଛି। ଏହା ସହିତ କରୋନା କଟକଣା ପାଇଁ ମନ୍ଦିରକୁ ଭକ୍ତଙ୍କ ପ୍ରବେଶ ନିଷେଧ ଥିବାରୁ ମାସକୁ ୧୫ ହଜାର ଟଙ୍କା ସହାୟତା ରାଶି...
ପୁରୀ: ୨୦୨୩ ସୁଦ୍ଧା ପୁରୀରୁ ଉଡ଼ିପାରେ ବିମାନ। ପୁରୀରେ ବିମାନବନ୍ଦର ନିର୍ମାଣ ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି। ଯଦି, ସବୁ କିଛି ଠିକ୍ ରହେ ତା’ହେଲେ ୨୦୨୨ରୁ ୨୦୨୩ ମଧ୍ୟରେ ପୁରୀରୁ ବିମାନ ଉଡ଼ିପାରେ ବୋଲି ପ୍ରତିକ୍ରିୟା ରଖିଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ…
ସମ୍ବଲପୁର: ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍କୁ ଅଧିକ ଜଳ ପ୍ରବେଶ କରୁଛି। ଫଳରେ ବର୍ତ୍ତମାନ ଡ୍ୟାମ୍ର ୪୪ଟି ଗେଟ୍ ଜରିଆରେ ବନ୍ୟା ଜଳ ନିଷ୍କାସନ ଜାରି ରହିଛି। ଗତକାଲି ବିଳମ୍ବିତ ରାତିରେ ୨ଟି ଗେଟ୍ ଖୋଲିଥିବା ବେଳେ ଆଜି ସକାଳ ୮ଟା ୩୦ରେ ଆଉ ୨ଟି...