• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍

ସମ୍ବଲପୁର: ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଫଳରେ ଏବେ ୩୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ଜଳ ଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ଏବେ ଜଳ ପତ୍ତନ ୬୨୭.୨୯ ଫୁଟ ରହିିଛି। ପ୍ରତି ସେକେଣ୍ଡରେ ଡ୍ୟାମ୍‌କୁ ୪ ଲକ୍ଷ...

youth suicide
ପରୀକ୍ଷାରେ ଭଲ ରାଙ୍କ୍‌ ଥିଲା, ତଥାପି ମିଳିଲାନି ଚାକିରି; ଶେଷରେ...

ଥିରୁଭନନ୍ତପୁରମ୍‌: ଚାକିରି ନ ମିଳିବା ଯୋଗୁ ଚିନ୍ତାରେ ଥିବା ଜଣେ ୨୮ ବର୍ଷୀୟ ଯୁବକ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଯୁବକ ଜଣକ କେରଳ ଥିରୁଭନନ୍ତପୁରମ୍‌ର ବୋଲି ଜଣାପଡ଼ିଛି। ପୋଲିସ୍‌ ଏକ ସୁଇସାଇଡ୍‌ ନୋଟ୍‌ ଜବତ କରିଛି। ଯେଉଁଥିରେ ଯୁବକ ଜଣକ ଲେଖିଥିଲେ, ଚାକିରି ନ ମିଳିବା...

exam
NEET, JEE Exams 2020: ପରୀକ୍ଷାର୍ଥୀଙ୍କ ଯା’ଆସ, ରହଣି ପାଇଁ ଓଡ଼ିଶାରେ ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: କାଲିଠୁ JEE (Main) 2020 ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ, NEET (UG) ପରୀକ୍ଷା ସେପ୍ଟେମ୍ବର ୧୩ରେ ହେବ। କରୋନା ମହାମାରୀ ସମୟରେ ଏହି ପରୀକ୍ଷା ଅନୁଷ୍ଠିତ ହେଉଥିବାରୁ ଏହାକୁ ବିରୋଧ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ୬ ରାଜ୍ୟ। ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ରାଜସ୍ଥାନ, ପଞ୍ଜାବ, ଛତିଶଗଡ଼...

Byomkesh Ray
ଚାନ୍ଦବାଲି ବିଧାୟକଙ୍କୁ କରୋନା: Chandbali MLA Byomkesh Ray Tests Covid19 Positive

ଚାନ୍ଦବାଲି: ଚାନ୍ଦବାଲିର (Chandbali) ବିଜେଡି ବିଧାୟକ ବ୍ୟୋମକେଶ ରାୟ (Byomkesh Ray) କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ବିଧାୟକ ନିଜେ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଆଇସୋଲେସନରେ ରହିବାକୁ ବିଧାୟକ ପରାମର୍ଶ ଦେଇଛନ୍ତି। ଭଗବାନଙ୍କ ଆଶୀର୍ବାଦରୁ ବର୍ତ୍ତମାନ...

corona updates in odisha
Corona Updates In Odisha: ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୦୨ କରୋନା ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୦୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୨,୬୦୨ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୬୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୪୧ ରହିଛି।...

maoists
ଛୁଟି ସାରି ଡ୍ୟୁଟିକୁ ଫେରୁ ଥିବାବେଳେ ASIଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି/ବିଜାପୁର: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ମାଓବାଦୀମାନେ ଜଣେ ପୋଲିସ୍‌ ASIଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଗତକାଲି ମାଓବାଦୀମାନେ ଛତିଶଗଡ଼ର ପୋଲିସ୍‌ ASI ନଗେୟା କର୍ସାଙ୍କୁ ଅପହରଣ କରି ନେଇଥିଲେ। ନଗେୟା କର୍ସା ଘରକୁ ଛୁଟିରେ ଯାଇଥିଲେ। ଗତକାଲି ଡ୍ୟୁଟିରେ ଯୋଗଦେବା ପାଇଁ ସେ...

dead body
ଭଡ଼ା ଘରୁ ଓଡ଼ିଆ ଅଧ୍ୟାପକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ସ୍ଥିତ ରାଜେନ୍ଦ୍ର ଜୁନିଅର କଲେଜର ଜଣେ ଅଧ୍ୟାପକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଓଡ଼ିଆ ଅଧ୍ୟାପକ ପ୍ରକାଶ ସାହୁଙ୍କ ଝୁଲନ୍ତା ମୃତଦେହ ଆଜି ସକାଳେ ଭଡ଼ା ଘରୁ ଉଦ୍ଧାର କରାଯାଇଛି। ଅଧ୍ୟାପକ ପ୍ରକାଶ କଲେଜ ନିକଟରେ ଥିବା ଏକ ଭଡ଼ା ଘରେ ରହୁଥିଲେ। ତେବେ...

gold
Gold Price Today: ସୁନା ଦରରେ ବୃଦ୍ଧି, ରୂପାର ଚାହିଦା ବି ବଢ଼ୁଛି

ନୂଆଦିଲ୍ଲୀ: ସପ୍ତାହ ଆରମ୍ଭରୁ ସୁନା ଓ ରୂପା ଦରରେ ବୃଦ୍ଧି ଦେଖିବାକୁ ମିଳିଛି। ଆଜି ଟ୍ରେଡିଂ ଆରମ୍ଭରୁ ସୁନା ଓ ରୂପା ଦରରେ ବୃଦ୍ଧି ଦେଖିବାକୁ ମିଳିଥିଲା। ଆଜି ଦିନ ୧୧ଟାରେ ସୁନା ଦର Multi Commodity Exchange(MCX)ରେ ୨୪୦ଟଙ୍କା ବୃଦ୍ଧି ସହ ପ୍ରତି ୧୦ ଗ୍ରାମକୁ ୫୧,୬୮୮ଟଙ୍କାରେ...

କିଛି ଦିନ ଭିତରେ ବନ୍ୟା ସ୍ଥିତିରେ ଆସିବ ସୁଧାର

ଭୁବନେଶ୍ୱର: ବନ୍ୟା ସ୍ଥିତିରେ ସୁଧାର ପାଇଁ ଆଉ ୪ ଦିନ ଲାଗିବ। ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ଏହି ସୂଚନା ଦେଇଛନ୍ତି। ବନ୍ୟା ସ୍ଥିତି ନେଇ ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି, ମହାନଦୀ ଉପର ମୁଣ୍ଡରେ ଆଉ ବର୍ଷା ହେଉନାହିଁ। କାଲି ହୀରାକୁଦକୁ ୯ ଲକ୍ଷ...

flight
ସେପ୍ଟେମ୍ବର ୩୦ ଯାଏ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବାତିଲ୍ ସମୟସୀମାକୁ କେନ୍ଦ୍ର ସରକାର ବୃଦ୍ଧି କରିଛନ୍ତି। ସେପ୍ଟେମ୍ବର ୩୦ ଯାଏ ଅନ୍ତର୍ଜାତୀୟ ବିମାନ ସେବାକୁ ବନ୍ଦ ରଖିବାକୁ Directorate General of Civil Aviation(DGCA) ପକ୍ଷରୁ କୁହାଯାଇଛି। DGCAର ଏହି ନିଷ୍ପତ୍ତି ପରେ ପୂର୍ବଭଳି ଅନ୍‌ଲକ୍‌ ୪ରେ ମଧ୍ୟ ଅନ୍ତର୍ଜାତୀୟ ବିମାନ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।