• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

arrest
ଲାଞ୍ଚ ମାଗି ଗିରଫ ହେଲେ ଜଣେ ASI, ୨ ହୋମ୍‌ଗାର୍ଡ

ମାଲକାନଗିରି: ମହଙ୍ଗା ପଡ଼ିଲା ଗଞ୍ଜେଇ ଗାଡ଼ିକୁ ଅଟକାଇ ଲାଞ୍ଚ ମାଗିବା। ଗଞ୍ଜେଇ ଗାଡ଼ିକୁ ଅଟକାଇ ଲାଞ୍ଚ ମାଗିବା ଅଭିଯୋଗରେ ମାଲକାନଗିରି ଜିଲ୍ଲା ମୁଦୁଲିପଡ଼ା ଥାନାର ଜଣେ ASI ଓ ୨ ହୋମ୍‌ଗାର୍ଡଙ୍କୁ ଗିରଫ କରାଯାଇଛି। ଏହାସହ ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଅନ୍ୟ ଜଣେ SI ସସ୍‌ପେଣ୍ଡ ହୋଇଛନ୍ତି।...

corona death in odisha
Corona Updates In Odisha: ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୩,୦୧୪ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଟପିଛି। ଗତ ୨୪ ଘଣ୍ଟାରେ ୩,୦୧୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ପାର୍‌ କରିଛି। ଚିହ୍ନଟ ନୂଆ ୩,୦୧୪ ଆକ୍ରାନ୍ତଙ୍କ ମଧ୍ୟରୁ...

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୨ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୪ଜଣ, ଭୁବନେଶ୍ୱର, କଟକ, ଯାଜପୁର, ମାଲକାନଗିରି, ନବରଙ୍ଗପୁର, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ...

hirakud 11
‘ହୀରାକୁଦ ଡ୍ୟାମ୍‌କୁ ବନ୍ୟା ଜଳ ପ୍ରବେଶ କମୁଛି’

ଭୁବନେଶ୍ୱର: ହୀରାକୁଦ ଡ୍ୟାମ୍‌ରୁ ବନ୍ୟା ଜଳ ନିଷ୍କାସନ ପରେ ମହାନଦୀର ତଳମୁଣ୍ଡରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଆଶ୍ୱସ୍ତିର କଥା, ଆଜି ଛତିଶଗଡ଼ ପଟୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟା ଜଳ ପ୍ରବେଶ କମୁଥିବା ଦେଖିବାକୁ ମିଳିଛି। ଆଜି ଭୋର ୪ଟାରୁ ଡ୍ୟାମ୍‌ ଭିତରକୁ ଜଳ ପ୍ରବେଶ ପରିମାଣ ହ୍ରାସ ପାଇଛି...

seaplane
ଅକ୍ଟୋବର ୩୧ରେ ଗୁଜରାଟରେ ଆରମ୍ଭ ହେବ Seaplane‌ ସେବା

ଅହମଦାବାଦ: ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଗୁଜରାଟରେ ସିପ୍ଲେନ୍‌ ସେବା। ଅହମଦାବାଦ ସାବରମତୀ ରିଭର୍‌ଫ୍ରଣ୍ଟ୍‌ରୁ କେଭାଡ଼ିଆର ଷ୍ଟାଚ୍ୟୁ ଅଫ୍‌ ୟୁନିଟି ଯାଏ ଏହି ସିପ୍ଲେନ୍‌‌ ଚଳାଚଳ କରିବ। ଲୌହ ମାନବ ଭାବେ ପରିଚିତ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମଦିନ ଅବସରରେ ଅକ୍ଟୋବର ୩୧ରେ ଏହି ସେବା ଆରମ୍ଭ ହେବ...

cm naveen patnaik
NEET, JEE Exams 2020: ପରୀକ୍ଷାର୍ଥୀଙ୍କୁ ସାହାଯ୍ୟ କରିବାକୁ ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ କରୋନା ଓ ବନ୍ୟା ପରିସ୍ଥିତି ବେଳେ ଲୋକଙ୍କ ସହ ରହିବାକୁ ଆହ୍ୱାନ ଦେଇଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ମୁଖ୍ୟମନ୍ତ୍ରୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଦଳୀୟ ବିଧାୟକଙ୍କ ସହ ଆଲୋଚନା କରିଛନ୍ତି। ଆଗକୁ ହେବାକୁ ଥିବା JEE, NEET...

singer lata
ସିଲ୍‌ ହେଲା ପ୍ରଖ୍ୟାତ କଣ୍ଠଶିଳ୍ପୀ ଲତା ମଙ୍ଗେସକରଙ୍କ ବିଲ୍ଡିଂ, ଜାଣନ୍ତୁ କାହିଁକି...

ମୁମ୍ବାଇ: ପ୍ରଖ୍ୟାତ କଣ୍ଠଶିଳ୍ପୀ ଲତା ମଙ୍ଗେସକରଙ୍କ ପ୍ରଭୁକୁଞ୍ଜ ବିଲ୍ଡିଂକୁ  Brihanmumbai Municipal Corporation (BMC) ପକ୍ଷରୁ ସିଲ୍‌ କରାଯାଇଛି। କରୋନା ମହାମାରୀ ସମୟରେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଶନିବାର ବିଲ୍ଡିଂକୁ ସିଲ୍‌ କରାଯାଇଥିବା ଜଣାପଡ଼ିଛି। ତେବେ କଣ୍ଠଶିଳ୍ପୀ ଲତା ମଙ୍ଗେସକର ଓ ତାଙ୍କ ପରିବାର ସଦସ୍ୟ ସୁରକ୍ଷିତ ଅଛନ୍ତି।...

Odisha Flood Update: ବିଭିନ୍ନ ନଦୀରେ ୩୨ଟି ଘାଇ ହୋଇଛି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ନଦୀରେ ବର୍ତ୍ତମାନ ସୁଦ୍ଧା ୩୨ଟି ଘାଇ ସୃଷ୍ଟି ହୋଇଛି। କେବଳ ଯାଜପୁର ଜିଲ୍ଲାରେ ୨୪ଟି ଘାଇ ସୃଷ୍ଟି ହୋଇଛି। ମହାନଦୀ ସିଷ୍ଟମରେ ମଧ୍ୟ ୨ଟି ଘାଇ ସୃଷ୍ଟି ହୋଇଛି। ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ଏହି ସୂଚନା ଦେଇଛନ୍ତି। ସର୍ବୋଚ୍ଚ ଯନ୍ତ୍ରୀ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।