• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

accident
ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ସୁରତ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ; ୮ ମୃତ, ୭ ଆହତ

ରାଇପୁର: ଛତିଶଗଡ଼ ରାଇପୁରର ଚେରି ଖେଡି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଆହତ ହୋଇଛନ୍ତି। ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଆଜି ଭୋର ସମୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ସୂଚନା...

ଦୁର୍ଘଟଣା ପରେ ଜଳିଗଲା ଗାଡ଼ି

ଖୋର୍ଦ୍ଧା: ଦୁର୍ଘଟଣା ପରେ ଜଳିଗଲା ଟ୍ରଲର୍। ଖୋର୍ଦ୍ଧା-ବ୍ରହ୍ମପୁର ଜାତୀୟ ରାଜପଥ-୧୬ର ନାଚୁଣୀ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯେଉଁଥିରେ ଏକ ଟ୍ରକ୍‌କୁ ଅନ୍ୟ ଏକ ଟ୍ରଲର୍ ପଛପଟୁ ଧକ୍କା ଦେବା ଫଳରେ ଟ୍ରଲର୍‌ରେ ନିଆଁ ଲାଗି ଯିବା ସହ ଟ୍ରଲର୍ ଡ୍ରାଇଭର ଜୀବନ୍ତ ଦଗ୍ଧ...

former-mla
ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ରନାଥ ଭୋଇଙ୍କ ପରଲୋକ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ରବୀନ୍ଦ୍ରନାଥ ଭୋଇଙ୍କ ପରଲୋକ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ପାର୍ଥିବ ଶରୀରକୁ ହାଜିପୁର ଓ ବାଲିଆ ସ୍ଥିତ ଦଳୀୟ କାର୍ଯ୍ୟାଳୟକୁ ନିଆ ଯାଇଥିଲା।...

ସିନେମାଟୋଗ୍ରାଫରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ, ପତ୍ନୀ କହିଲେ-ସ୍ୱାମୀ ମୋତେ ନିର୍ଯାତନା ଦେଉଛନ୍ତି

ଭୁବନେଶ୍ୱର: ଜଣେ ସିନେମାଟୋଗ୍ରାଫରଙ୍କ ବିରୋଧରେ ତାଙ୍କ ପତ୍ନୀ ସାଂଘାତିକ ଅଭିଯୋଗ ଆଣିଛନ୍ତି।ସ୍ୱାମୀ ତାଙ୍କୁ ଶାରୀରିକ, ମାନସିକ ନିର୍ଯାତନା ଦେବା ସହ ପୁଅକୁ ମଧ୍ୟ ନିର୍ଯାତନା ଦେଉଥିବା ନେଇ ମହିଳା ଜଣକ ଥାନାରେ ଅଭିଯୋଗ କରିଛନ୍ତି। ଏଭଳି କିଛି ସାଂଘାତିକ ଅଭିଯୋଗ ଆଣିଛନ୍ତି  ସିନେମାଟୋଗ୍ରାଫର ମନୋଜ କୁମାର ଖଟେଇଙ୍କ ପତ୍ନୀ।...

corona test
କରୋନା ଟେଷ୍ଟ ପାଇଁ ନୂଆ ଆଡଭାଇଜରି ଜାରି କଲା ICMR

ନୂଆଦିଲ୍ଲୀ: କରୋନା ଟେଷ୍ଟ ପାଇଁ Indian Council of Medical Research(ICMR) ପକ୍ଷରୁ ନୂଆ ଆଡଭାଇଜରି ଜାରି ହୋଇଛି। ଅଧିକ କରୋନା ସଂକ୍ରମଣ ହୋଇଥିବା ସହରର କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ସମସ୍ତଙ୍କର କରୋନା ଟେଷ୍ଟ ପାଇଁ ICMR ପକ୍ଷରୁ ପରାମର୍ଶ ଦିଆଯାଇଛି। ଜାଣନ୍ତୁ ICMR ପକ୍ଷରୁ ଜାରି ହୋଇଥିବା ନୂଆ...

corona test 11
୨୪ ଘଣ୍ଟାରେ ଓଡ଼ିଶାରୁ ୩,୫୪୩ କରୋନା ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୫୪୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା  ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୫୪୩ ଆକ୍ରାନ୍ତଙ୍କ ମଧ୍ୟରୁ...

corona
ଓଡ଼ିଶାରେ କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୭ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର, ବଲାଙ୍ଗିର, କଟକ, ଗଞ୍ଜାମ, ଖୋର୍ଦ୍ଧା, ମାଲକାନଗିରି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ, ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।...

home isolation 1
ଆଇସୋଲେସନ୍ ବ୍ୟବସ୍ଥା ପାଇଁ ନୂଆ SOP ଜାରି କଲା ଭୁବନେଶ୍ୱର ମହାନଗର ନିଗମ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମରେ(BMC) ଥିବା ଆଇସୋଲେସନ୍ ବ୍ୟବସ୍ଥା ପାଇଁ ଜାରି ନୂଆ SOP ଜାରି ହୋଇଛି। ଏଣିକି ହୋମ୍ ଓ ପେଡ୍ ଆଇସୋଲେସନ୍‌ରେ ଥିବା ବ୍ୟକ୍ତିଙ୍କ ଉପରେ BMC ପକ୍ଷରୁ କଡ଼ା ନଜର ରଖାଯିବ। ସେମାନଙ୍କୁ ୨୪ ଘଣ୍ଟିଆ ଡାକ୍ତରୀ ସେବା ଓ ପରାମର୍ଶ ଯୋଗାଇବା ନେଇ...

cm naveen patnaik
ରାଇପୁର ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ଗୁଜରାଟର ସୁରତ ଯାଉଥିବା ବସ୍‌ ଗତକାଲି ବିଳମ୍ବିତ ରାତି ସାଢ଼େ ୩ଟା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ରାଇପୁର ମେଡିକାଲ କଲେଜ୍ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।‌ ମୃତକଙ୍କ ମଧ୍ୟରେ ଗଞ୍ଜାମ...

drown
ପାଣିରେ ଓଲଟି ପଡ଼ିଲା କଦଳୀ ଭେଳା; ୨ ଭାଇ ମୃତ

ଯାଜପୁର: କଦଳୀ ଭେଳା ଓଲଟି ପଡିବାରୁ ପାଣିରେ ବୁଡ଼ି ୨ ଭାଇଙ୍କ ମୃତ୍ୟୁ ଘଟିଛି। ଯାଜପୁର ଜିଲ୍ଲା ବରୀ ଅଞ୍ଚଳର ମେଦୁଆକୁଳ ଗାଁରେ ଆଜି ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ୨ଜଣ ମେଦୁଆକୂଳ ଗାଁର ଶୁଭ୍ରଜିତ ବେହେରା(୨୪) ଏବଂ ମିଟୁଲ ବେହେରା(୨୯)। ଏମାନେ ସମ୍ପର୍କୀୟ ଭାଇ ବୋଲି...

fire in hospital
ସର୍ଦ୍ଦାର ବଲ୍ଲଭଭାଇ ପଟେଲ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ

ପୁଣେ: ମହାରାଷ୍ଟ୍ର ପୁଣେ କ୍ୟାଣ୍ଟନମେଣ୍ଟ୍‌ ଅଞ୍ଚଳରେ ଥିବା ସର୍ଦ୍ଦାର ବଲ୍ଲଭଭାଇ ପଟେଲ ହସ୍ପିଟାଲ୍‌ର ICU ୱାର୍ଡରେ ନିଆଁ ଲାଗି ଯାଇଛି। ନିଆଁକୁ ଆୟତ୍ତ କରିବା ପାଇଁ ଘଟଣାସ୍ଥଳରେ ୩ଟି ଦମକଳ ଗାଡ଼ି ପହଞ୍ଚିଛି। ଖବର ଲେଖାଯିବା ସୁଦ୍ଧା ଅଗ୍ନିକାଣ୍ଡରେ କ୍ଷୟକ୍ଷତି ଓ ମୃତାହତ ନେଇ କୌଣସି ସୂଚନା ମିଳିପାରି...

anubhav mohanty
ସ୍ୱାମୀ ଅନୁଭବଙ୍କ ବିରୋଧରେ କୋର୍ଟ ଗଲେ ବର୍ଷା

କଟକ: ବିଜେଡି ସାଂସଦ ଅନୁଭବ ମହାନ୍ତିଙ୍କ ପତ୍ନୀ ତଥା ଓଡ଼ିଆ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସ୍ୱାମୀ ଅନୁଭବଙ୍କ ବିରୋଧରେ ସେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ଜଣାପଡ଼ିଛି। ଏ ନେଇ କଟକ SDJM କୋର୍ଟରେ ମାମଲା ଦାୟର କରିଛନ୍ତି ବର୍ଷା। ପାରିବାରିକ ହିଂସା ନିରୋଧ ଆଇନ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।