ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୦୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୩,୦୨୫ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୪୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୧୮୧ ରହିଛି।...
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୦୩ ହୋଇଛି। ଖୋର୍ଦ୍ଧା, ମୟୂରଭଞ୍ଜ ଓ ପୁରୀରୁ ୨ଜଣ ଲେଖାଏ,...
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୬୯, ୯୨୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୧୯ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୫,୨୮୮ରେ ପହଞ୍ଚିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ଦେଶରେ ମୋଟ୍ ଆକ୍ରାନ୍ତଙ୍କ...
ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍ଙ୍କ ଗର୍ଲଫ୍ରେଣ୍ଡ୍ ରିୟା ଚକ୍ରବର୍ତ୍ତୀଙ୍କ ବିରୋଧରେ Narcotics Control Bureau (NCB) ଏକ ଅପରାଧିକ ମାମଲା ରୁଜୁ କରିଛି। ସୁଶାନ୍ତଙ୍କ ମୃତ୍ୟୁ ମାମଲାରେ ଡ୍ରଗ୍ସ ଘଟଣାକୁ ନେଇ ନୂଆ ମୋଡ଼ ଆସିବା ପରେ NCB ଏହାର ତଦନ୍ତ କରୁଛି। ଏହାସହ ବଲିଉଡ୍ ସର୍କଲ୍ରେ...
ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ ଜଣଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ୪ ଏବଂ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଅଞ୍ଚଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ବଜ୍ରପାତରେ ଆନନ୍ଦପୁରର ନନ୍ଦିପଦା ଥାନା ଇଞ୍ଚୋଳ ଗାଁର ଗଣେଶ ଜେନା, ବାହାରିପୁର ଗାଁର ବହ୍ଲଭ ଜେନା, ରାମଚନ୍ଦ୍ରପୁର...
ଭୁବନେଶ୍ୱର: ପୂର୍ଣ୍ଣିମା ଯୋଗୁ ସମୁଦ୍ର ଭିତରକୁ ନଦୀର ପାଣି ଠିକ୍ରେ ଯାଇ ପାରୁନାହିଁ। କାରଣ ଜୁଆର ପାଣି ନିଷ୍କାସନରେ ବାଧା ସୃଷ୍ଟି କରୁଛି। ତେଣୁ ପୂର୍ଣ୍ଣିମା ପରେ ହିଁ ବନ୍ୟା ସ୍ଥିତିରେ ସୁଧାର ଆସିବ। ତେଣୁ ଜଳ ନିଷ୍କାସନ ପାଇଁ ଆହୁରି ୩ ଦିନ ଲାଗିବ ବୋଲି ଜଳ...
କୋରାପୁଟ: ପୋଖରୀରୁ ମିଳିଲା ୩ ନାବାଳିକାଙ୍କ ମୃତଦେହ। କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ୍ ଅନ୍ତର୍ଗତ ଦେବଗଞ୍ଜର ଗାଁରେ ଏକ ପୋଖରୀରୁ ୩ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ବୟସ ୮ ବର୍ଷ, ଜଣଙ୍କର ବୟସ ୯ ବର୍ଷ ବୋଲି ଜଣାପଡ଼ିଛି।...
ଭୁବନେଶ୍ୱର: ମୋଟିଭେସନାଲ୍ ସ୍ପିକର୍ ତଥା ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ନୂଆ ଟ୍ୱିଷ୍ଟ୍ ଆସିଛି। ଜଣେ ସାଇକୋ ଲେଡିଙ୍କୁ ନେଇ ଆଦିତ୍ୟଙ୍କ ବାପା ସନ୍ଦେହ ବ୍ୟକ୍ତ କରିଛନ୍ତି। ଆଦିତ୍ୟଙ୍କ ବାପା କହିଛନ୍ତି, ଜଣେ ଯୁବତୀ ଆଦିତ୍ୟଙ୍କୁ ବାହାଘର ପୂର୍ବରୁ ବ୍ଲାକ୍ ମେଲିଂ କରୁଥିଲେ। ସେ ଆଦିତ୍ୟଙ୍କୁ...
ଭୁବନେଶ୍ୱର: ଅଧିକ ଡିମାଣ୍ଡ ଥିବା ୮ଟି ରୁଟ୍ରେ ଏଣିକି ସପ୍ତାହର ସବୁଦିନ ‘ମୋ ବସ୍’ ଚଳାଚଳ କରିବ। ଏହି ରୁଟ୍ ଗୁଡ଼ିକ ହେଲା- ରୁଟ୍ ନଂ ୧୧, ୧୬, ୧୮, ୨୦, ୨୩, ୨୪, ୨୫ ଓ ୩୩। ବସ୍ରେ ଯାତ୍ରା କରୁଥିବା ସମସ୍ତ ଯାତ୍ରୀ ଓ କର୍ମଚାରୀ...