• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

sushant ex-assistant
ମୁହଁ ଖୋଲିଲେ ସୁଶାନ୍ତଙ୍କ ଏକ୍ସ-ଆସିଷ୍ଟାଣ୍ଟ୍‌, ଡ୍ରଗ୍ସ ନେଉଥିବା ଘଟଣାକୁ ନେଇ କହିଲେ ଏମିତି...

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ଡ୍ରଗ୍ସ ନେଉଥିବା କଥାକୁ ଖଣ୍ଡନ କରିଛନ୍ତି ସୁଶାନ୍ତଙ୍କ ପୂର୍ବତନ ବ୍ୟକ୍ତିଗତ ସହାୟକ(Personal Assistant) ସବିର ଅହମଦ। ଯେତେଦିନ ଯାଏ ସେ ସୁଶାନ୍ତଙ୍କ ସହ ଥିଲେ ଓ ତାଙ୍କ ସହ କାମ କରୁଥିଲେ, ସୁଶାନ୍ତ କେବେ ବି ଡ୍ରଗ୍ସ ନେଉନଥିଲେ ବୋଲି ସବିର...

corona 11
Coronavirus Updates: ଓଡ଼ିଶାରେ ଆଜି ସର୍ବାଧିକ ୧୪ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୪ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାଲେଶ୍ୱର, ଭୁବନେଶ୍ୱର,କଟକ, ଜଗତସିଂହପୁର ଓ ମାଲକାନଗିରିରୁ ୨ଜଣ ଲେଖାଏ, ବରଗଡ଼, ଯାଜପୁର,ପୁରୀ ଓ ସୁନ୍ଦରଗଡ଼ରୁ ଜଣେ...

flood
ବନ୍ୟା ପ୍ରଭାବିତ ୬ ଜିଲ୍ଲା ଦାୟିତ୍ୱରେ ରହିଲେ ଏହି ବରିଷ୍ଠ ଅଧିକାରୀ

ଭୁବନେଶ୍ୱର: ଓଡ଼ିଶାରେ ବନ୍ୟା ଯୋଗୁ ପ୍ରଭାବିତ ହୋଇଥିବା ୬ ଜିଲ୍ଲା ପାଇଁ ୬ ବରିଷ୍ଠ ଅଧିକାରୀ ନିଯୁକ୍ତ ହୋଇଛନ୍ତି। ଏହି ୬ ଜିଲ୍ଲାରେ ବନ୍ୟା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଏହି ଅଧିକାରୀମାନେ ନିଯୁକ୍ତ ହୋଇଛନ୍ତି। ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡ଼ା ଦାୟିତ୍ୱ, ଡି.କେ. ସିଂହ-କଟକ, ବିଶାଲ...

sonu sood
JEE, NEET ପରୀକ୍ଷାର୍ଥୀଙ୍କୁ ସୋନୁ ସୁଦ୍‌ଙ୍କ ମେସେଜ୍‌- ‘ଅସୁବିଧାରେ ପଡ଼ିଲେ, ମୋତେ ଜଣାଅ’

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ଅସୁବିଧାରେ ପଡ଼ିଥିବା ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚର୍ଚ୍ଚାରେ ଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ୍‌ ପୁଣି ଏବେ ଚର୍ଚ୍ଚାରେ। ଆସନ୍ତା ମାସରେ JEE (Main) ଓ NEET (UG) ପରୀକ୍ଷା ହେବ। ଏହି ସମୟରେ ଯଦି କୌଣସି ପରୀକ୍ଷାର୍ଥୀ ଅସୁବିଧାରେ ପଡ଼ନ୍ତି,...

corona 22
ଭଦ୍ରକ ଉପଜିଲ୍ଲାପାଳଙ୍କୁ କରୋନା

ଭଦ୍ରକ: ଭଦ୍ରକ ଉପଜିଲ୍ଲାପାଳ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଉପଜିଲ୍ଲାପାଳ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ୍ ଯୋଗେ ଏହି  ସୂଚନା ଦିଆଯାଇଛି। ଅତିରିକ୍ତ ଉପଜିଲ୍ଲାପାଳ ମନୋରମା ଭୂୟାଁଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ ମିଳିଛି। ଆସନ୍ତା ସେପ୍ଟେମ୍ବର ୧୫ ଯା‌ଏ ଏହି ଦାୟିତ୍ୱ ରହିବେ ମନୋରମା।...

CSK
IPL 2020: ଧୋନିଙ୍କ ଟିମ୍‌ର ଆଉ ଜଣେ ଖେଳାଳିଙ୍କୁ କରୋନା

ନୂଆଦିଲ୍ଲୀ: ଚେନ୍ନାଇ ସୁପର କିଙ୍ଗସ ଟିମ୍‌ର ଆଉ ଜଣେ ଖେଳାଳି ରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଗତକାଲି ଚେନ୍ନାଇ ସୁପର କିଙ୍ଗସ ଟିମ୍‌ର ଜଣେ ଫାଷ୍ଟ୍‌ ବୋଲର୍‌ ଏବଂ କିଛି ସଦସ୍ୟଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ଖବର ସାମ୍ନାକୁ ଆସିଥିଲା। ଅନ୍ୟପକ୍ଷରେ, ବ୍ୟକ୍ତିଗତ କାରଣରୁ...

hirakud dam
ହୀରାକୁଦ ଡ୍ୟାମ୍‌ର ୪୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର: ହୀରାକୁଦ ଡ୍ୟାମ୍‌ର ଆଉ ୨ଟି ଗେଟ୍ ଖୋଲିଛି। ଏବେ ୪୬ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି। ଜଳ ଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ଏବେ ଜଳ ପତ୍ତନ ୬୨୬.୨୭ ରହିଛି। ଡ୍ୟାମ୍‌କୁ ୮ ଲକ୍ଷ ୭୮ ହଜାର ୬୦୭ କ୍ୟୁସେକ୍‌ ଜଳ ପ୍ରବେଶ...

rain
Weather Forecast In Odisha: କାଲି ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ୱେଲ୍‌ମାର୍କଡ୍‌ରେ ପରିଣତ ହୋଇ ଗତକାଲି ଛତିଶଗଡ଼ ପାଖାପାଖି ଥିବାବେଳେ ଆଜି ଏହା ଛତିଶଗଡ଼ର ଉତ୍ତରରେ କେନ୍ଦ୍ରୀଭୂତ ହୋଇଛି। ଏହାର ପ୍ରଭାବରେ ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ। ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା,...

plane crash
୯୨ ଜଣଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ହେଲା ଦୁର୍ଘଟଣାଗ୍ରସ୍ତ

କୋଟାବାଟୋ: ଦକ୍ଷିଣ ଫିଲିପାଇନ୍ସରେ ଏକ ମିଲିଟାରୀ ପ୍ଳେନ୍‌(ସେନା ବିମାନ) ଦୁର୍ଘଟଣାଗ୍ରସ୍ତ ହୋଇ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସୁଲୁ ପ୍ରୋଭିନ୍ସର ପାଟିକୁଲ ସହରରେ ସେନା ବିମାନ C-130 ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ରବିବାର ଏହି ଘଟଣା ଘଟିଛି। ଏନେଇ ସଶସ୍ତ୍ର…

ମହାନଦୀ ବନ୍ୟାକୁ ନେଇ ବଢ଼ୁଛି ଚିନ୍ତା

କଟକ: ସାଂଘାତିକ ହେଉଛି ମହାନଦୀରେ ବନ୍ୟା ସ୍ଥିତି। ଫଳରେ ମହାନଦୀ ବନ୍ୟାକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ, ହୀରାକୁଦ ଡ୍ୟାମ୍‌ର ୪୬ଟି ଗେଟ୍ ଖୋଲାଯିବା ପରେ ଉପକୂଳିଆ ଅଞ୍ଚଳରେ ଚିନ୍ତା ବଢ଼ିଛି। କଟକ ଜିଲ୍ଲା ବାଙ୍କୀ ବ୍ଲକର ତଳିଆ ଅଞ୍ଚଳ ଜଳମଗ୍ନ ହେବସହ କଇଁମୁଣ୍ଡି, ଶୁଖୁଆଖେଳା ଏବଂ...

flood water
ଦୟାନଦୀରେ ୩୦ ଫୁଟର ଘାଇ, ଅଟ୍ରି ଉଷ୍ମ ପ୍ରସ୍ରବଣରେ ପଶିଲା ବନ୍ୟା ଜଳ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଅଟ୍ରି ଉଷ୍ମ ପ୍ରସ୍ରବଣରେ ମହାନଦୀ ବନ୍ୟା ଜଳ ପ୍ରବେଶ କରିଥିବାବେଳେ ଦୟାନଦୀରେ ୩୦ ଫୁଟର ଘାଇ ସୃଷ୍ଟି ହୋଇଛି। ମହାନଦୀର ଶାଖାନଦୀରେ ବନ୍ୟା ଆସିବାରୁ ଅଟ୍ରିରେ ୪ ଫୁଟ୍ ଉଚ୍ଚର ବନ୍ୟା ଜଳ ପ୍ରବାହିତ ହେଉଛି।ଘାଇ ସୃଷ୍ଟି ହେବା ଫଳରେ ବାଙ୍କୀ, ତୁଳସୀପୁର ହୋଇ...

sushant
କାହିଁକି ଏକାଦଶ ଶ୍ରେଣୀର ପ୍ରଥମ ଦିନରେ ସୁଶାନ୍ତଙ୍କୁ ମିଳିଥିଲା ଏମିତି ଦଣ୍ଡ ?

ନୂଆଦିଲ୍ଲୀ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲାର CBI ତଦନ୍ତ ଜାରି ରହିଛି। ଏସବୁ ଭିତରେ ସୁଶାନ୍ତଙ୍କ ସହ ଜଡ଼ିତ ଗୋଟିଏ ପରେ ଗୋଟିଏ ଘଟଣା ସାମ୍ନାକୁ ଆସୁଛି। ସୁଶାନ୍ତଙ୍କୁ କାହିଁକି ଏକାଦଶ ଶ୍ରେଣୀର ପ୍ରଥମ ଦିନରେ ଦଣ୍ଡ ମିଳିଥିଲା, ଏହାର ଖୁଲାସା କରିଛନ୍ତି ସୁଶାନ୍ତଙ୍କ ଜଣେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।