• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

anuradha paudwal
ପ୍ରଖ୍ୟାତ କଣ୍ଠଶିଳ୍ପୀ ଅନୁରାଧା ପୋଡ୍‌ୱାଲଙ୍କ ପୁଅ ଆଦିତ୍ୟଙ୍କ ଦେହାନ୍ତ

ମୁମ୍ବାଇ: ପ୍ରଖ୍ୟାତ ବଲିଉଡ୍‌ କଣ୍ଠଶିଳ୍ପୀ ତଥା ଭଜନ ଗାୟିକା ଅନୁରାଧା ପୋଡ୍‌ୱାଲଙ୍କ ପୁଅ ଆଦିତ୍ୟ ପୋଡ୍‌ୱାଲଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୫ ବର୍ଷ ବୟସ ହୋଇଥିଲା। ଆଦିତ୍ୟଙ୍କ ପରଲୋକ ନେଇ ସିଙ୍ଗର ଓ କମ୍ପୋଜର୍ ଶଙ୍କର ମହାଦେବନ୍‌ ସୋସିଆଲ୍‌ ମିଡିଆରେ ସୂଚନା ଦେଇଛନ୍ତି। https://www.facebook.com/shankarlive/posts/10157992750988640...

CoronaDeathsInOdisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକରୁ ୩, ଖୋର୍ଦ୍ଧାରୁ ୨, ବଲାଙ୍ଗିର, ଯାଜପୁର, କନ୍ଧମାଳ,କେନ୍ଦୁଝର, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏ...

neet exam
NEET 2020: ପରୀକ୍ଷାର୍ଥୀଙ୍କ ପାଇଁ ଗଡ଼ିବ ୪ ସ୍ପେଶାଲ୍‌‌ ଟ୍ରେନ୍‌

ଭୁବନେଶ୍ୱର: ଆସନ୍ତାକାଲି ହେବ National Eligibility cum Entrance Test(NEET)। ଏଥିପାଇଁ ରାଜ୍ୟର ବିଭିନ୍ନ ସହରରେ ପରୀକ୍ଷା କେନ୍ଦ୍ର କରାଯାଇଛି। ଦୂରଦୂରାନ୍ତର ଆସୁଥିବା ଛାତ୍ରଛାତ୍ରୀମାନେ କିଭଳି ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ ସେନେଇ ମଧ୍ୟ ପ୍ରସ୍ତୁତି କରାଯାଇଛି। ଛାତ୍ରଛାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଲ୍‌ୱେ ପକ୍ଷରୁ ୪ଟି ସ୍ପେଶାଲ...

କରୋନା ଭ୍ୟାକ୍‌ସିନ୍‌କୁ ନେଇ ଆସିଲା ଭଲ ଖବର: ମାଙ୍କଡ଼ ଶରୀରରେ ପରୀକ୍ଷଣ ସଫଳ

ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେଉଥିବା ବେଳେ କରୋନା ଭ୍ୟାକ୍‌ସିନ୍‌ ପରୀକ୍ଷଣକୁ ନେଇ ଏକ ଆଶ୍ୱସ୍ତିକର ଖବର ଆସିଛି। କରୋନା ପାଇଁ ଭାରତରେ ପ୍ରସ୍ତୁତ ହେଉଥିବା କରୋନା ଭ୍ୟାକ୍‌ସିନ୍‌ କୋଭାକ୍ସିନ୍ ପଶୁଙ୍କ ଉପରେ ପରୀକ୍ଷଣ ସଫଳ ହୋଇଥିବା ଜଣାପଡ଼ିଛି। ଏ ନେଇ ଗତକାଲି କୋଭାକ୍ସିନ୍...

medicine
ବଜାରରେ ମିଳିବ ଏହି ୨ କରୋନା ଔଷଧ

ଭୁବନେଶ୍ୱର: କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ବ୍ୟବହାର କରାଯାଉଥିବା Favipiravir ଟାବ୍‌ଲେଟ୍‌ ଓ Remdesivir ଇଞ୍ଜେକ୍ସନ ବିକ୍ରି ପାଇଁ Drugs Controller General of India(DCGI) ପକ୍ଷରୁ ଅନୁମତି ଦିଆଯାଇଛି। ଏଣିକି ଏହି ୨ଟି ଔଷଧ ବଜାରେ ମିଳିବ। ଏ ନେଇ ଓଡ଼ିଶା DIRECTORATE OF DRUGS CONTROL...

viku-seth
ଯାତ୍ରା କଳାକାର ଭିକୁ ସେଠ୍‌ଙ୍କ ପରଲୋକ

ଭୁବନେଶ୍ୱର: ଖୁମ୍ପି ଦେଲୁ, ଭଲ କଲୁ … ମିନା ଭଲ ନାଚିଲ … ଭିକୁ ସେଠ୍‌ଙ୍କ ମୁହଁରୁ ଏହି ଡାଇଲଗ୍ ଆଉ ଶୁଣିବାକୁ ମିଳିବ ନାହିଁ। ଏହି ଲୋକପ୍ରିୟ ଯାତ୍ରା କଳାକାର ଭିକୁ ସେଠ୍ ଓରଫ୍ ମହେନ୍ଦ୍ର ଦାସଙ୍କ ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୫...

ଚୋରି ଗାଡ଼ିର ଠିକଣା ଦେବା ପାଇଁ ଟଙ୍କା ମାଗିଲେ ସାମ୍ବାଦିକ !

ବରଗଡ଼: ଚୋରି ହୋଇଥିବା ଗାଡ଼ିର ଠିକଣା ଦେବା ପାଇଁ ଗାଡି ମାଲିକଙ୍କଠୁ ଜଣେ ସାମ୍ବାଦିକ ଟଙ୍କା ମାଗିଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛିି ବରଗଡ଼ ଜିଲ୍ଲାରୁ। ଏହି ଘଟଣାରେ ପୋଲିସ ସମ୍ପୃକ୍ତ ସାମ୍ବାଦିକଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୂଚନା ଅନୁସାରେ, ବରଗଡ ଶିବାନନ୍ଦ ନଗରର ପ୍ରମୋଦ...

amit shah 1
ପୁଣି ଥରେ ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଅମିତ ଶାହ

ନୂଆଦିଲ୍ଲୀ: ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହେବାର ୨ ସପ୍ତାହ ପରେ ପୁଣି ଥରେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ପୁଣିଥରେ ଶନିବାର ଦିନ ନୂଆଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ତେବେ...

rain
Weather Update In Odisha: ଲଘୁଚାପ ପ୍ରଭାବରେ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଜି ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ...

exam
ଆଜି NEET ପରୀକ୍ଷା, ପରୀକ୍ଷାର୍ଥୀଙ୍କ ପାଇଁ ଓଡ଼ିଶାରେ ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ଆଜି ସାରା ଦେଶରେ ସର୍ବଭାରତୀୟ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା(NEET) ହେବ। ୧୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଓଡ଼ିଶାରେ ୩୭ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଏଥିପାଇଁ ୭ଟି ସହରରେ ୮୩ଟି ପରୀକ୍ଷା କେନ୍ଦ୍ର ହୋଇଛି। ଆଜି ଅପରାହ୍ଣ ୨ଟାରୁ ୫ଟା ଯାଏ ପରୀକ୍ଷା...

treatment
କରୋନା ମୁକ୍ତ ବ୍ୟକ୍ତିଙ୍କ ପାଇଁ ପ୍ରୋଟୋକଲ୍ ଜାରି କଲା ସ୍ୱାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ: କରୋନା ପରବର୍ତ୍ତୀ ପରିଚାଳନା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ପ୍ରୋଟୋକଲ୍ ଜାରି ହୋଇଛି। ଏହି ନୂଆ ପ୍ରୋଟୋକଲ୍‌ରେ କରୋନାରୁ ମୁକ୍ତ ହୋଇଥିବା ବ୍ୟକ୍ତି କିପରି ରହିବେ, କିପରି ନିଜ ସ୍ୱାସ୍ଥ୍ୟର ଯତ୍ନ ନେବେ ସେସମ୍ପର୍କରେ ଉଲ୍ଲେଖ କରାଯିବା ସହ ଏହାକୁ ପାଳନ...

ହଠାତ୍‌ ଆକାଶରୁ ଖସିଲା ବେଲୁନ୍‌, ଖଞ୍ଜା ଯାଇଥିଲା ଏହିସବୁ ଜିନିଷ...

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ୍‌ ଅନ୍ତର୍ଗତ ସାନଡଙ୍ଗର ଗାଁରେ ଖସି ପଡ଼ିଥିବା ଏକ ଉଡ଼ନ୍ତା ବେଲୁନ୍‌କୁ ନେଇ ଏବେ ଆତଙ୍କ ସୃଷ୍ଟି ହୋଇଛି। ବେଲୁନ୍‌ରେ ଜିପିଏସ୍ ସିଷ୍ଟମ୍‌‌ ଓ ଇଲେକ୍ଟ୍ରୋନିକ୍ ସର୍କିଟ ଲାଗିଥିବା ଦେଖିବାକୁ ମିଳିଥିଲା। ଯାହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ହୋଇଯାଇଛନ୍ତି। ସୂଚନା ଅନୁସାରେ,...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।