• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

OPGC ବିଦ୍ୟୁତ ଉତ୍ପାଦନ କେନ୍ଦ୍ରରେ ଅଘଟଣ: ଶ୍ରମିକଙ୍କ ଉପରେ ପଡ଼ିଗଲା ତତଲା ପାଉଁଶ

ଝାରସୁଗୁଡ଼ା: ଝାରସୁଗୁଡା ଜିଲ୍ଲା ବନହରପାଲି ସ୍ଥିତ OPGC ବିଦ୍ୟୁତ ଉତ୍ପାଦନ କେନ୍ଦ୍ରରେ ଏକ ଅଘଟଣ ଘଟିଛି। ୩ ନମ୍ବର ୟୁନିଟରେ ଆସ୍ ହାଣ୍ଡଲିଂ ପ୍ଲାଣ୍ଟର ହପର୍‌ ଖସି ପଡ଼ିବାରୁ ୪ଜଣ ଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କ ଶରୀରରେ ତତଲା ପାଉଁଶ ପଡ଼ିଯିବାରୁ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତଙ୍କୁ...

Asteroid
ଆଜି ଅପରାହ୍ଣରେ ପୃଥିବୀ ଦେଇ ଅତିକ୍ରମ କରିବ ଉଲ୍‌କାପିଣ୍ଡ

ନୂଆଦିଲ୍ଲୀ: ଆଜି ପୃଥିବୀ ଦେଇ ଅତିକ୍ରମ କରିବ ଏକ ଉଲ୍‌କାପିଣ୍ଡ। ଅପରାହ୍ଣ ୨ଟା ୧୦ ମିନିଟ ସମୟରେ 465824 (2010 FR) ଉଲ୍‌କାପିଣ୍ଡ ବା ଆଷ୍ଟ୍ରଏଡ୍ ପୃଥିବୀ ଦେଇ ଅତିକ୍ରମ କରିବ। ତେବେ ଏହା ପୃଥିବୀ ଠାରୁ ୭୭ ଲକ୍ଷ କିଲୋମିଟର ଦୂରରେ ପୃଥିବୀକୁ ଅତିକ୍ରମ କରିବ। ଯାହାକି...

ଗଞ୍ଜେଇ ଚାଲାଣକାରୀଙ୍କ ଆକ୍ରମଣରେ ହୋମଗାର୍ଡ ଗୁରୁତର

ମାଲକାନଗିରି: ଗଞ୍ଜେଇ ଚାଲାଣକାରୀଙ୍କ ମାଡ଼ରେ ମାଲକାନଗିରି ଜିଲ୍ଲା ବାଲିମେଳା ଥାନାର ଜଣେ ହୋମଗାର୍ଡ ଗୁରୁତର ଆହତ ହୋଇଛନ୍ତି। ଆକ୍ରମଣର ଶିକାର ହୋଇଥିବା ହୋମଗାର୍ଡଙ୍କ ନାଁ ବନବାସୀ ମହାରଣା। ଗୁରୁତର ଅବସ୍ଥାରେ ତାଙ୍କୁ ମାଥିଲି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ଗତକାଲି ରାତିରେ ପ୍ରାୟ ୭୦ରୁ ଅଧିକ ଲୋକ...

ବୋମା ତିଆରି ବେଳେ ବ୍ଲାଷ୍ଟ୍‌, ୨ ମୃତ

ଦେବଗଡ଼: ବୋମା ତିଆରି ବେଳେ ବିସ୍ଫୋରଣ ଘଟିବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଦେବଗଡ଼  ଥାନା ଅନ୍ତର୍ଗତ କଲାଣ୍ଟିଚିଲାଣ୍ଡିଖୋଳ ଗାଁରେ ଗତକାଲି ରାତିରେ ଏହି ଅଘଟଣ ଘଟିଛି। ୨ ମୃତକଙ୍କ ଘର ରିଆମାଳ ଥାନା ଅନ୍ତର୍ଗତ କନସର ଗାଁରେ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଏମାନେ ସମ୍ପର୍କୀୟଙ୍କ ଘରକୁ...

actress samyuktha_hegde
ପାର୍କରେ ୱାର୍କଆଉଟ୍‌ ସମୟରେ ଅଭିନେତ୍ରୀଙ୍କ ଉପରକୁ ଆକ୍ରମଣ ଅଭିଯୋଗ

ବେଙ୍ଗାଲୁରୁ: ବେଙ୍ଗାଲୁରୁ ଏଚ୍‌ଏସ୍‌ଆର୍‌ ଲେଆଉଟ୍‌ର ଆଗ୍ରା ଲେକ୍‌ ନିକଟରେ ଥିବା ଏକ ପବ୍ଳିକ୍‌ ପାର୍କରେ କନ୍ନଡ ଫିଲ୍ମ ଅଭିନେତ୍ରୀ ସମ୍ୟୁକ୍ତା ହେଗଡେଙ୍କୁ ଦୁର୍ବ୍ୟବହାର ଓ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ସନ୍ଧ୍ୟାରେ ଏହି ଘଟଣା ଘଟିଛି। ସେ ଓ ତାଙ୍କ ସାଙ୍ଗମାନେ ସ୍ପୋର୍ଟସ୍‌ ଡ୍ରେସ୍‌ ପିନ୍ଧି ୱାର୍କଆଉଟ୍‌ କରୁଥିବା...

corona
Odisha Coronavirus Update: ଦିନକରେ ୩୦ ଜିଲ୍ଲାରୁ ୩,୮୧୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୮୧୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା  ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୮୧୦ ଆକ୍ରାନ୍ତଙ୍କ ମଧ୍ୟରୁ...

corona
ଓଡ଼ିଶାରେ କରୋନା ନେଲା ଆଉ ୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪, ଖୋର୍ଦ୍ଧା, କୋରାପୁଟ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ...

fire at temple
ଶ୍ରୀଲକ୍ଷ୍ମୀ ନରସିଂହ ମନ୍ଦିରରେ ଅଗ୍ନିକାଣ୍ଡ

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲ୍ଲା ଅର୍ନ୍ତବେଦୀରେ ଥିବା ପ୍ରସିଦ୍ଧ ଶ୍ରୀଲକ୍ଷ୍ମୀ ନରସିଂହ ମନ୍ଦିରର ରଥରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗିଯାଇଛି। ଖବରପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି। ଏହାସହ ମନ୍ଦିରର ଅନ୍ୟ ସମ୍ପତ୍ତି ମଧ୍ୟ କିଛି...

ବର୍ଷାଙ୍କ ବିରୋଧରେ ଅନୁଭବଙ୍କ ପିଟିସନ୍‌

କଟକ: ଦିଲ୍ଲୀ ପଟିଆଲା ହାଉସ୍ କୋର୍ଟରେ ବିଜେଡି ସାଂସଦ ଅନୁଭବ ମହାନ୍ତି ଛାଡ଼ପତ୍ର ପିଟିସନ୍ ଦାଖଲ କରିଛନ୍ତି। ୪୭ ପୃଷ୍ଠାର ଏହି ପିଟିସନ୍‌ରେ ଅନୁଭବ ପତ୍ନୀ ତଥା ଓଡ଼ିଆ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ଶାରୀରିକ ସମ୍ପର୍କ ପାଇଁ ବର୍ଷା ରାଜି ହେଉ ନ...

rhea chakraborty
‘ଗିରଫ ପାଇଁ ରିୟା ପ୍ରସ୍ତୁତ’

ମୁମ୍ବାଇ: ଗିରଫ ପାଇଁ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ପ୍ରସ୍ତୁତ ଅଛନ୍ତି ବୋଲି ରିୟାଙ୍କ ଓକିଲ ସତୀଶ ମନ୍‌ସିନ୍ଧେ ଆଜି ଏହା କହିଛନ୍ତି। ଏକ ବୟାନ ଜାରି କରି ରିୟାଙ୍କ ଉଦ୍ଦେଶ୍ୟରେ ସତୀଶ ମନ୍‌ସିନ୍ଧେ କହିଛନ୍ତି, ‘ଯଦି କାହାକୁ ଭଲ ପାଇବା ଅପରାଧ, ତା’ହେଲେ ଏହାର ପରିଣାମକୁ ସାମ୍ନା କରିବାକୁ...

arjun kapoor
ବଲିଉଡ୍‌ ଅଭିନେତା ଅର୍ଜୁନ କପୁର କରୋନା ପଜିଟିଭ୍‌ ଚିହ୍ନଟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ତଥା ଫିଲ୍ମ ପ୍ରଡ୍ୟୁସର ବୋନି କପୁରଙ୍କ ପୁଅ ଅର୍ଜୁନ କପୁର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଜି ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ କରି ସେ ଏହି ସୂଚନା ଦେଇଛନ୍ତି। ସେ ସୁସ୍ଥ ଅଛନ୍ତି। ଆରୋଗ୍ୟ ହେବା ଯାଏ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିବେ ବୋଲି ଅର୍ଜୁନ କହିଛନ୍ତି।...

sushant singh
Sushant Singh Death Case: ଡ୍ରଗ୍ସ ଲିଙ୍କ୍‌କୁ ନେଇ ବଡ଼ ଖୁଲାସା କଲେ ସୁଶାନ୍ତଙ୍କ ପର୍ସନାଲ୍‌ ଷ୍ଟାଫ୍ ଓ ହାଉସ୍‌ ମ୍ୟାନେଜର

ମୁମ୍ବାଇ(ସୁରେଶ ଦାଶ): ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ୍‌କୁ ନେଇ ଗତ ଦୁଇଦିନ ଭିତରେ Narcotics Control Bureau (NCB) ରିୟାଙ୍କ ଭାଇ ଶୌଭିକ ଚକ୍ରବର୍ତ୍ତୀ, ସୁଶାନ୍ତଙ୍କ ହାଉସ୍‌ ମ୍ୟାନେଜର ସାମୁଏଲ୍‌ ମିରଣ୍ଡା ଓ ସୁଶାନ୍ତଙ୍କ ପର୍ସନାଲ୍‌ ଷ୍ଟାଫ୍‌ ଦୀପେଶ ସାୱନ୍ତଙ୍କୁ ଗିରଫ କରିଛି।...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।