• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

goa cm
Goa CM Tests Coronavirus Positive: ଗୋଆ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ପାନାଜୀ: ଗୋଆ ମୁଖ୍ୟମନ୍ତ୍ରୀ Pramod Sawant କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଜି ସକାଳେ ଟ୍ୱିଟ୍‌ କରି ସେ ଏହି ସୂଚନା ଦେଇଛନ୍ତି। ଏବେ ସେ ହୋମ୍‌ ଆଇସୋଲେସନ୍‌ରେ ଅଛନ୍ତି। ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି, ସେମାନଙ୍କୁ ଆବଶ୍ୟକତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ପରାମର୍ଶ ଦେଇଛନ୍ତି।

aadhar
ମାତ୍ର ୧୦୦ ଟଙ୍କାରେ କରନ୍ତୁ ଆଧାର କାର୍ଡରେ ଅପଡେଟ୍‌

ନୂଆଦିଲ୍ଲୀ: ଆପଣଙ୍କ ଆଧାର କାର୍ଡ ଅପଡେଟ୍‌ ଅଛି କି ? ଯଦି ହଁ ତେବେ କିଛି ସମସ୍ୟା ନାହିଁ। ଯଦି ନା’ ତା’ହେଲେ ଏବେ ହିଁ କରନ୍ତୁ ଅପଡେଟ୍। ନଚେତ୍‌ କୌଣସି ବି ମୁହୂର୍ତ୍ତରେ ସମସ୍ୟାରେ ପଡ଼ି ପାରନ୍ତି। ତେଣୁ ଅସୁବିଧାରେ ପଡ଼ିବା ଆଗରୁ ମାତ୍ର ୧୦୦ ଟଙ୍କାରେ କରି...

vaccine
କରୋନା ଭ୍ୟାକ୍‌ସିନ୍‌ ନେଇଥିଲେ ଏହିସବୁ ଜିନିଷ ଉପରେ ମିଳିବ ୭% ଡିସ୍‌କାଉଣ୍ଟ

ରାଉରକେଲା: ଆପଣ କରୋନା ଭ୍ୟାକ୍‌ସିନ୍‌ ନେଇଛନ୍ତି କି ? ତା’ହେଲେ ଆପଣଙ୍କୁ କେକ୍, ବିସ୍କୁଟ, ପାଉଁରୁଟି, ମିଠା ଭଳି ଯେକୌଣସି ଜିନିଷ କିଣିଲେ ଏହା ଉପରେ ୭% ଡିସ୍‌କାଉଣ୍ଟ ମିଳିବ। ରାଉରକେଲା ବିଶ୍ରା ରୋଡ୍‌ରେ ଥିବା ଏକ ବେକ୍‌ରି ଦୋକାନ ଏଭଳି…

rain in odisha
୨୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ସକ୍ରିୟ ମୌସୁମୀ ଯୋଗୁ ୨୧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ସୋନପୁର, ଗଜପତି, କନ୍ଧମାଳ,...

ଝରଣା ପଥର ସନ୍ଧିରେ ଫସିଗଲା ୫ ବର୍ଷ ଶିଶୁର ଗୋଡ଼

ବୌଦ୍ଧ: ଝରଣା ପଥର ସନ୍ଧିରେ ଫସିଗଲା ୫ ବର୍ଷ ଶିଶୁର ଗୋଡ଼। ପୁରୁଣା କଟକ ବୁରୁଗୁଡ଼ା ଗାଁ ନିକଟରେ ଥିବା ଝରଣା ପଥର ସନ୍ଧିରେ ଜଣେ ୫ ବର୍ଷ ଶିଶୁର ଗୋଡ଼ ଫସି ଯାଇଥିବା ସୂଚନା ମିଳିଛି। ଶିଶୁଟିର ନାଁ ନୀଳମଣି ନାୟକ। ସୂଚନା ଅନୁସାରେ, ଆଜି ସକାଳେ...

food 1
ଓଡ଼ିଶାରେ ବାର୍‌ ଓ ରେଷ୍ଟୁରାଣ୍ଟ ଖୋଲିବା ପାଇଁ ମିଳିଲା ଅନୁମତି

ଭୁବନେଶ୍ୱର: କୋଭିଡ୍ ଗାଇଡ୍‌ଲାଇନ୍ସ ମାନି ରାଜ୍ୟରେ ଥିବା ସମସ୍ତ ବାର୍‌ ଓ ରେଷ୍ଟୁରାଣ୍ଟ ଖୋଲିବା ପାଇଁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଛନ୍ତି। ଏନେଇ ବିଭିନ୍ନ ହୋଟେଲ୍ ଏବଂ ରେଷ୍ଟୁରାଣ୍ଟ ଆସୋସିଏସନ୍‌କୁ ଚିଠି ଲେଖି ଅବଗତ କରିଛି ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ। କରୋନା ଯୋଗୁ ରାଜ୍ୟରେ ଥିବା...

ଭିଜିଲାନ୍ସ ଜାଲରେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର: ଭୁବନେଶ୍ୱର Directorate Of Factories & Boilers ର ଡେପୁଟି ଡାଇରେକ୍ଟର ରମେଶ ଚନ୍ଦ୍ର ବେହେରାଙ୍କ ଘରେ ଭିଜିଲାନ୍ସ ଟିମ୍‌ ଚଢ଼ଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ଉ କରାଯାଇଛି। ରମେଶ ଚନ୍ଦ୍ରଙ୍କ ଅଫିସ୍ ସମେତ ୬ଟି ସ୍ଥାନରେ ରେଡ୍ ଜାରି ରଖିଛି...

PM Modi’s Twitter Account Hacked
ପ୍ରଧାନମନ୍ତ୍ରୀ ମୋଦିଙ୍କ ପର୍ସନାଲ୍‌ ୱେବ୍‌ସାଇଟ୍‌ର ଟ୍ୱିଟର୍‌ ଆକାଉଣ୍ଟ୍‌ ହ୍ୟାକ୍‌

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ୱେବ୍‌ସାଇଟ୍‌ ଓ ନରେନ୍ଦ୍ର ମୋଦି ମୋବାଇଲ୍‌ ଆପ୍‌ର ଅଫିସିଆଲ୍‌ ଟ୍ୱିଟର୍‌ ଆକାଉଣ୍ଟ୍‌ ହ୍ୟାକ୍‌ ହୋଇଥିବା ସୂଚନା ମିଳିଛି। ଗତକାଲି ବିଳମ୍ବିତ ରାତି ପ୍ରାୟ ୩ଟା ୧୫ରେ ଆକାଉଣ୍ଟ୍‌ ହ୍ୟାକ୍‌ ହୋଇଥିବା ଜଣାପଡ଼ିଛି। ଏହି ଆକାଉଣ୍ଟ୍‌ରେ ୨.୫ ମିଲିୟନ ଫଲୋଅର୍ସ ଅଛନ୍ତି। ଜନ୍‌...

କଟକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ହାଣିଲେ ଦୁର୍ବୃତ୍ତ

କଟକ: କଟକରେ ଦୁର୍ଦ୍ଦାନ୍ତ ଅପରାଧୀ ପ୍ରକାଶ ବେହେରା ଓରଫ୍ ହାଡ଼ିଆକୁ ହତ୍ୟା କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସତୀଚଉରା ନିକଟ ଇପ୍‌ସାର୍‌ ଗଡ଼ା ନିକଟରେ ଗତକାଲି ଦୁଇରୁ ତିନି ଜଣ ଦୁର୍ବୃତ୍ତ ଆସି ହାଡ଼ି‌ଆ ଉପରେ ସଂଘବଦ୍ଧ ଆକ୍ରମଣ କରିଥିଲେ।...

sabyasachi
ଲକ୍‌ଡାଉନ୍‌ ଆଣିଥିଲା ବିରହ ଦୁଃଖ, ମିଳନର ସେତୁ ସାଜିଲେ ସବ୍ୟସାଚୀ

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ଅସୁବିଧାରେ ପଡ଼ିଥିବା ଓଡ଼ିଆଙ୍କୁ ସହାୟତାର ହାତ ବଢ଼ାଇ ଚର୍ଚ୍ଚାରେ ଥିବା ଓଡ଼ିଆ ଅଭିନେତା ସବ୍ୟସାଚୀ ମିଶ୍ର ପୁଣି ଏବେ ଚର୍ଚ୍ଚାରେ। ଲକ୍‌ଡାଉନ୍‌ କଟକଣା ଯୋଗୁ ପରସ୍ପର ଠାରୁ ବହୁ ଦୂରରେ ଥିବା ବୟସ୍କ ଦମ୍ପତିଙ୍କୁ ଏକାଠି କରି ଶ୍ରଦ୍ଧା ଓ ଭଲ ପାଇବା...

91301267_3106242399465684_2591553201635328000_n
୨୪ ଘଣ୍ଟାରେ ଓଡ଼ିଶାରେ ୩,୬୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୭୨୨

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୬୩୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୩,୬୩୧ ଆକ୍ରାନ୍ତଙ୍କ ମଧ୍ୟରୁ ୨,୨୧୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୪୧୭ ରହିଛି।...

corona
ଓଡ଼ିଶାରେ କରୋନା ନେଲା ଆଉ ୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ଦିଆଯାଇଛି। ଗଞ୍ଜାମରୁ ୩, କଟକରୁ ୨, ବାଲେଶ୍ୱର, ଭୁବନେଶ୍ୱର ଓ କନ୍ଧମାଳରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।