• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

corona test
ରାଜ୍ୟରେ କମୁଛି କରୋନା ସଂକ୍ରମଣ, ହେଲେ ମୃତ୍ୟୁହାରରେ ଲାଗୁନି ବ୍ରେକ୍‌

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଧୀରେଧୀରେ କମୁଥିବା ଦେଖିବାକୁ ମିଳିଛି। ଗତକାଲି ୨,୯୧୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୨,୮୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଗତ ୨୪ ଘଣ୍ଟାରେ ଆଉ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା…

rain
Weather Update In Odisha: ଏହିସବୁ ଜିଲ୍ଲାରେ ଆଜି ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ଆଶଙ୍କା...

‘ଭତ୍ତା ଟଙ୍କା ନ ଦେବାରୁ ମାଡ଼ ମାରିଲେ ପୁଅ-ବୋହୂ’

କାମାକ୍ଷାନଗର: ବୃଦ୍ଧା ମାଆ ଓ ମାନସିକ ଅନଗ୍ରସର ଭଉଣୀଙ୍କୁ ନିର୍ଯାତନା ନେଇ ଅଭିଯୋଗ ହୋଇଛି।ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଜିରାଳ ଗାଁରୁ ଏଭଳି ଅଭିଯୋଗ ଆସିଛି। ୭୦ ବର୍ଷୀୟା ବୃଦ୍ଧା ରସ ନାୟକଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କ ମାନସିକ ଅନଗ୍ରସର ଝିଅ ପାଉଥିବା ଭତ୍ତା ଟଙ୍କା ଓ...

ଦୁର୍ଘଟଣାରେ ବିଜେଡି ନେତାଙ୍କ ମୃତ୍ୟୁ

କେନ୍ଦ୍ରାପଡ଼ା: ଦୁର୍ଘଟଣାରେ ବିଜେଡି ନେତା ଦୀପ୍ତିକାନ୍ତ ପରିଜାଙ୍କ ମୃତ୍ୟୁ ହୋଇଛି। ଗତକାଲି ରାତିରେ କେନ୍ଦ୍ରାପଡ଼ା ଜିଲ୍ଲା ଟିକନପୁର-ବେଉଳ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, କାଲି ରାତିରେ ଦୀପ୍ତିକାନ୍ତ କାର୍‌ରେ ଘରକୁ ଫେରୁ ଥିଲେ। ଏହି ସମୟରେ ଟିକନପୁର-ବେଉଳ ରାସ୍ତା ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ବନ୍ୟା...

ଭିଜିଲାନ୍ସ ଜାଲରେ ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର

ଝାରସୁଗୁଡ଼ା/ଢ଼େଙ୍କାନାଳ: ଭିଜିଲାନ୍ସ ଜାଲରେ ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଓ କୋଅପରେଟିଭ ସୋସାଇଟି ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ଏହି ଚଢ଼ଉ କରିଛି। ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ମ୍ୟୁନିସିପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଦିଲୀପ କୁମାର ପଟେଲଙ୍କ ଝାରସୁଗୁଡା ସ୍ଥିତ କ୍ୱାର୍ଟର୍ସ ସମେତ ୬ଟି...

ଦୁର୍ଘଟଣାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ, ବସ୍ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

କେନ୍ଦ୍ରାପଡ଼ା: ଚଣ୍ଡିଖୋଲ-ପାରଦୀପ ରାସ୍ତା ଏନ୍ଏଚ୍- ୫ (କ) ହଳଦିଆପଡ଼ା ରାଧାଭାଟି ନିକଟରେ  ଏକ ଦୁର୍ଘଟଣାରେ ଜଣେ ସ୍କୁଟି‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ଉକ୍ତ ବସ୍‌କୁ ଜାଳି ଦେଇଛନ୍ତି। ବସ୍‌ଟି କୋଲକାତାରୁ ପାରାଦୀପ ଯାଉଥିଲା। ଏହି ସମୟରେ ହଳଦିଆପଡ଼ା ରାଧାଭାଟି ନିକଟରେ ବସ୍‌ଟି...

corona 33
Corona Updates In Odisha: ଦିନକରେ ଚିହ୍ନଟ ହେଲେ ୩,୨୧୯ କରୋନା ପଜିଟିଭ୍‌

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୨୧୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ ଓଡ଼ିଶାରେ ୫୧ ହଜାର ୨୪୫ କରୋନା ଟେଷ୍ଟ। ଆଣ୍ଟିଜେନ୍, RTPCR ଓ ଟ୍ରୁନଟ୍ ଦ୍ୱାରା ଏହି ଟେଷ୍ଟ କରାଯାଇଛି।  ଆଣ୍ଟିଜେନ୍- ୪୩,୪୭୬...

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଆଖି ବୁଜିଲେ ୧୧ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ଦିଆଯାଇଛି। ଗଞ୍ଜାମରୁ ୩, ଭୁବନେଶ୍ୱରରୁ ୨, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ପୁରୀ, ରାୟଗଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏ...

Parliament
Parliament Monsoon Session: ଚଳିତ ବର୍ଷ ରହିବନି ପ୍ରଶ୍ନକାଳ

ନୂଆଦିଲ୍ଲୀ: ଚଳିତ ବର୍ଷ ସଂସଦର ମୌସୁମୀ ଅଧିବେଶନରେ ରହିବନି ପ୍ରଶ୍ନକାଳ। କରୋନା କଟକଣା ଦୃଷ୍ଟିରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ରାଜ୍ୟସଭା ସଚିବଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ତେବେ ଶୂନ୍ୟକାଳ ସମେତ ଅନ୍ୟ କାର୍ଯ୍ୟ ନିର୍ଦ୍ଧାରିତ କାର୍ଯ୍ୟଖସଡ଼ା ଅନୁସାରେ ଚାଲିବ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ଆସନ୍ତା ସେପ୍ଟେମ୍ବର...

asteroid
ମାଡ଼ି ଆସୁଛି ଉଲ୍‌କାପିଣ୍ଡ, ଏଇ ସପ୍ତାହରେ ପୃଥିବୀ ଦେଇ ଅତିକ୍ରମ କରିବ

ନୂଆଦିଲ୍ଲୀ: ମହାକାଶରୁ ପୃଥିବୀ ଆଡ଼କୁ ମାଡ଼ି ଆସୁଛି ଏକ ଉଲ୍‌କାପିଣ୍ଡ। ସେପ୍ଟେମ୍ବର ୬ ତାରିଖରେ ଏହା ପୃଥିବୀ ଦେଇ ଅତିକ୍ରମ କରିପାରେ ବୋଲି ଆଶଙ୍କା ପ୍ରକାଶ କରିଛି ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ନାସା। ଏହି ଉଲ୍‌କାପିଣ୍ଡ ବା ଆଷ୍ଟ୍ରଏଡ୍ ଇଜିପ୍ଟର The Great Pyramid of Gizaର...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।