• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ; ୧୨ରୁ ବର୍ଷିବ !

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୩ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୨ତାରିଖରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଧ୍ୟମରୁ ବଡ଼ ଧରଣର ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ, ରାୟଗଡ଼ା,...

fire 1
ମା’-ପୁଅଙ୍କୁ ଜୀଅନ୍ତା ଜାଳିଦେଲେ ଲୁଟେରା !

ଆନନ୍ଦପୁର: ଚୋରି କରିବାକୁ ଆସିଥିବା ଦୁର୍ବୃତ୍ତ ଘରେ ନିଆଁ ଲଗାଇ ଦେବାରୁ ଜଣେ ବୃଦ୍ଧା ଓ ତାଙ୍କ ପୁଅ ଜୀଅନ୍ତା ଜଳି ଯାଇଥିବା ଅଭିଯୋଗ ହୋଇଛି। କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅନ୍ତର୍ଗତ କଳିଗାଁରେ ଏଭଳି କିଛି ଘଟଣା ଘଟିଛି। ମୃତକ ଦ୍ୱୟ ହେଲେ ଜଞ୍ଜାଳି ଜେନା ଓ...

Utkal-University
ସେପ୍ଟେମ୍ବର ୨୯ରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ କଲେଜର +୩ ଷଷ୍ଠ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର: ସେପ୍ଟେମ୍ବର ୨୯ରୁ ଆରମ୍ଭ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ କଲେଜର +୩ ଶେଷ ବର୍ଷର ଶେଷ ଅର୍ଥାତ୍‌ ଷଷ୍ଠ ସେମିଷ୍ଟର ପରୀକ୍ଷା। ସେପ୍ଟେମ୍ବର ୨୯ରୁ ପରୀକ୍ଷା ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ସମସ୍ତ ଥିଓରି ପେପର୍ ପାଇଁ ୧ ଘଣ୍ଟା ପରୀକ୍ଷା ହେବ। ୧...

rhea chakraborty
Byculla ଜେଲ୍‌ରେ କଟିଲା ରିୟାଙ୍କ ପ୍ରଥମ ରାତି, ଡିନର୍‌ରେ ଦିଆଗଲା ଏସବୁ ଖାଦ୍ୟ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତ୍‌ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ୍‌ରେ ଗିରଫ ହୋଇଥିବା ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀଙ୍କୁ ୧୪ ଦିନ ପାଇଁ ଅର୍ଥାତ୍‌ ସେପ୍ଟେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ମୁମ୍ବାଇ Byculla ଜେଲ୍‌ର ଏକ ଅଲଗା ସେଲ୍‌ରେ ରିୟାଙ୍କୁ...

ନିଶା ସ୍ପ୍ରେ ମାରି ଅଚେତ କରାଇଦେଲେ, ଲୁଟିନେଲେ ୧୦ ଲକ୍ଷ ଟଙ୍କା, ୫୦ ଭରି ସୁନା ଅଳଙ୍କାର

ଅନୁଗୁଳ: ଅନୁଗୁଳ ଜିଲ୍ଲା ନାଲ୍‌କୋ ଥାନା ଅନ୍ତର୍ଗତ କିରାଙ୍ଗ ଗାଁରେ ଜଣେ ଠିକା କର୍ମଚାରୀଙ୍କ ଘରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଲୁଟ୍‌ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ସମ୍ପୃକ୍ତ ଠିକା କର୍ମଚାରୀ ଜଣକ ଘରେ ନ ଥିବାବେଳେ...

corona test
ଆଜି ଓଡ଼ିଶାରେ ସର୍ବାଧିକ ୩,୯୯୧ କରୋନା ପଜିଟିଭ୍‌‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୮୭

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୯୯୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୯୯୧ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି...

ଓଡ଼ିଶାରେ କରୋନା ନେଲା ଆଉ ୧୧ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର, କଟକ, ପୁରୀରୁ ୨ଜଣ ଲେଖାଏ,ଭଦ୍ରକ, ଗଞ୍ଜାମ, କୋରାପୁଟ, ନୟାଗଡ଼ ଓ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ...

କଳାହାଣ୍ଡି-କନ୍ଧମାଳ ସୀମାରେ ଗୁଳି ବିନିମୟ: ସହିଦ ହେଲେ ୨ ଯବାନ

ଭବାନୀପାଟଣା: କଳାହାଣ୍ଡି-କନ୍ଧମାଳ ସୀମା ଭଣ୍ଡରଙ୍ଗି ସିର୍କିରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ବେଳେ ୫ ଜଣ ମାଓବାଦୀ ନିହତ ହୋଇଛନ୍ତି। ଏଥିରେ ୨ଜଣ SOG ଯବାନ ସହିଦ ମଧ୍ୟ ହୋଇଛନ୍ତି। ସହିଦ ଯବାନ ହେଲେ ମୟୂରଭଞ୍ଜ ଜିଲ୍ଲାର ସୁଧିର କୁମାର ଟୁଡୁ ଓ ଅନୁଗୁଳ ଜିଲ୍ଲାର...

naveen-nitish
ନବୀନଙ୍କ ସମର୍ଥନ ଲୋଡ଼ିଲେ ନୀତିଶ

ଭୁବନେଶ୍ୱର/ପାଟନା: ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଫୋନ୍ ଯୋଗେ କଥା ହୋଇଛନ୍ତି। ନିର୍ବାଚନରେ ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂହଙ୍କ ପ୍ରାର୍ଥିତ୍ୱକୁ ସମର୍ଥନ କରିବା ଲାଗି ନୀତିଶ କୁମାର, ନବୀନ ପଟ୍ଟନାୟକଙ୍କୁ ଅନୁରୋଧ...

rhea chakraborty
ଜାମିନ ଆବେଦନରେ ଚାଞ୍ଚଲ୍ୟକର ବୟାନ ଦେଲେ ରିୟା

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତ୍‌ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ୍‌ରେ ଗିରଫ ହୋଇ ମୁମ୍ବାଇ Byculla ଜେଲ୍‌ରେ ଥିବା ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀ ତାଙ୍କ ଜାମିନ ଆବେଦନରେ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ଜାମିନ ପାଇଁ କୋର୍ଟରେ ରିୟା ଆବେଦନ କରିଥିବା ପିଟିସନ୍‌ରେ ଦର୍ଶାଇଛନ୍ତି, Narcotics Control...

corona
‘ସେପ୍ଟେମ୍ବର ଶେଷ ବେଳକୁ କରୋନା ସଂକ୍ରମଣ କମିପାରେ’

ଭୁବନେଶ୍ୱର: ସେପ୍ଟେମ୍ବର ମାସ ଶେଷ ବେଳକୁ କରୋନା ସଂକ୍ରମଣ କମିବା ଆରମ୍ଭ କରିବ ବୋଲି ଆଶା କରାଯାଉଛି। ହେଲେ ନିର୍ଦ୍ଦିଷ୍ଟ ଭାବେ କେବେ ଏହା କମିବ, ତାହା କହିବା କଷ୍ଟକର ବୋଲି କରୋନା ସ୍ଥିତି ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖି ଏହା କହିଛନ୍ତି। ଜନସ୍ୱାସ୍ଥ୍ୟ...

durga puja
ପୂଜା ପାଇଁ ଗାଇଡଲାଇନ୍ସ ଜାରି କଲେ ଓଡ଼ିଶା ସରକାର

ଭୁବନେଶ୍ୱର: ଆଗକୁ ଅନୁଷ୍ଠିତ ହେବାକୁ ଥିବା ଦୁର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ପାଇଁ ଓଡ଼ିଶା ସରକାର ଗାଇଡଲାଇନ୍ସ ଜାରି କରିଛନ୍ତି। ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବରର ହେବାକୁ ଥିବା ପର୍ବପର୍ବାଣୀ ପାଇଁ ଏହି ଗାଇଡଲାଇନ୍ସ ଜାରି ହୋଇଛି। ଜାଣନ୍ତୁ କ’ଣ ରହିଛି ଗାଇଡଲାଇନ୍ସ… ମଣ୍ଡପରେ ପୂଜା...

ଘାଟିରେ ଓଲଟିଲା ଶ୍ରମିକଙ୍କୁ ନେଇ ତାମିଲନାଡୁ ଯାଉଥିବା ବସ୍

ରାୟଗଡ଼ା: ଶ୍ରମିକଙ୍କୁ ନେଇ ତାମିଲନାଡୁ ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଜି ଅପରାହ୍ଣରେ ରାୟଗଡ଼ା ଗୁମ୍ମା ଘାଟିରେ ବସ୍‌ ଓଲଟି ପଡ଼ିଥିବା ସୂଚନା ମିଳିଛି। ଦୁର୍ଘଟଣାରେ ୪ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁସାରେ, ବସ୍‌ଟି ବୌଦ୍ଧ, ବଲାଙ୍ଗିରରୁ ଶ୍ରମିକଙ୍କୁ ନେଇ ତାମିଲନାଡୁ ଅଭିମୁଖେ ଯାତ୍ରା କରୁଥିଲା।...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।