• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

beer
ଏଣିକି ଦିନ ସାଢ଼େ ୧୦ରୁ ଖୋଲିବ ମଦ ଦୋକାନ

ଭୁବନେଶ୍ୱର: ଏଣିକି ଦିନ ସାଢ଼େ ୧୦ରୁ ଖୋଲିବ ମଦ ଦୋକାନ। ଏ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ସରକାର। ଦିନ ସାଢ଼େ ୧୦ରୁ ରାତି ସାଢ଼େ ୧୦ ଯାଏ ରାଜ୍ୟରେ ମଦ ଦୋକାନ ଖୋଲା ରହିବ। କଣ୍ଟେନମେଣ୍ଟ ଜୋନ୍‌ରେ ଥିବା ମଦ ଦୋକାନ ଗୁଡ଼ିକ ଛାଡ଼ି ଅନ୍ୟ...

minister-jyoti-panigrahi
ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ କରୋନା

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ସଂକ୍ରମିତ ନେଇ ଟ୍ୱିଟ୍‌ କରି ନିଜେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ଗତ ୭ ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ‌ଆଇସୋଲେସନରେ ରହିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

narendra-swain
ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି।

1599532776610
ସୋସିଆଲ ମିଡିଆରେ ପୁଣି ମୁହଁ ଖୋଲିଲେ ବର୍ଷା

କଟକ: ସାଂସଦ ଅନୁଭବ ମହାନ୍ତିଙ୍କ ବିରୋଧରେ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ପାରିବାରିକ ହିଂସା ଅଭିଯୋଗ ଆଣି କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ଘଟଣା ପରେ ବର୍ଷା ଅନୁଭବଙ୍କ ନାଁ ନ ନେଇ ଗୋଟିଏ ପରେ ଗୋଟିଏ ପୋଷ୍ଟ କରି ସୋସିଆଲ ମିଡିଆରେ ମୁହଁ ଖୋଲିଛନ୍ତି।  ଏବେ ପୁଣି ସୋସିଆଲ...

Odisha Weather Update
Odisha Weather Update: ୧୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୪ରୁ ୫ ଦିନ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ୧୬ ଜିଲ୍ଲାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା...

rhea 11
ରିମାଣ୍ଡରେ ଯାଇନପାରନ୍ତି ରିୟା

ମୁମ୍ବାଇ(ସୁରେଶ ଦାଶ): ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କକୁ ନେଇ ନାର୍କୋଟିସ୍ କଣ୍ଟ୍ରୋଲ୍ ବ୍ୟୁରୋ (NCB) ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି। ତିନି ଦିନର ମାରାଥନ ଜେରା ପରେ ଆଜି ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କୁ NCB ଗିରଫ କରିଛି। ରିୟାଙ୍କ ବିରୋଧରେ...

rape
ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ: ବ୍ଲାକମେଲ୍‌ କରି ଟଙ୍କା ଆଦାୟ ଥିଲା ଉଦ୍ଦେଶ୍ୟ !

ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା ପଛର ସତ କ’ଣ ? କ’ଣ ପାଇଁ ନିଜ ନାବାଳିକା ଝିଅକୁ ନେଇ ଏଭଳି ଅଭିଯୋଗ ଆଣିଲେ ଜନୈକ ମହିଳା ? ଓଟିଭି କର୍ତ୍ତୃପକ୍ଷଙ୍କୁ ବ୍ଲାକମେଲ୍‌ କରି ଟଙ୍କା ଆଦାୟ ମହିଳାଙ୍କର ଉଦ୍ଦେଶ୍ଯ ଥିଲା ବୋଲି ବିଶ୍ୱସ୍ତ ସୂତ୍ରରୁ ସୂଚନା...

ସେପ୍ଟେମ୍ବର ୨୧ରୁ ଖୋଲିବ ସ୍କୁଲ୍‌, କେବଳ ଏହି କ୍ଲାସ୍‌ର ଛାତ୍ରଛାତ୍ରୀ ହିଁ ଯାଇପାରିବେ ସ୍କୁଲ୍‌

ନୂଆଦିଲ୍ଲୀ: ଆସନ୍ତା ୨୧ ତାରିଖରୁ ଆଂଶିକ ଭାବେ ସ୍କୁଲ୍‌ ଖୋଲିବା ନେଇ ଗ୍ରୀନ୍ ସିଗ୍ନାଲ୍ ପରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ Standard Operating Procedure(SOP) ଜାରି ହୋଇଛି। କେବଳ କଣ୍ଟେନ୍‌ମେଣ୍ଟ ଜୋନ୍ ବାହାରେ ହିଁ ସ୍କୁଲ ଖୋଲାଯାଇ ପାରିବ ବୋଲି SOPରେ ସ୍ପଷ୍ଟ କରାଯାଇଛି। ସେହିପରି କେବଳ ନବମରୁ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।