• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

varsha-anubhav
ସୋସିଆଲ୍‌ ମିଡିଆରେ ମୁହଁ ଖୋଲିଲେ ବର୍ଷା, କହିଲେ-‘ବଦନାମ କରିବା ପୂର୍ବରୁ...’

କଟକ: ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ପାରିବାରିକ ହିଂସା ମାମଲାରେ ସୋସିଆଲ୍‌ ମିଡିଆରେ ମୁହଁ ଖୋଲିଲେ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ। ଟ୍ୱିଟ୍‌ କରି ସେ କହିଛନ୍ତି, ‘ସତ କେବେ ଲୁଚି ରହେନା। ଭୁଲ୍‌ ଏବଂ ମିଥ୍ୟା ଅଭିଯୋଗ ଆଣି ଜଣକୁ ବଦନାମ କରିବା ପୂର୍ବରୁ ଭଗବାନଙ୍କୁ ଡରିବା...

metro train
Unlock 4: ୫ ମାସ ପରେ ଆଜିଠୁ ପୁଣି ଗଡ଼ିଲା ମେଟ୍ରୋ ଟ୍ରେନ୍‌

ନୂଆଦିଲ୍ଲୀ: ଆଜିଠୁ ଦେଶର କିଛି ସହରରେ ମେଟ୍ରୋ ରେଲ୍‌ୱେ ସେବା ପୁଣି ଆରମ୍ଭ ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୫ ମାସରୁ ଅଧିକ ଦିନ ହେବ ଏହି ସେବା ବନ୍ଦ ରହିଥିଲା। କେନ୍ଦ୍ର ସରକାରଙ୍କ ଗାଇଡ୍‌ଲାଇନ୍ସ ଆଧାରରେ, ଦିଲ୍ଲୀ, ନୋଇଡା, ଚେନ୍ନାଇ, କୋଚି, ବେଙ୍ଗାଲୁରୁ, ମୁମ୍ବାଇ ଲାଇନ୍‌-୧,...

ହୀରା ଚୋରା ଚାଲାଣ ଅଭିଯୋଗରେ ଓଡ଼ିଶା ବ୍ୟବସାୟୀ ଗିରଫ

ନୂଆପଡ଼ା: ହୀରା ଚୋରା ଚାଲାଣ ଅଭିଯୋଗରେ ଛତିଶଗଡ଼ ଗରିଆବନ୍ଧ ପୋଲିସ୍ ରବିବାର‌ ଓଡ଼ିଶାର ନୂଆପଡା ଜିଲ୍ଲା ସିନାପାଲି ଅଞ୍ଚଳର ଜଣେ ହୀରା ବ୍ୟବସାୟୀଙ୍କୁ ଗିରଫ କରିଛି। ତାଙ୍କ ନାଁ ନୂତନ ପଟେଲ। ନୂତନଙ୍କ ନିକଟରୁ ୧୭୧ ଖଣ୍ଡ ହୀରା ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ୨୫ ଲକ୍ଷ...

anubhav-mohanty
ସାଂସଦ ଅନୁଭବଙ୍କ ବିରୋଧରେ ପାରିବାରିକ ହିଂସା ମାମଲାର ଆଜି ହୋଇପାରେ ଶୁଣାଣି

କଟକ: ସାଂସଦ ଅନୁଭବ ମହାନ୍ତିଙ୍କ ବିରୋଧରେ ପାରିବାରିକ ହିଂସା ମାମଲାର ଆଜି ହୋଇପାରେ ଶୁଣାଣି। ପତ୍ନୀ ବର୍ଷା ପ୍ରିୟଦର୍ଶନୀ ଦାଖଲ କରିଥିବା ପିଟିନସର ଶୁଣାଣି କରିପାରନ୍ତି କଟକ SDJMଙ୍କ କୋର୍ଟ। ବାହାଘର ପରେ ତାଙ୍କ ସହ ଅତ୍ୟାଚାର ଓ ନିର୍ଯାତନା ହୋଇଥିବା ଅଭିଯୋଗ କରି କୋର୍ଟଙ୍କ ଦ୍ୱାରସ୍ତ ହୋଇଛନ୍ତି...

corona test
ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୩,୮୬୧ ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୮୬୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୩,୮୬୧ ଆକ୍ରାନ୍ତଙ୍କ ମଧ୍ୟରୁ ୨,୨୭୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୫୮୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ...

corona
ବ୍ରାଜିଲ୍‌କୁ ଟପିଲା ଭାରତ: ୪୨ ଲକ୍ଷ ପାର୍‌ ହେଲା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ବ୍ରାଜିଲ୍‌କୁ ଟପି ଭାରତ ଏବେ ବିଶ୍ୱର ଦ୍ୱିତୀୟ ସର୍ବାଧିକ କରୋନା ଆକ୍ରାନ୍ତ ଦେଶ ପାଲଟିଛି। ଆମେରିକା ପ୍ରଥମ ସ୍ଥାନରେ ଥିବାବେଳେ ଭାରତ ଦ୍ୱିତୀୟ ସ୍ଥାନ ଓ ବ୍ରାଜିଲ୍‌ ତୃତୀୟ ସ୍ଥାନରେ ରହିଛି। ସେହିପରି ଋଷିଆ ଓ ପେରୁ ଯଥାକ୍ରମେ ଚତୁର୍ଥ ଓ ପଞ୍ଚମ ସ୍ଥାନରେ ଅଛନ୍ତି। Source:...

coronavirus 11
ଓଡ଼ିଶାରେ ୫୫୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୩, ବାଲେଶ୍ୱର, ଭୁବନେଶ୍ୱର, କଟକ, କଳାହାଣ୍ଡି,କୋରାପୁଟ, ନୟାଗଡ଼ ଓ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ...

PUBG-Ban
ପବ୍‌ଜି ପାଇଁ ଜୀବନ ହାରିଲେ ଛାତ୍ର ! ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା: ପବ୍‌ଜି ଖେଳି ନ ପାରିବାରୁ ଜଣେ ୨୧ ବର୍ଷୀୟ ଛାତ୍ର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ପଶ୍ଚିମବଙ୍ଗ ନାଦିଆ ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଥିବା ପୋଲିସ୍‌ ସୂଚନା ଦେଇଛି। ମୃତ ଯୁବକଙ୍କ ନାଁ ପ୍ରୀତମ ହଲ୍‌ଦର୍‌। ସେ ଆଇଟିଆଇ ଛାତ୍ର ଥିଲେ। ଚକ୍‌ଡାହ ପୋଲିସ୍‌ ଥାନା...

anubhav
ସାଂସଦ ଅନୁଭବଙ୍କ ବିରୋଧରେ ପାରିବାରିକ ହିଂସା ମାମଲା: ଘୁଞ୍ଚିଲା ବର୍ଷାଙ୍କ ପିଟିସନ୍‌ ଶୁଣାଣି

କଟକ: ଘୁଞ୍ଚିଲା ସାଂସଦ ଅନୁଭବ ମହାନ୍ତିଙ୍କ ବିରୋଧରେ ପାରିବାରିକ ହିଂସା ମାମଲାର ଶୁଣାଣି ତାରିଖ। ବର୍ଷା ପ୍ରିୟଦର୍ଶନୀ ଦାଖଲ କରିଥିବା ପିଟିନସର ଶୁଣାଣି ଅକ୍ଟୋବର ୧୨ରେ ହେବା ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି। ପ୍ରୋଟେକ୍ସନ ଅଫିସର ରିପୋର୍ଟ ଦାଖଲ କରି ନ ଥିବାରୁ ଶୁଣାଣି ଘୁଞ୍ଚିଥିବା ବର୍ଷାଙ୍କ ଓକିଲ...

delhi police
ଦିଲ୍ଲୀରୁ ଧରାପଡ଼ିଲେ ୨ ଆତଙ୍କବାଦୀ

ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସ୍‌ର ସ୍ପେଶାଲ୍ ସେଲ୍‌‌ ଉତ୍ତର ପଶ୍ଚିମ ଦିଲ୍ଲୀରୁ ୨ ଆତଙ୍କବାଦୀଙ୍କୁ ଗିରଫ କରିଛନ୍ତି। ଏମାନେ Babbar Khalsa International (BKI)ର ଆତଙ୍କବାଦୀ ବୋଲି ଜଣାପଡ଼ିଛି। ପୋଲିସ୍‌ ସହ ଗୁଳି ବିନିମୟ ପରେ ଏହି ଆତଙ୍କବାଦୀମାନେ ଧରାପଡ଼ିଛନ୍ତି। ସେମାନଙ୍କ ନିକଟରୁ ବିପୁଳ ପରିମାଣର ଗୋଳାବାରୁଦ ଓ ଅସ୍ତ୍ରଶସ୍ତ୍ର...

anubhav
ସୁପ୍ରିମକୋର୍ଟ ଯାଇପାରନ୍ତି ବର୍ଷା

କଟକ: ଦିଲ୍ଲୀ ପଟିଆଲା ହାଉସ୍ କୋର୍ଟରେ ସାଂସଦ ଅନୁଭବ ମହାନ୍ତି ଦାଖଲ କରିଥିବା ଛାଡ଼ପତ୍ର ପିଟିସନ୍‌ ମାମଲାକୁ ଓଡ଼ିଶା ସ୍ଥାନାନ୍ତର କରିବା ପାଇଁ ସୁପ୍ରିମକୋର୍ଟ ଯାଇପାରନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶନୀ। ଏ ନେଇ ସେ ସୁପ୍ରିମକୋର୍ଟରେ ଅପିଲ୍‌ କରିପାରନ୍ତି।  ପରିଚାଳନା ସୁବିଧା ପାଇଁ ମାମଲା ସ୍ଥାନାନ୍ତର ନିମନ୍ତେ ପିଟିସନ...

ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ ମୋବାଇଲ ସେବା ଆରମ୍ଭ

ମାଲକାନଗିରି: ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ ପହଞ୍ଚିଲା ମୋବାଇଲ ସେବା। ହାନ୍ତାଳଗୁଡ଼ା, ପିପଲପଦର, ଯନ୍ତାପାଇ ଓ ଦାରଲାବେଡ଼ା ଅଞ୍ଚଳବାସୀଙ୍କୁ ମୋବାଇଲ ସେବା ଯୋଗାଇଛି ଘରୋଇ କମ୍ପାନୀ ଏୟାରଟେଲ। ଏଥିରେ ପ୍ରାୟ ୩୦ ହଜାର ଲୋକ ଉପକୃତ ହେବେ ବୋଲି ଜଣାପଡ଼ିଛି। ପୂର୍ବରୁ ମୋବାଇଲ ସେବା ପାଇଁ ଏହି ଅଞ୍ଚଳର ଲୋକଙ୍କୁ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।