ସିଏନ୍ଜି ଓ ପିଏନ୍ଜି ଦର ହ୍ରାସ ପାଇଥିବା ବେଳେ ଆଜି ମଧ୍ୟରାତ୍ରରୁ ନୂଆ ଦର ଲାଗୁ ହେବ। ଜାଣନ୍ତୁ, କେଉଁ ସହରରେ କେତେ କମିବ ସିଏନ୍ଜି ଓ ପିଏନ୍ଜି ଦର...
ସୌର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ, ଶନିବାର, ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୨ୟା ଦିବା ୧୦.୧୧ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ –...
ଅଧା ଅପରେସନ୍ରୁ ହାତ ଟେକି ଦେଲେ ଡାକ୍ତର। ଆଉ କହିଲେ, ରୋଗୀଙ୍କ ଅବସ୍ଥା ସିରିୟସ୍। ବାଲେଶ୍ୱରରେ ଅପରେସନ୍ ହୋଇପାରିବ ନାହିଁ। କଟକ କିମ୍ବା ଭୁବନେଶ୍ୱରର କୌଣସି ବଡ଼ ହସ୍ପିଟାଲକୁ ନେଇ ଯାଅ। ଏହା କହି ମହିଳାଙ୍କ ପେଟରେ ଷ୍ଟିଚ୍ ପକାଇ ପଳାଇଲେ ଡାକ୍ତର।
ସବୁଦିନ ପାଇଁ ସ୍ୱାମୀଙ୍କୁ ରାସ୍ତାରୁ ହଟାଇବା ପାଇଁ ମହିଳା ଜଣକ ପ୍ରେମିକ ସହ ମିଶି ପ୍ଲାନ୍ କରିଥିଲେ। ପ୍ଲାନ୍ ଅନୁସାରେ, ଧାରୁଆ ଅସ୍ତ୍ରରେ ସ୍ୱାମୀଙ୍କୁ ହତ୍ୟା କରି ପ୍ରମାଣ ଲୁଚାଇବା ପାଇଁ ମୃତଦେହରେ ଲୁଣ ଢାଳି ଦେଇଥିଲେ।
ବୁଡ଼ାବାହାଲ ପଞ୍ଚାୟତର ସରପଞ୍ଚ ଯୁଗଲାଲ ମାଝୀ ନୋମିନେସନ ସମୟରେ ନକଲି SLC ବା ସ୍କୁଲ୍ ଲିଭିଙ୍ଗ ସାର୍ଟିଫିକେଟ ଦେଇଥିବା ଜଣାପଡ଼ିଛି।
ଘର ନିକଟ ଛାତ ଉପରେ ଥିବା ପାଣି ଟାଙ୍କିରୁ ୯ ବର୍ଷ ଶିଶୁର ପଚା ଶବ ଉଦ୍ଧାର କରାଯାଇଛି। ନିଖୋଜର ୨ ଦିନ ପରେ ପାଣି ଟାଙ୍କି ଭିତରୁ ମିଳିଲା ମୃତଦେହ।
କ୍ଲାଉଡ୍ଫଟ୍ ନାମକ ଏକ ଆପ୍ ଜରିଆରେ କୋଟି କୋଟି ଟଙ୍କାର ଠକେଇ ହୋଇଥିବା ଅଭିଯୋଗ ହୋଇଛି। ୫୦ ଟଙ୍କା ରଖିଲେ ପ୍ରତି ସପ୍ତାହରେ ୪୯ ଟଙ୍କାର ଲାଭ ଦେଖାଇ ଲୋକଙ୍କୁ ଠକିଥିବା ହୋଇଛି।
ରାଜ୍ୟରେ ଚଳିତ ମାସରୁ ବାଧ୍ୟତାମୂଳକ ହେବ ଓଡ଼ିଆରେ ନାମଫଳକ। ସବୁ ଦୋକାନ, ବ୍ୟବସାୟିକ ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସଂସ୍ଥାରେ ନାମଫଳକକୁ ଓଡ଼ିଆରେ ଲେଖାଯିବ।
ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଦେଖିବାକୁ ମିଳିଥିଲା।
ସାଧାରଣ ନିର୍ବାଚନ ପୂର୍ବରୁ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବିଜେଡିରେ ଗୋଷ୍ଠୀ କନ୍ଦଳ ଦେଖିବାକୁ ମିଳିଛି। ମନ୍ତ୍ରୀ ଅଶ୍ୱିନୀ ପାତ୍ରଙ୍କୁ ଚ୍ୟାଲେଞ୍ଜ କରି ଜିଲ୍ଲାର ଅନ୍ୟ ଏକ ବିଜେଡି ଗୋଷ୍ଠୀ ସଭା କରିଛନ୍ତି।
ମଦ ପିଇ ସାର୍ ଫୁଲ୍ ମାତାଲ୍। ଖାଲି ସାର୍ ନୁହନ୍ତି ତାଙ୍କ ସହ ଛାତ୍ରାବାସର ରୋଷେୟା ମଧ୍ୟ ମଦ ପିଇ ଗଡ଼ିଲେ। ପରିସ୍ଥିତି ଏପରି ହୋଇଥିଲା ଯେ, ସ୍ଥାନୀୟ ସରପଞ୍ଚ ଓ ଗାଁ ଲୋକେ ଉଭୟଙ୍କୁ ମେଡ଼ିକାଲ୍ରେ ଭର୍ତ୍ତି କରିଥିଲେ।
ଅନ୍ୟ ଜଣେ ବ୍ୟକ୍ତିଙ୍କ ସହ ଭାଉଜଙ୍କ ସମ୍ପର୍କ ଥିବା ସନ୍ଦେହ କରି ରାଗରେ ରକ୍ତ ଚାଉଳ ଚୋବାଉ ଥିଲା ଦିଅର। ଶେଷରେ ପରିସ୍ଥିତି ଏତେ ବିଗିଡ଼ି ଯାଇଥିଲା ଯେ, ୩୦ ବର୍ଷୀୟ ବ୍ୟକ୍ତି ଜଣକ ନିଜ ଭାଉଜ ଓ ତାଙ୍କର ୨ ପିଲାଙ୍କୁ ହତ୍ୟା କରିବାକୁ ମଧ୍ୟ ପଛାଇଲା...
ଠକେଇ ଅଭିଯୋଗରେ କନ୍ଧମାଳ ଜିଲ୍ଲା ଫୁଳବାଣୀ ବ୍ରାଞ୍ଚ୍ର SBI ଡେପୁଟି ମ୍ୟାନେଜର ଆଶୁତୋଷ ଆଚାର୍ଯ୍ୟଙ୍କୁ EOW ଗିରଫ କରିଛି। ଆଶୁତୋଷ ବେଆଇନ୍ନ ଭାବେ ୫୯ଟି ଏକ୍ସପ୍ରେସ୍ କ୍ରେଡିଟ ଲୋନ୍ ଅନୁମତି ଦେଇଥିବା ଅଭିଯୋଗ ରହିଛି।
ମେଟ୍ରୋ ଟ୍ରେନ୍ରେ ଟିଭି ଅଭିନେତ୍ରୀ ଉର୍ଫି ଜାଭେଦଙ୍କ ଦେଶୀ ଭର୍ସନ ଯାତ୍ରା ଭିଡିଓ ଭାଇରାଲ୍ ଘଟଣା ପରଠୁ ଦିଲ୍ଲୀ ମେଟ୍ରୋକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦିଲ୍ଲୀ ମେଟ୍ରୋରେ ଘଟିଥିବା ଏଭଳି ଅଜବ ଘଟଣାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି।
ଚୈତ୍ର ପୂର୍ଣ୍ଣିମା ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ବର୍ଷ ସାରା ବୁଡ଼ି ରହିଥିବା ନନ୍ଦା ଓ ଭଦ୍ରା ଚାପ ଡଙ୍ଗା ସମେତ ଅନ୍ୟ ଡଙ୍ଗାକୁ ଭୋଇ ସେବାୟତ ବାହାର କରିଛନ୍ତି।
ଲଗାତାର ୬ଥର ବୃଦ୍ଧି ପରେ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (RBI) ରେପୋ ରେଟ୍ (Repo Rate) ଅପରିବର୍ତ୍ତିତ ରଖିଛି। ଏନେଇ RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଘୋଷଣା କରିଛନ୍ତି।
ସାମାନ୍ୟ ଚିକେନ୍ ତରକାରୀ ପାଇଁ ପୁଅର ଜୀବନ ନେଲା ବାପା। ଘରେ ପ୍ରସ୍ତୁତ ହୋଇଥିବା ଚିକେନ୍ ତରକାରୀ ସ୍ୱାଦ ନଲାଗିବାରୁ ଏଥିରେ ରାଗି ଯାଇ ଜଣେ ବ୍ୟକ୍ତି ନିଜ ୩୨ ବର୍ଷୀୟ ପୁଅକୁ ହତ୍ୟା କରିଥିବା ସୂଚନା ମିଳିଛି।
ନିଦରେ ଶୋଇଗଲେ ରେଲ୍ୱେ ଫାଟକରେ ଡ୍ୟୁଟିରେ ଥିବା ଗେଟ୍ ମ୍ୟାନ୍, ଆଉ ଭୁଲିଗଲେ ଟ୍ରେନ୍କୁ ସିଗ୍ନାଲ ଦେବା। ଶେଷରେ ନିଜେ ଲୋକ ପାଇଲଟ୍ ଟ୍ରେନ୍ରୁ ଓହ୍ଲାଇ ସିଗ୍ନାଲ ଦେଇଥିଲେ ଓ ଅନ୍ୟ ଜଣେ ଲୋକ ପାଇଲଟ୍ ଟ୍ରେନ୍ ଚଲାଇ ଥିଲେ।
୨ଟି ଟ୍ରେଲର ମୁହାଁମୁହିଁ ଧକ୍କା ହେବାରୁ ୨ଟି ଯାକ ଟ୍ରେଲର ଜଳି ଯାଇଥିଲା। ଏହି ସମୟରେ ପଛପଟୁ ଆଉ ଏକ ୧୬ ଚକିଆ ଟ୍ରକ୍ ଧକ୍କା ଦେବା ସହ ଜଳି ଯାଇଥିଲା।
ବିବାହ ଉପହାରରେ ମିଳିଥିବା ହୋମ୍ ଥିଏଟର ମ୍ୟୁଜିକ୍ ସିଷ୍ଟମ ବିସ୍ଫୋରଣ ଯୋଗୁ ୨ ଜଣଙ୍କ ଜୀବନ ଚାଲି ଯାଇଛି। ମୃତକଙ୍କ ମଧ୍ୟରେ ନବବିବାହିତ ଯୁବକ ଓ ତାଙ୍କ ଭାଇ ଅଛନ୍ତି।