• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

accident
ଭୟଙ୍କର ସଡ଼କ ଦୁର୍ଘଟଣା: କିଛି ସେକେଣ୍ଡରେ ଚୁର୍‌ମାର୍‌ ହୋଇ ଜଳିଗଲା କାର୍‌, ଚାଲିଗଲା ୩ ଜୀବନ

ମୁମ୍ବାଇ: ମହାରାଷ୍ଟ୍ରର ମୁମ୍ବାଇ-ପୁଣେ ଏକ୍ସପ୍ରେସ୍‌ୱେରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ନିୟନ୍ତ୍ରଣ ହରାଇଥିବା ଏକ କଣ୍ଟେନର ଟ୍ରକ୍‌ ଓ କାର୍‌କୁ ଧକ୍କା ଦେବା ଫଳରେ ଗୁରୁବାର ଏହି ଦୁର୍ଘଟଣା ଘଟିଛି। କଣ୍ଟେନରଟି କାର୍‌କୁ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Odisha Weather Update
Odisha Weather Update: ବର୍ଷା ସହ ବଜ୍ରପାତ ଆଶଙ୍କା, ୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ବର୍ଷା ସହ ବଜ୍ରପାତ ଆଶଙ୍କା ନେଇ ଓଡ଼ିଶାର ୭ ଜିଲ୍ଲାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା-ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ...

JEE (Main) 2020: କରୋନା କଟକଣା ଭିତରେ ଆଜିଠୁ ପରୀକ୍ଷା, ଓଡ଼ିଶାରେ ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: କରୋନା ମହାମାରୀ କଟକଣା ଭିତରେ ଆଜିଠୁ ଆରମ୍ଭ ହେବାକୁ ଯାଉଛି JEE (Main) 2020 ପରୀକ୍ଷା। ୯ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଥିବାବେଳେ ଓଡ଼ିଶାର ୭ଟି ସହରର ୨୬ଟି ପରୀକ୍ଷା କେନ୍ଦ୍ରରେ ୩୮ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ପ୍ରଥମ ସିଟିଂ ସକାଳ...

କରୋନା କଟକଣା ଭିତରେ ଆଜିଠୁ ଖୋଲିଲା କୋଣାର୍କ ସୂର୍ଯ୍ୟ ମନ୍ଦିର

କୋଣାର୍କ: ମହାମାରୀ କରୋନା ପାଇଁ ୫ ମାସରୁ ଅଧିକ ଦିନ ଧରି ବନ୍ଦ ରହିଥିବା କୋଣାର୍କ ସୂର୍ଯ୍ୟ ମନ୍ଦିର ପୁଣିଥରେ ପର୍ଯ୍ୟଟକଙ୍କ ପାଇଁ ଆଜି ଖୋଲିଛି। କେନ୍ଦ୍ର ସରକାରଙ୍କ ଗାଇଡଲାଇନ୍ସ ଅନୁସାରେ ସୂର୍ଯ୍ୟ ମନ୍ଦିର ଖୋଲା ଯାଇଛି। ଦିନକୁ ଅଢେଇ ହଜାର ପର୍ଯ୍ୟଟକ କୋଣାର୍କ ମନ୍ଦିର ଦର୍ଶନ କରିବାକୁ...

ଭିଜିଲାନ୍ସ ଜାଲରେ ନିଲମ୍ବିତ IIC

ବାଲେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାକିରିରୁ ନିଲମ୍ବିତ ହୋଇଥିବା IIC ଧନେଶ୍ୱର ସାହୁଙ୍କ ଘରେ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ଉ କରାଯାଇଛି। ସେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନାର IIC ଥିଲେ। ଧନେଶ୍ୱରଙ୍କ ଜଳେଶ୍ୱର ସ୍ଥିତ ସରକାରୀ କ୍ୱାର୍ଟର୍ସ, କଟକ ଏବଂ ଭୁବନେଶ୍ୱର ଘରେ  ରେଡ୍...

pranab mukherjee
ଆଜି ପ୍ରଣବ ଦା’ଙ୍କ ଶେଷକୃତ୍ୟ, ଶେଷ ଦର୍ଶନ ପାଇଁ ବାସଭବନ ପରିସରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କର ଆଜି ହେବ ଶେଷକୃତ୍ୟ। ଏହା ପୂର୍ବରୁ ଦିଲ୍ଲୀ ସ୍ଥିତ ୧୦, ରାଜାଜୀ ମାର୍ଗରେ ଥିବା ବାସଭବନରେ ପ୍ରଣବ ମୁଖାର୍ଜୀଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ କରିବେ ପ୍ରମୁଖ ବ୍ୟକ୍ତି ବିଶେଷ। ଏଥିପାଇଁ ପ୍ରଣବ ଦା’ଙ୍କ ବାସଭବନ ପରିସରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା...

elephant tusks seized
କାର୍‌ରୁ ମିଳିଲା ପ୍ରାୟ ୧୦ ଲକ୍ଷ ଟଙ୍କାର ହାତୀ ଦାନ୍ତ

ଆନନ୍ଦପୁର: କେନ୍ଦୁଝର ହରିଚନ୍ଦପୁର ଥାନା ଅନ୍ତର୍ଗତ ବାୟାପିଟା ଗାଁ ନିକଟରୁ ୧୯ କିଲୋ ହାତୀ ଦାନ୍ତ ଜବତ କରିଛି ଆନନ୍ଦପୁର ବନ ବିଭାଗ। ଗତକାଲି ବିଳମ୍ବିତ ରାତିରେ ଏକ କାର୍‌ରେ ହାତୀ ଦାନ୍ତ ଚାଲାଣ ହେଉଥିବାବେଳେ ବନ ବିଭାଗ ଏହାକୁ ଜବତ କରିଛି। ଏହି ଘଟଣାରେ ୩ଜଣଙ୍କୁ ଗିରଫ...

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍

ସମ୍ବଲପୁର: ହୀରାକୁଦ ଡ୍ୟାମ୍‌ରେ ଜଳସ୍ତର କମିବା ପରେ ଆଉ ୪ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଏବେ ଡ୍ୟାମ୍‌ର ୨୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ଆଜି ସକାଳେ ହୀରାକୁଦ ଡ୍ୟାମ୍‌ର ୩୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିଲା। ପ୍ରଥମେ ୪ଟି ଗେଟ୍‌କୁ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।