• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

rhea chakraborty
ମିଳିଲାନି ଜାମିନ୍‌, ବିଚାର ବିଭାଗୀୟ ହାଜତକୁ ଗଲେ ରିୟା

ମୁମ୍ବାଇ(ସୁରେଶ ଦାଶ): ଅଭିନେତା ସୁଶାନ୍ତ ସିଂହ ରାଜପୁତ୍‌ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ୍‌ରେ ଗିରଫ ହୋଇଥିବା ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀଙ୍କୁ ୧୪ ଦିନ ପାଇଁ ଅର୍ଥାତ୍‌ ସେପ୍ଟେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଗିରଫ ପରେ ଗତକାଲି Narcotics Control Bureau(NCB)...

anubhav-barsha
ବାହାଘରକୁ ବଞ୍ଚାଇବାକୁ ଶେଷ ନିଶ୍ୱାସ ପର୍ଯ୍ୟନ୍ତ ଚେଷ୍ଟା କରିବି: ବର୍ଷା

କଟକ: ଦିନକୁ ଦିନ ଜଟିଳ ହେଉଛି ଅନୁଭବ-ବର୍ଷା ବିବାଦ। କୋର୍ଟ ପରେ ଘର କଳି ଏବେ ଥାନାରେ ପହଞ୍ଚିଛି। ବର୍ଷାଙ୍କ ବେଡ୍‌ରୁମ୍‌ରେ ଭିଡିଓ ଶୁଟିଂ ଘଟଣାକୁ ନେଇ ପୁରୀଘାଟ ପୋଲିସ୍‌ ତଦନ୍ତ ଆରମ୍ଭ କରିଛି। ଭିିଡିଓ ଶୁଟ୍ କରିଥିବା ଦୁଇ ଯୁବକଙ୍କୁ ଥାନାକୁ ଡାକି ପୋଲିସ୍‌ ପଚରାଉଚରା କରିଛି।...

ଆଷ୍ଟ୍ରାଜେନେକା-ଅକ୍ସଫୋର୍ଡ ୟୁନିଭର୍ସିଟି ଦ୍ୱାରା ପ୍ରସ୍ତୁତ କରୋନା ଭ୍ୟାକ୍‌ସିନ୍‌ର ପରୀକ୍ଷଣ ସ୍ଥଗିତ

ନୂଆଦିଲ୍ଲୀ: ଆଷ୍ଟ୍ରାଜେନେକା(AstraZeneca) ଓ ଅକ୍ସଫୋର୍ଡ ୟୁନିଭର୍ସିଟି ଦ୍ୱାରା ପ୍ରସ୍ତୁତ କରୋନା ଭ୍ୟାକ୍‌ସିନ୍‌ର ପରୀକ୍ଷଣ ସ୍ଥଗିତ ରଖାଯାଇଛି। ଭ୍ୟାକ୍‌ସିନ୍‌ର ଟ୍ରାଏଲ ବେଳେ ଜଣେ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିବାରୁ ପରୀକ୍ଷଣକୁ ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁସାରେ, ହ୍ୟୁମାନ୍‌ ଟ୍ରାଏଲର ତୃତୀୟ ପର୍ଯ୍ୟାୟରେ ଥିବାବେଳେ ଭ୍ୟାକ୍‌ସିନ୍ ନେବା ପରେ...

suspects terrorists arrested
ଜବାହର ଟନେଲ୍ ନିକଟରୁ ୨ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ; ରାଇଫଲ୍‌, IED ବକ୍ସ ଜବତ

ଶ୍ରୀନଗର: ଜାମ୍ମୁ ଓ କାଶ୍ମୀର କୁଲ୍‌ଗାମ ଜିଲ୍ଲାରେ ଥିବା ଜବାହର ଟନେଲ୍‌(ସୁଡ଼ଙ୍ଗ) ନିକଟରୁ ୨ ଜଣ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ସୁରକ୍ଷାକର୍ମୀ ଗିରଫ କରିଛନ୍ତି। ଗୁଇନ୍ଦା ସୂଚନା ମିଳିବା ପରେ, ଗତକାଲି ମଧ୍ୟରାତ୍ରରେ ଜାମ୍ମୁରୁ ଶ୍ରୀନଗର ଆସୁଥିବା ଗୋଟିଏ ଟ୍ରକ୍‌କୁ ରାଜ୍ୟ ପୋଲିସ ଓ ସୁରକ୍ଷାକର୍ମୀମାନେ ଜବାହର ସୁଡ଼ଙ୍ଗ ନିକଟରେ...

corona test
Odisha Corona Update: ଦିନକରେ ୩,୭୪୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୭୪୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୭୪୮ ଆକ୍ରାନ୍ତଙ୍କ ମଧ୍ୟରୁ ୨,୨୧୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି...

coronavirus
ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଆଖି ବୁଜିଲେ ୧୧ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୪, ଭୁବନେଶ୍ୱରରୁ ୨, ବଲାଙ୍ଗିର, କନ୍ଧମାଳ,ଖୋର୍ଦ୍ଧା,କେନ୍ଦୁଝର ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।...

kangana ranaut
ରାଣୀ ଲକ୍ଷ୍ମୀବାଈଙ୍କ ପଥ ଅନୁସରଣ କରି ଚାଲିବି; ନା କାହାକୁ ଡରିବି, ନା ନଇଁବି: କଙ୍ଗନା

ମୁମ୍ବାଇ: ବିବାଦ ଭିତରେ ଆଜି ମୁମ୍ବାଇ ଫେରୁଛନ୍ତି ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରନାୱତ୍‌। ଆଜି ସକାଳେ ସେ ହିମାଚଳ ପ୍ରଦେଶର ମନାଲିରୁ ଆସି ଚଣ୍ଡୀଗଡ଼ରେ ପହଞ୍ଚିଥିଲେ। ସେଠାରୁ ସେ ଅପରାହ୍ଣ ୧୨ଟା ୧୫ରେ ବିମାନ ଯୋଗେ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି। କେନ୍ଦ୍ର ସରକାର ଯୋଗାଇ ଦେଇଥିବା Y...

train
ସେପ୍ଟେମ୍ବର ୧୨ରୁ ପ୍ରବାସୀ ଓଡ଼ିଆଙ୍କ ପାଇଁ ଚାଲିବ ସ୍ପେଶାଲ ଟ୍ରେନ୍

ଭୁବନେଶ୍ୱର: ପୁନର୍ବାର କାର୍ଯ୍ୟକ୍ଷେତ୍ରକୁ ଫେରିବାକୁ ଚାହୁଁଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ଆସନ୍ତା ୧୨ ତାରିଖରୁ ୩ଟି ସ୍ପେଶାଲ ଟ୍ରେନ୍‌ ଚାଲିବ। ପ୍ରବାସୀ ଓଡ଼ିଆଙ୍କ ସୁବିଧା ଲାଗି ପୁରୀ-ଅହମ୍ମଦାବାଦ, ପୁରୀ-ଗାନ୍ଧିଧାମ, ପୁରୀ-ଓଖା ରୁଟ୍‌ରେ ଏହି ସ୍ପେଶାଲ୍‌ ଟ୍ରେନ୍‌ ଚଳାଚଳ କରିବ। ‌ଟ୍ରେନ୍‌ ଚାଲିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ...

kangana ranaut
ମୁମ୍ବାଇ ରିଟର୍ଣ୍ଣ ପୂର୍ବରୁ କଙ୍ଗନାଙ୍କ ଅଫିସ୍‌ରେ ବୁଲିଲା ବୁଲ୍‌ଡୋଜର୍‌

ମୁମ୍ବାଇ: ବିବାଦ ଭିତରେ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରନାୱତ୍‌ ଆଜି ଆଜି ମୁମ୍ବାଇ ଫେରୁଥିବା ବେଳେ ମୁମ୍ବାଇ ପାଲି ହିଲ୍ସ ସ୍ଥିତ କଙ୍ଗନାଙ୍କ ମଣିକର୍ଣ୍ଣିକା ଫିଲ୍ମ ଅଫିସ୍‌କୁ Brihanmumbai Municipal Corporation (BMC) ପକ୍ଷରୁ ଭଙ୍ଗା ଯାଇଛି। କଙ୍ଗନାଙ୍କ ଅଫିସ୍‌ ଓ ଘର ବେଆଇନ୍‌ ଭାବେ ନିର୍ମାଣ ହୋଇଥିବା...

ଖୁବ୍‌ଶୀଘ୍ର ଆରମ୍ଭ ହେବ DL ଓ LL ପାଇଁ ଡ୍ରାଇଭିଂ ଟେଷ୍ଟ

ଭୁବନେଶ୍ୱର: ଖୁବ୍‌ଶୀଘ୍ର Driving Licence(DL) ଓ Learner’s Licence(LL) ପାଇଁ ଡ୍ରାଇଭିଂ ଟେଷ୍ଟ ପୁଣି ଆରମ୍ଭ ହେବ। ୨-୩ ଦିନ ଭିତରେ ଏହା ଆରମ୍ଭ ହେବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି। ଡ୍ରାଇଭିଂ ଟେଷ୍ଟ ସମୟରେ କୋଭିଡ ନିୟମ କଡ଼ାକଡ଼ି ଭାବେ ପାଳନ କରାଯିବ...

ଭୁବନେଶ୍ୱର ନାବାଳକ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର: ଭୁବନେଶ୍ୱର ଭରତପୁର ନାବାଳକ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା ହୋଇଛି। ନିଶାସକ୍ତ ବ୍ୟକ୍ତିଙ୍କ ନିଶାଖୋର ମନୋବୃତ୍ତିରୁ ନବମ ଶ୍ରେଣୀ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ନିଶାସକ୍ତ ବ୍ୟକ୍ତିମାନେ ହିଁ ତାଙ୍କୁ ଜୀବନରୁ ମାରି ଦେଇଥିବା ସୂଚନା ମିଳିଛି। ଅଭିଯୋଗ ଅନୁସାରେ, ଗତ ୨ ତାରିଖ ରାତିରେ ସମ୍ପୃକ୍ତ...

Cloudy sky
ଆସୁଛି ଆଉ ଏକ ଲଘୁଚାପ

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଆସନ୍ତା ୧୩ ତାରିଖ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ ଦକ୍ଷିଣ ଓଡ଼ିଶାରେ ପ୍ରଭାବ ପକାଇବା ନେଇ ପାଣିପାଗ...

maoists
ଏନ୍‌କାଉଣ୍ଟରରେ ୪ ମାଓବାଦୀ ନିହତ

ଭବାନୀପାଟଣା: ପୋଲିସ୍‌ ଏନ୍‌କାଉଣ୍ଟରରେ ୪ ମାଓବାଦୀ ନିହତ ହୋଇଛନ୍ତି। କଳାହାଣ୍ଡି ଏସ୍‌ପି ଏ ନେଇ ସୂଚନା ଦେଇଛନ୍ତି। କଳାହାଣ୍ଡି-କନ୍ଧମାଳ ସୀମା ଭଣ୍ଡରଙ୍ଗି ସିର୍କି ଜଙ୍ଗଲରେ ଏହି‌ ଏନ୍‌କାଉଣ୍ଟର ହୋଇଛି।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।