• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

tukuni-sahu
ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ କରୋନା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟର ବହୁ ରାଜନେତା ମଧ୍ୟ ମହାମାରୀ କରୋନାରେ ଆକ୍ରାନ୍ତ ହେଉଥିବା ଖବର ସାମ୍ନାକୁ ଆସିଛି। କିଛିଦିନ ତଳେ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ ଆକ୍ରାନ୍ତ ହୋଇଥିବା ଖବର ସାମ୍ନାକୁ...

anubhav mohanty
‘କଥା ରଖିଲେନି ଅନୁଭବ’

କଟକ: କଥା ଦେଇ ମାନବାଧିକାର କର୍ମୀଙ୍କୁ ନିରାଶ କଲେ ସାଂସଦ ଅନୁଭବ ମହାନ୍ତି। ଭେଟିବାକୁ ପ୍ରତିଶ୍ରୁତି ଦେଇଥିଲେ ବି ଭେଟି ନ ଥିଲେ। ଅନୁଭବଙ୍କ ଘରୁ ଆଜି ନିରାଶ ହୋଇ ଫେରିବା ପରେ ଏଭଳି ଅଭିଯୋଗ ଆଣିଛନ୍ତି ଅନ୍ତର୍ଜାତୀୟ ମାନବାଧିକାର କମିଶନ୍‌ର ୫ ସଦସ୍ୟା। ଅନ୍ତର୍ଜାତୀୟ ମାନବାଧିକାର କମିଶନ...

supreme court
ଆୟୁଷ୍ମାନ ଭାରତ ଯୋଜନା ଲାଗୁ ନ ହେବା ନେଇ ସୁପ୍ରିମକୋର୍ଟରେ ପିଟିସନ୍‌, ଓଡ଼ିଶା ସମେତ ୪ ରାଜ୍ୟକୁ ନୋଟିସ୍‌

ନୂଆଦିଲ୍ଲୀ/ଭୁବନେଶ୍ୱର: ଆୟୁଷ୍ମାନ ଭାରତ ଯୋଜନା ଲାଗୁ ନ ହେବା ନେଇ ସୁପ୍ରିମକୋର୍ଟରେ ପିଟିସନ୍‌। ଏହି ଯୋଜନା ଓଡ଼ିଶା ସମେତ ୪ଟି ରାଜ୍ୟରେ ଲାଗୁ ହୋଇନଥିବାରୁ ସୁପ୍ରିମକୋର୍ଟରେ ରିଟ୍ ପିଟିସନ ଦାଖଲ କରିଛନ୍ତି ପି. ଶେଖର ରାଓ ନାମକ ଜଣେ ବ୍ୟକ୍ତି। ଅନ୍ୟପକ୍ଷରେ, ମାମଲାକୁ ବିଚାର ପାଇଁ ଗ୍ରହଣ କରି...

durga puja
ଓଡ଼ିଶା ସରକାରଙ୍କ ପୂଜା ଗାଇଡଲାଇନ୍ସକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ମାମଲା

କଟକ: ଆଗକୁ ଅନୁଷ୍ଠିତ ହେବାକୁ ଥିବା ଦୁର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ପାଇଁ ଓଡ଼ିଶା ସରକାର ଜାରି କରିଥିବା ଗାଇଡଲାଇନ୍ସକୁ ଚ୍ୟାଲେଞ୍ଜ କରି କଟକ ବାଲୁବଜାର ପୂଜା କମିଟି ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର ହୋଇଛି। ମୂର୍ତ୍ତିର ଉଚ୍ଚତା ଓ ଆବଦ୍ଧ ମଣ୍ଡପକୁ ଚ୍ୟାଲେଞ୍ଜ କରି...

ସେପ୍ଟେମ୍ବର ୧୪ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର: ସେପ୍ଟେମ୍ବର ୧୪ରୁ ୨୪ ଯାଏ ମାଟ୍ରିକ୍‌ ଓ ଓପନ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ମାଟ୍ରିକ୍ ପାଇଁ ୧୫୩ଟି ଏବଂ ଓପନ ସ୍କୁଲ ପାଇଁ ୮୮ ପରୀକ୍ଷା କେନ୍ଦ୍ର ହୋଇଛି। ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ପ୍ରତିଦିନ ସାନିଟାଇଜ୍ କରାଯିବ। ଏହାସହ ଭିଡ଼ ଯେପରି ନ ହେବ ସେନେଇ...

NANDANKANAN
ଅକ୍ଟୋବରରେ ଖୋଲିପାରେ ନନ୍ଦନକାନନ

ଭୁବନେଶ୍ୱର: ଅକ୍ଟୋବରରେ ଖୋଲିପାରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ। ଅକ୍ଟୋବରରେ ଖୋଲିବାକୁ ବିଚାର ବିମର୍ଶ ଚାଲୁ ରହିଛି ବୋଲି ନନ୍ଦନକାନନ ନିର୍ଦ୍ଦେଶକ ଶଶି ପଲ୍‌ ସୂଚନା ଦେଇଛନ୍ତି। ତେବେ ନିର୍ଦ୍ଦିଷ୍ଟ କେଉଁଦିନ ଖୋଲିବ, ସେନେଇ କିଛି ସ୍ଥିର କରାଯାଇନାହିଁ। ଏଥିପାଇଁ ଏକ ସ୍ୱତନ୍ତ୍ର ଏସ୍ଓପି ପ୍ରସ୍ତୁତ କରାଯିବ। ଏହାସହ କୋଭିଡ...

rain
କାଲି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟ ସମ୍ଭାବନା, ପ୍ରବଳ ବର୍ଷିବ !

ଭୁବନେଶ୍ୱର: ଆସନ୍ତାକାଲି କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲି ମାଲକାନଗିରି, କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆଜି କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲାର...

results
JEE Main 2020 Results: ସୌରଭ ସୌମ୍ୟକାନ୍ତ ଦାଶ ଓଡ଼ିଶା ଟପ୍ପର

ନୂଆଦିଲ୍ଲୀ/ଭୁବନେଶ୍ୱର: JEE Main 2020 ରେଜଲ୍ଟ ଶୁକ୍ରବାର ପ୍ରକାଶ ପାଇଛି। ସୌରଭ ସୌମ୍ୟକାନ୍ତ ଦାଶ ଓଡ଼ିଶା ଟପ୍ପର ହୋଇଛନ୍ତି। ସେ ୯୯.୯୯% ରଖି ୩୪ତମ ସ୍ଥାନ ହାସଲ କରିଛନ୍ତି। ସୂଚନାଥାଉ କି, ୨୪ ଜଣ ପରୀକ୍ଷାର୍ଥୀ ଶହେ ପରସେଣ୍ଟାଇଲ୍ ମାର୍କ ରଖିଛନ୍ତି। ଟପ୍ପର ତାଲିକାରେ ତେଲେଙ୍ଗାନାର ୮ଜଣ ପରୀକ୍ଷାର୍ଥୀ...

rhea
ଡ୍ରଗ୍ସକୁ ନେଇ ରିୟାଙ୍କ ଖୁଲାସା: ସାମ୍ନାକୁ ଆସିଲା ଏହି ବଲିଉଡ୍‌ ସେଲିବ୍ରେଟିଙ୍କ ନାଁ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତ୍‌ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ୍‌ରେ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀ, ତାଙ୍କ ଭାଇ ଶୌଭିକ ଓ ଅନ୍ୟ ୪ ଅଭିଯୁକ୍ତଙ୍କୁ Narcotics Control Bureau (NCB) ଗିରଫ କରିଛି। ଏସବୁ ଭିତରେ ଏକ ଆଶ୍ଚର୍ଯ୍ୟକର ତଥ୍ୟ ସାମ୍ନାକୁ ଆସିଛି। ସାରା ଅଲ୍ଲୀ...

train
ପ୍ରବାସୀ ଶ୍ରମିକଙ୍କ ପାଇଁ ଆଜିଠୁ ଗଡ଼ିବ ଆଉ ୩ ସ୍ପେଶାଲ୍‌ ଟ୍ରେନ୍‌

ଭୁବନେଶ୍ୱର: ପୂର୍ବରୁ ଚାଲୁଥିବା ଶ୍ରମିକ ସ୍ପେଶାଲ୍‌‌ ଟ୍ରେନ୍‌ ଓ ଅନ୍ୟ ସ୍ପେଶାଲ୍‌ ଟ୍ରେନ୍‌ ସହିତ ଆଜିଠୁ ଆଉ ୩ ଯୋଡ଼ା ସ୍ପେଶାଲ୍‌‌ ଟ୍ରେନ୍‌ ଗଡ଼ିବ। ପୁନର୍ବାର କାର୍ଯ୍ୟକ୍ଷେତ୍ରକୁ ଫେରିବାକୁ ଚାହୁଁଥିବା ପ୍ରବାସୀ ଶ୍ରମିକଙ୍କ ସୁବିଧା ଲାଗି ଆଜିଠୁ ଓଡ଼ିଶାରୁ ଏହି ୩ ସ୍ପେଶାଲ୍‌ ଟ୍ରେନ୍‌ ଚଳାଚଳ ଆରମ୍ଭ କରିବ। ...

corona
ଦିନକରେ ଓଡ଼ିଶାରେ ୩,୭୭୭ କରୋନା ଆକ୍ରାନ୍ତ‌ ଚିହ୍ନଟ, ଖୋର୍ଦ୍ଧାରେ କେବଳ ୮୧୫

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୭୭୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୭୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୯୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।