• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

shutdown
ଆଜିଠୁ ୭୨ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ଏହି ସହର ସଟ୍‌ଡାଉନ୍

ବିନିକା: ଆଜି ସକାଳ ୬ଟାରୁ ୭୨ ଘଣ୍ଟା ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ସଟ୍‌ଡାଉନ୍‌ ସମୟରେ ଜରୁରୀକାଳୀନ ସେବାକୁ ବାଦ୍ ଦେଲେ ସମସ୍ତ ଦୋକାନ ବଜାର ବନ୍ଦ ରହିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଗତ କିଛି ଦିନ ହେଲା ବିନିକା ସହରରେ କରୋନା...

results
JEE Main 2020: ଆଜି ବାହାରି ପାରେ ରେଜଲ୍ଟ

ନୂଆଦିଲ୍ଲୀ: ଆଜି ବାହାରି ପାରେ JEE (Main)ରେଜଲ୍ଟ। ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି(NTA) ଦ୍ୱାରା ପରିଚାଳିତ ଏହି ପରୀକ୍ଷାର ରେଜଲ୍ଟ ଆଜି ବାହାରିବ ବୋଲି ଆଶା କରାଯାଉଛି। ଛାତ୍ରଛାତ୍ରୀମାନେ jeemain,nta.nic.in ୱେବ୍‌ସାଇଟ୍‌କୁ ଯାଇ ରେଜଲ୍ଟ ଜାଣିପାରିବେ। (JEE) Main ରେଜଲ୍ଟ ବାହାରିବାର ଗୋଟିଏ ଦିନ ପରେ JEE (Advanced) ରେଜଲ୍ଟ...

anubhav
ଟ୍ୱିଟ୍‌ କରି ଅନୁଭବ କହିଲେ, ‘କାହା ଉପରେ ବିଶ୍ୱାସ କରିବି ? ନିଜ ବାପା ମା’ଙ୍କୁ ନା...

କଟକ: ସାଂସଦ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ଘଟଣାକୁ ନେଇ ଗତକାଲି ପ୍ରୋଟେକ୍‌ସନ୍‌‌ ଅଫ ହ୍ୟୁମାନ୍‌ ରାଇଟ୍ସ କମିଶନ ସଦସ୍ୟା ଅନୁଭବଙ୍କ ଘରେ ପହଞ୍ଚି ବିବାଦର ସମାଧାନ କରିବା ଲାଗି ଉଭୟେ ପତି, ପତ୍ନୀଙ୍କ ସହ ଆଲୋଚନା କରିଥିଲେ। ବର୍ଷା ଓ ଅନୁଭବଙ୍କ ସହିତ ଆଲୋଚନା...

akshay kumar
ପ୍ରତ୍ୟେକ ଦିନ ଗୋମୂତ୍ର ପିଅନ୍ତି ଅକ୍ଷୟ କୁମାର, LIVE ଚାଟ୍‌ ବେଳେ ହେଲା ଖୁଲାସା

ମୁମ୍ବାଇ: ବଲିଉଡ୍‌ ଖିଲାଡି ଷ୍ଟାର ଅକ୍ଷୟ କୁମାରଙ୍କ ଫିଟ୍‌ନେସ୍‌କୁ ଅଧିକାଂଶ ଲୋକ ପସନ୍ଦ କରିଥାନ୍ତି। କାରଣ ୫୩ ବର୍ଷ ବୟସରେ ବି ସେ ପୂରାପୂରି ଫିଟ୍‌ ଦେଖାଯାଉଛନ୍ତି। ଫିଟ୍‌ନେସ୍‌କୁ ନେଇ ଅକ୍ଷୟ ମଧ୍ୟ ସବୁବେଳେ ସତର୍କ ଥାଆନ୍ତି। ଏସବୁ ଭିତରେ ତାଙ୍କର ଫିଟ୍‌ନେସ୍‌କୁ ନେଇ ଏକ ରାଜ୍‌ ଏବେ...

cloudy sky
ଘୂର୍ଣ୍ଣିବଳୟ ପ୍ରଭାବ: ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର ଆଭ୍ୟନ୍ତରୀଣ ଓ ଉପକୂଳ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।...

snake
ଗ୍ରାଇଣ୍ଡର ଜାର୍ ଭିତରେ ସାପ

ଭୁବନେଶ୍ୱର: ମିକ୍ସର ଗ୍ରାଇଣ୍ଡରର ଜାର୍ ଭିତରେ ଫସିଗଲା ଢମଣା ସାପ। ଗତକାଲି ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍‌ ଅନ୍ତର୍ଗତ ବଗଡ଼ିଆ ଗାଁରେ ଏଭଳି କିଛି ଘଟଣା ଦେଖିବାକୁ ମିଳିଥିଲା। ଗାଁର ଜଣେ ବ୍ୟକ୍ତିଙ୍କ ଅଗଣାରେ ଖରାପ ହୋଇଯାଇଥିବା ଏକ ମିକ୍ସର ଗ୍ରାଇଣ୍ଡରର ଜାର୍‌ ରଖାଯାଇଥିଲା। ତେବେ ଏହା ଭିତରେ...

corona test
Coronavirus Odisha Update: ୨୪ ଘଣ୍ଟାରେ ୩,୯୯୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୯୯୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୯୯୬ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୫୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି...

ଦିନକରେ ‌ଆଖି ବୁଜିଲେ ୧୪ କରୋନା ଆକ୍ରାନ୍ତ, ଓଡ଼ିଶାରେ ୬୦୦ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୪ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ୪, ପୁରୀରୁ ୩, ମୟୂରଭଞ୍ଜରୁ ୨, ଖୋର୍ଦ୍ଧା, କଟକ, କଳାହାଣ୍ଡି, କୋରାପୁଟ, ସମ୍ବଲପୁରରୁ ଜଣେ ଲେଖାଏ...

school fees
ଘରୋଇ ଇଂରାଜୀ, ଓଡ଼ିଆ ମିଡିୟମ ସ୍କୁଲ୍‌ ଫି’ ଛାଡ୍‌ ପାଇଁ ସହମତି; ଜାଣନ୍ତୁ କେତେ ପ୍ରତିଶତ ଛାଡ୍‌ ହୋଇପାରେ

ଭୁବନେଶ୍ୱର: ଘରୋଇ ଇଂରାଜୀ ଓ ଓଡ଼ିଆ ମିଡିୟମ ସ୍କୁଲ ଛାତ୍ରଛାତ୍ରୀଙ୍କ ସ୍କୁଲ ଫି’ ୩୦% ଛାଡ୍‌ ହୋଇପାରେ। କରୋନା ଯୋଗୁ ପ୍ରାୟ ୬ ମାସରୁ ଅଧିକ ସମୟ ଧରି ସ୍କୁଲ ବନ୍ଦ ରହିଥିବାବେଳେ ସ୍କୁଲ ଫି’କୁ ନେଇ ବିବାଦ ଲାଗି ରହିଥିଲା। ତେବେ ଉଭୟ ପକ୍ଷଙ୍କୁ ନେଇ ବୈଠକରେ...

sajid khan
ସାଜିଦ୍‌ ଖାନ୍‌ଙ୍କ ବିରୋଧରେ ମଡେଲ୍‌ଙ୍କ ସାଂଘାତିକ ଅଭିଯୋଗ‌, କହିଲେ-ମୋତେ ଛୁଇଁବା ପାଇଁ ପ୍ରୟାସ କରିଥିଲେ...

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ସାଜିଦ୍‌ ଖାନ୍‌ଙ୍କ ବିରୋଧରେ ଜଣେ ମଡେଲ୍ ସାଂଘାତିକ ଅଭିଯୋଗ ଆଣିଛନ୍ତି। ଫିଲ୍ମରେ ଅଭିନୟ ଦେବା ବଦଳରେ ତାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା ମଡେଲ୍‌ ପାଉଲା ଅଭିଯୋଗ କରିଛନ୍ତି। ଅଭିଯୋଗ ଆଣି ପାଉଲା କହିଛନ୍ତି, ଫିଲ୍ମ ‘ହାଉସ୍‌ଫୁଲ୍‌’ରେ ଅଭିନୟ ଦେବା ବଦଳରେ ସାଜିଦ୍‌ ତାଙ୍କ...

rhea 1
ରିୟାଙ୍କୁ ଝଟ୍‌କା: ଖାରଜ ହେଲା ଜାମିନ୍‌ ଆବେଦନ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତ୍‌ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ୍‌ରେ ଗିରଫ ହୋଇଥିବା ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀଙ୍କ ଜାମିନ ଆବେଦନ ଖାରଜ ହୋଇଛି। ରିୟାଙ୍କ ଭାଇ ଶୌଭିକଙ୍କ ମଧ୍ୟ ଜାମିନ ଆବେଦନ ଖାରଜ ହୋଇଛି। ମୁମ୍ବାଇର ଏକ sessions କୋର୍ଟ ଏହି ଜାମିନ୍‌ ଆବେଦନ ଖାରଜ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।