• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

କିଏ ଏହି ଜନ୍‌ ୱିକ୍ ? ପ୍ରଧାନମନ୍ତ୍ରୀ ମୋଦିଙ୍କ ଟ୍ୱିଟର୍‌ ଆକାଉଣ୍ଟ୍‌ ହ୍ୟାକ୍‌ ପଛରେ କ’ଣ ଥିଲା ଉଦ୍ଦେଶ୍ୟ ?

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ୱେବ୍‌ସାଇଟ୍‌ ଓ ନରେନ୍ଦ୍ର ମୋଦି ମୋବାଇଲ୍‌ ଆପ୍‌ର ଅଫିସିଆଲ୍‌ ଟ୍ୱିଟର୍‌ ଆକାଉଣ୍ଟ୍(@narendramodi_in)‌ ଗତକାଲି ବିଳମ୍ବିତ ରାତିରେ ହ୍ୟାକ୍‌ ହୋଇଥିବା ସୂଚନା ମିଳିଛି। ଜନ୍‌ ୱିକ୍‌ (hckindia@tutanota.com) ପକ୍ଷରୁ ଏହି ଆକାଉଣ୍ଟ ହ୍ୟାକ୍‌ କରାଯାଇଥିବା  ଜଣାପଡ଼ିଛି। ହ୍ୟାକ୍‌ ପରେ ହ୍ୟାକର୍ସମାନେ ଏହି ଆକାଉଣ୍ଟରେ...

results 11
Odisha Plus II Arts Results 2020: ସେପ୍ଟେମ୍ବର ୫ରେ ବାହାରିବ ରେଜଲ୍ଟ

ଭୁବନେଶ୍ୱର: ଶନିବାର ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ରେଜଲ୍ଟ। ଶନିବାର ଅପରାହ୍ଣ ୪ଟାରେ CHSE କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଛାତ୍ରଛାତ୍ରୀମାନେ CHSE ୱେବ୍‌ସାଇଟ୍‌ରେ ରେଜଲ୍ଟ ପାଇପାରିବେ। ଚଳିତ ବର୍ଷ କଳାରେ...

ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ କରୋନା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟର ବହୁ ରାଜନେତା ମଧ୍ୟ ମହାମାରୀ କରୋନାରେ ଆକ୍ରାନ୍ତ ହେଉଥିବା ଖବର ସାମ୍ନାକୁ ଆସିଛି। ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏବେ ସେ ହୋମ୍‌ କ୍ୱାରେଣ୍ଟିନ୍‌ରେ...

aditya
Aditya Das Death Mystery: ସାଇକୋ ଲେଡିଙ୍କୁ ନେଇ ଆଦିତ୍ୟଙ୍କ ମା’ ବି କଲେ ବଡ଼ ଖୁଲାସା

ଭୁବନେଶ୍ୱର: ମୋଟିଭେସନାଲ୍‌ ସ୍ପିକର୍‌ ତଥା ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲା ନୂଆ ମୋଡ଼ ନେବାରେ ଲାଗିଛି। ଆଦିତ୍ୟଙ୍କ ମୃତ୍ୟୁ ପଛରେ ଜଣେ ସାଇକୋ ଲେଡିଙ୍କ ସମ୍ପୃକ୍ତି ନେଇ ଆଦିତ୍ୟଙ୍କ ବାପା ସନ୍ଦେହ ବ୍ୟକ୍ତ କରିଥିବା ବେଳେ ଏବେ ଆଦିତ୍ୟଙ୍କ ମା’ ମଧ୍ୟ ଏହି ଘଟଣାରେ ପ୍ରତିକ୍ରିୟା...

rain
Odisha Weather Update: ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଓଡ଼ିଶାର ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା-ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ଏସବୁ...

କରୋନା ଚିକିତ୍ସାରେ ନୂଆ ଆଶା ଆଣିବ କି Steroid ?

ନୂଆଦିଲ୍ଲୀ: ମହାମାରୀ କରୋନା ଚିକିତ୍ସା ନେଇ ନୂଆ ଆଶା ସୃଷ୍ଟି ହୋଇଛି। Steroid ବ୍ୟବହାର କରାଯାଇ ଗୁରୁତର ରୋଗୀଙ୍କ ଜୀବନ ବଞ୍ଚା ଯାଇପାରିବ। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(WHO)ର ଏହି ଉତ୍ସାହଜନକ ତଥ୍ୟ କରୋନା ଲଢ଼େଇରେ ବେଶ୍‌ ଫଳପ୍ରଦ ହୋଇପାରେ ବୋଲି ଆଶା କାରାଯାଉଛି। ଅନ୍ତର୍ଜାତୀୟ ଖବର କାଗଜ The...

ପୋଲ ଉପରେ ଗାଡ଼ି ରଖି ଦୟାନଦୀକୁ ଡେଇଁ ପଡ଼ିଲେ ଯୁବକ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ନୂଆଗାଁ ନିକଟରେ ଦୟାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଛନ୍ତି। ମିଳିଥିବା ସୂଚନା ଅନୁସାରେ, ଆଜି ଅପରାହ୍ଣରେ ସମ୍ପୃକ୍ତ ଯୁବକ ଜଣ ପୋଲ ଉପରେ ସ୍କୁଟି ରଖି ନଦୀକୁ ଡେଇଁପଡ଼ିଥିଲେ। ଉକ୍ତ ଗାଡ଼ିରୁ ଏକ ଗାଡ଼ି ଡିକିରୁ ଏକ ଡ୍ରାଇଭିଂ ଲର୍ଣ୍ଣିଂ ଲାଇସେନ୍ସ ମିଳିଛି।...

vigilance raid
ଭିଜିଲାନ୍ସ ରେଡ୍‌, ଦେଢ଼ କୋଟି ଟଙ୍କାର ସମ୍ପତ୍ତି ଠାବ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଭୁବନେଶ୍ୱର Directorate Of Factories & Boilers ର ଡେପୁଟି ଡାଇରେକ୍ଟର ରମେଶ ଚନ୍ଦ୍ର ବେହେରା। ରମେଶ ଚନ୍ଦ୍ରଙ୍କ ପ୍ରାୟ ଦେଢ଼ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରାଯାଇଛି। ଠାବ ହୋଇଥିବା ସମ୍ପତ୍ତି ମଧ୍ୟରେ ଭୁବନେଶ୍ୱରରେ ୪୧ ଲକ୍ଷ ଟଙ୍କାର ଫ୍ଲାଟ୍,...

murder in aska
ଗଣେଶ ଭସାଣକୁ ନେଇ ବିବାଦ: ସଂଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ମାରିଦେଲେ

ଆସିକା: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗାଁର କୋଳି ସାହିରେ ଜଣେ ୨୦ ବର୍ଷୀୟ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକଙ୍କ ନାଁ ନାଗା ଗୌଡ଼। ଗତକାଲି ବିଳମ୍ବିତ ରାତିରେ...

accident
ରାସ୍ତାକଡ଼ରେ ଛିଡ଼ା ହୋଇଥିଲେ, ମାଡ଼ିଗଲା ଟ୍ରକ୍

ଯାଜପୁର: ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଲୋକଙ୍କ ଉପରକୁ ମାଡ଼ିଗଲା ଟ୍ରକ୍। ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ବାରବାଟୀ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଏକ ଟ୍ରକ୍‌...

rhea chakraborty
Sushant Singh Death Case: ଡ୍ରଗ୍ସ ଲିଙ୍କ୍‌କୁ ନେଇ ରିୟାଙ୍କ ଘରେ ରେଡ୍‌, ଖୋଲିଲା ବଡ଼ ରାଜ୍‌

ମୁମ୍ବାଇ(ସୁରେଶ ଦାଶ): ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କକୁ ନେଇ Narcotics Control Bureau (NCB)ଖୋଳତାଡ଼ ଜୋରଦାର କରିଛି। ଡ୍ରଗ୍ସ ଲିଙ୍କ୍ ଅଭିଯୋଗରେ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀଙ୍କ ମୁମ୍ବାଇ ସାନ୍ତାକ୍ରୁଜ୍‌ ସ୍ଥିତ ବାସଭବନରେ NCB ପକ୍ଷରୁ ରେଡ୍‌ ଜାରି ରହିଛି। ଆଜି ସକାଳ...

sushant singh
Sushant Singh Death Case: ସୁଶାନ୍ତଙ୍କ ମ୍ୟାନେଜର୍‌ଙ୍କୁ ଘରୁ ଉଠାଇ ନେଲା NCB

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ସୁଶାନ୍ତଙ୍କ ହାଉସ୍‌ ମ୍ୟାନେଜର୍‌‌ ସାମୁଏଲ୍‌ ମିରଣ୍ଡାଙ୍କୁ Narcotics Control Bureau (NCB) ଘରୁ ଉଠାଇ ନେଇଛି। ଡ୍ରଗ୍ସ ଲିଙ୍କ୍‌ ଘଟଣାରେ ତାଙ୍କୁ ପଚରାଉଚରା କରାଯାଇପାରେ ବୋଲି ଜଣାପଡ଼ିଛି। ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀଙ୍କ ଭାଇ ରିୟା ସୌଭିକ ଚକ୍ରବର୍ତ୍ତୀଙ୍କୁ...

corona updates in odisha
Corona Updates In Odisha: ଦିନକରେ ୩,୨୬୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ୮୦୦ରୁ ଅଧିକ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୨୬୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ବେଳେ ଆଉ ୯ କରୋନା ରୋଗୀ ଆଖି ବୁଜିଛନ୍ତି । ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା  ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Corona Updates...

corona
୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ଦିଆଯାଇଛି। ବଲାଙ୍ଗିର, କଟକ, ଗଞ୍ଜାମରୁ ୨ଜଣ ଲେଖାଏ, ଭୁବନେଶ୍ୱର, ଖୋର୍ଦ୍ଧା ଓ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ...

ନଭେମ୍ବର ୧ ସୁଦ୍ଧା ଆସିବ କରୋନା ଭ୍ୟାକ୍‌ସିନ୍ !

ୱାଶିଂଟନ୍‌: କରୋନା ଭ୍ୟାକ୍‌ସିନ୍‌କୁ ନେଇ ଏକ ଉତ୍ସାହଜନକ ଖବର। ନଭେମ୍ବର ୧ ସୁଦ୍ଧା କରୋନା ଭ୍ୟାକ୍‌ସିନ୍‌ର ବିତରଣ ପାଇଁ ପ୍ରସ୍ତୁତ ରହିବାକୁ ଟ୍ରମ୍ପ ପ୍ରଶାସନ ପକ୍ଷରୁ ଆମେରିକାର ସବୁ ରାଜ୍ୟମାନଙ୍କୁ କୁହାଯାଇଛି। ଆମେରିକା ପକ୍ଷରୁ କରୋନା ଭ୍ୟାକ୍‌ସିନ୍ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ସୂଚନା ମିଳିଛି। ଆମେରିକା ରାଷ୍ଟ୍ରପତି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।