• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

corona
୨୪ ଘଣ୍ଟାରେ ଓଡ଼ିଶାରେ ୩,୯୧୩ କରୋନା ପଜିଟିଭ୍‌ ଚିହ୍ନଟ, ଦେଢ଼ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୯୧୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦେଢ଼ ଲକ୍ଷ ପାର୍‌ କରିଛି।  ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates...

Corona Deaths In Odisha: ଦିନକରେ ଆଖି ବୁଜିଲେ ୧୦ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ୩, କଟକରୁ ୨, ବାଲେଶ୍ୱର, ଗଞ୍ଜାମ, କଳାହାଣ୍ଡି, ମୟୂରଭଞ୍ଜ, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ...

murder
ଶୋଇଥିବା ଅବସ୍ଥାରେ ମା’ ଓ ୭ ବର୍ଷର ଝିଅକୁ ହତ୍ୟା

କେନ୍ଦୁଝର: ଶୋଇଥିବା ଅବସ୍ଥାରେ ଜଣେ ମହିଳା ଓ ତାଙ୍କର ୭ ବର୍ଷର ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତେବେ ମହିଳାଙ୍କ ୫ ବର୍ଷର ପୁଅ ଆକ୍ରମଣକାରୀଙ୍କ ଆକ୍ରମଣରୁ ବର୍ତ୍ତି ଯାଇଥିବା ଜଣାପଡ଼ିଛି। କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅନ୍ତର୍ଗତ ଶଙ୍କରପୁର ଗାଁ ଧଳାଡିହି ସାହିରେ ଗତକାଲି ବିଳମ୍ବିତ...

corona updates in odisha
୪୭ ଲକ୍ଷ ଟପିଲା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୯୪ ହଜାରରୁ ଅଧିକ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଭାରତରେ ୯୪, ୩୭୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧,୧୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୮,୫୮୬ରେ ପହଞ୍ଚିଛି। ସେହିପରି ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୫୪,୩୫୬କୁ ଛୁଇଁଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର...

ଛାତ ଉପରେ ମହିଳାଙ୍କୁ ହତ୍ୟା !

ଭଞ୍ଜନଗର: ଘରର ଛାତ ଉପରେ ବସିଥିବା ବେଳେ ବାଡ଼ିପଟୁ ଆସି ଜଣେ ମହିଳାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲ୍ଲା ଭଞ୍ଜନଗରରୁ ଏଭଳି ଅଭିଯୋଗ ଆସିଛି। ମୃତକଙ୍କ ନାଁ ଜ୍ୟୋସ୍ନା ରାଣୀ ସାହୁ। ଭଞ୍ଜନଗର ଥାନା ଅନ୍ତର୍ଗତ ମଳାସପଦର ଛକ ନିକଟରେ ତାଙ୍କ...

rhea
ନା ଅଛି ବେଡ୍‌ ନା ତକିଆ...ଜେଲ୍‌ରେ ଏବେ ଏମିତି କଟୁଛି ରିୟାଙ୍କ ଦିନ

ମୁମ୍ବାଇ: ନା ଅଛି ଆଲିସାନ୍ ଗଦି…ନା ଏସି…ଏପରିକି ମନ ପସନ୍ଦର ଟିଭି ଚ୍ୟାନେଲ୍ ଦେଖିବାର ସୁବିଧା ମଧ୍ୟ ନାହିଁ। ମୁମ୍ବାଇ Byculla ଜେଲ୍‌ରେ ଏବେ ଏମିତି କଟୁଛି ବଲିଉଡ୍‌ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଦିନ। ଅଭିନେତା ସୁଶାନ୍ତ ସିଂହ ରାଜପୁତ୍‌ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ୍‌ରେ ଗିରଫ ହୋଇଥିବା...

chella kumar
ଓଡ଼ିଶା କଂଗ୍ରେସ ପ୍ରଭାରୀ ଏ. ଚେଲ୍ଲା କୁମାରଙ୍କୁ କରୋନା

ଭୁବନେଶ୍ୱର: ନବନିଯୁକ୍ତ ଓଡ଼ିଶା କଂଗ୍ରେସ ପ୍ରଭାରୀ ଏ. ଚେଲ୍ଲା କୁମାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ସଂକ୍ରମିତ ନେଇ ସେ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ କରୋନା ଟେଷ୍ଟ୍‌ କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି।

cloud
Weather Update In Odisha: ୨୪ ଘଣ୍ଟାରେ ୪ ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ,...

union health minister
କେବେ ମିଳିବ କରୋନା ଭ୍ୟାକ୍‌ସିନ୍ ? ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ୨୦୨୧ ମସିହା ଆରମ୍ଭ ବେଳକୁ କୋଭିଡ୍-୧୯ ଭ୍ୟାକ୍‌ସିନ୍‌ ଉପଲ୍ଲବ୍ଧ ହୋଇପାରେ। ଏ ନେଇ ଆଶା କରାଯାଉଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡଃ ହର୍ଷବର୍ଦ୍ଧନ କହିଛନ୍ତି। ତେବେ ଏହି ଭ୍ୟାକ୍‌ସିନ୍‌ କେବେ ଲଞ୍ଚ ହେବ ସେନେଇ ନିର୍ଦ୍ଦିଷ୍ଟ ତାରିଖ ଧାର୍ଯ୍ୟ ହୋଇନଥିଲେ ମଧ୍ୟ ୨୦୨୧ ପ୍ରଥମ ୩ ମାସ...

parliament 1
ଆଜିଠୁ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେଶନ। କୋଭିଡ୍ ପାଇଁ ସଂସଦର ଉଭୟ ଗୃହରେ ଯଥେଷ୍ଟ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସାମାଜିକ ଦୂରତା ସହ ସଦସ୍ୟଙ୍କ ବସିବା ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି। ପେପର୍ ବଦଳରେ ଗୃହ କାର୍ଯ୍ୟକୁ ଡିଜିଟାଲ୍ କରିବା ଉପରେ ଗୁରୁତ୍ୱ ଦିଆଯାଇଛି।...

samir mohanty
ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ କରୋନା, ହସ୍ପିଟାଲ୍‌ରେ ଭର୍ତ୍ତି

ଭୁବନେଶ୍ୱର: ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗତକାଲି କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ଟ୍ୱିଟ୍‌ କରି ନିଜେ ଏହି ସୂଚନା ଦେଇଛନ୍ତି ସମୀର ମହାନ୍ତି। କରୋନା ସଂକ୍ରମିତ ହେବାପରେ ତାଙ୍କୁ ଏବେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି। କିଛି ଦିନ ଭିତରେ ଯେଉଁମାନେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।