• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ପ୍ରବାସୀ ଶ୍ରମିକ ବସ୍ ଅଟକ

ସୋର: ଗାଡ଼ିର କାଗଜପତ୍ର ଠିକ୍‌ ନ ଥିବା ତଥା କୋଭିଡ୍ ପାସ୍ ଓ ଅଧିକ ଯାତ୍ରୀ ଥିବାରୁ  ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍‌କୁ ଅଟକ ରଖିଲେ ସରପଞ୍ଚ। ବାଲେଶ୍ୱର ସୋର ଥାନା ଅଞ୍ଚଳ ଏକ ଗାଁ ନିକଟରେ ଗତକାଲି ରାତିରୁ ଏହି ବସ୍‌କୁ ଅଟକ ରଖାଯାଇଛି। ...

naveen patnaik
ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ: JDU ପ୍ରାର୍ଥୀଙ୍କୁ ବିଜେଡିର ସମର୍ଥନ

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜ୍ୟସଭା ଉପାଧ୍ୟକ୍ଷ ପଦ ପାଇଁ JDU ପ୍ରାର୍ଥୀ ହରିବଂଶ ନାରାୟଣ ସିଂଙ୍କୁ ବିଜେଡି ସମର୍ଥନ କରିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପୂର୍ବରୁ ସେପ୍ଟେମ୍ବର ୧୦ରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିହାର ମୁଖ୍ୟମନ୍ତ୍ରୀ ନୀତିଶ...

Corona Update In Odisha: ଆଜି ସର୍ବାଧିକ ୪,୧୯୮ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୪,୧୯୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୪,୧୯୮ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୭୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି...

coronavirus 11
୨୪ ଘଣ୍ଟାରେ ଓଡ଼ିଶାରେ ୧୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକରୁ ୪, ବଲାଙ୍ଗିର ଓ ଖୋର୍ଦ୍ଧାରୁ ୨ଜଣ ଲେଖାଏ,  କନ୍ଧମାଳ, ମୟୂରଭଞ୍ଜ ଓ ନୟାଗଡ଼ରୁ ଜଣେ ଲେଖାଏ...

gold ornaments
Gold Price Today: ସୁନା ଦରରେ ବୃଦ୍ଧି, ରୂପା ବି ହେଲା ମହଙ୍ଗା

ନୂଆଦିଲ୍ଲୀ: ସପ୍ତାହ ଆରମ୍ଭରୁ ସୁନା ଓ ରୂପା ଦରରେ ବୃଦ୍ଧି ଦେଖିବାକୁ ମିଳିଛି। ଆଜି ଟ୍ରେଡିଂ ଆରମ୍ଭରୁ ସୁନା ଓ ରୂପା ଦରରେ ବୃଦ୍ଧି ଦେଖିବାକୁ ମିଳିଥିଲା। ଆଜି ପାଖାପାଖି ଦିନ ୧୦ଟାରେ ସୁନା ଦର Multi Commodity Exchange(MCX)ରେ ୧୨୨ଟଙ୍କା ବୃଦ୍ଧି ସହ ପ୍ରତି ୧୦ ଗ୍ରାମକୁ...

କଟକରେ ନକଲି ପୂଜା ଘିଅ ଫ୍ୟାକ୍ଟ୍ରି ଠାବ

ଚୌଦ୍ୱାର: କଟକ ଚୌଦ୍ୱାର ଥାନା ଅଞ୍ଚଳରୁ ଏକ ନକଲି ଫ୍ୟାକ୍ଟ୍ରି ଠାବ ହୋଇଛି। ପୌରପାଳିକା ୯ ନମ୍ବର ୱାର୍ଡ ବେଉରା ସାହିରୁ ଚୌଦ୍ୱାର ପୋଲିସ୍ ଆଜି‌ ଏହି ଫ୍ୟାକ୍ଟ୍ରିକୁ ଠାବ କରିଛି। ଏଠାରେ ନକଲି ପୂଜା ଘିଅ ଓ ଖାଇବା ସସ୍ ପ୍ରସ୍ତୁତ କରାଯାଇ‌ ବଜାରକୁ ଛଡାଯାଉଥିବା ନେଇ...

samir das
ମନ୍ତ୍ରୀ ସମୀର ଦାଶ ଓ ତାଙ୍କ ପତ୍ନୀ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର: ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ତାଙ୍କ ପତ୍ନୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।ଉଭୟଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ଟ୍ୱିଟ୍ କରି ମନ୍ତ୍ରୀ ନିଜେ ଏହି ସୂଚନା ଦେଇଛନ୍ତି। ‘ଆମେ ସୁସ୍ଥ ଅଛୁ ଓ ଗତ ୭ଦିନ ମଧ୍ୟରେ ଆମ୍ଭମାନଙ୍କ ସଂସ୍ପର୍ଶରେ...

china spy
ପଦାରେ ପଡ଼ିଲା ଚୀନର ଚକ୍ରାନ୍ତ: ଭାରତର ପ୍ରମୁଖ ରାଜନେତାଙ୍କ ଉପରେ ରଖିଛି ଗୁଇନ୍ଦା ନଜର !

ନୂଆଦିଲ୍ଲୀ: ଭାରତ ଉପରେ ନଜର ରଖିଛି ଚୀନ ! ଦେଶର ୧୦ ହଜାର ଗୁୁରୁତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ଉପରେ ଚୀନ ସରକାର ତୀକ୍ଷ୍ଣ ନଜର ରଖିଛନ୍ତି। ଚୀନ ସରକାରଙ୍କ ଅଧିନରେ ଥିବା ‌ଆଇଟି କମ୍ପାନୀ ଜେନ୍ ୱାଙ୍ଗ ଭାରତର ପ୍ରମୁଖ ବ୍ୟକ୍ତିଙ୍କ ଗତିବିଧି ସମ୍ପର୍କରେ ଟିକ୍‌ନିକ୍‌‌ ତଥ୍ୟ ସଂଗ୍ରହ କରୁଥିବା...

ମୋବାଇଲ୍‌ ପାଇଁ ପାଣିକୁ ଡେଇଁଲେ ଇଞ୍ଜିନିୟର, ହେଲେ ଆଉ ଫେରିଲେନି

ବୌଦ୍ଧ: ପାଣିରେ ବୁଡ଼ି ଇଞ୍ଜିନିୟରଙ୍କ ମୃତ୍ୟୁ। ବୌଦ୍ଧ ଜିଲ୍ଲା ପାଲଝରରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ଇଞ୍ଜିନିୟର ହେଲେ ତାମିଲନାଡୁର ଆର୍ ମୁକୁନ୍ଦମ୍। ସୂଚନା ଅନୁସାରେ, ପାଲଝର ନିକଟରେ ଥିବା ସାଲୁଙ୍କି ଡ୍ୟାମ୍‌କୁ ମୁକୁନ୍ଦମ୍ ତାଙ୍କ ୩ଜଣ ସହଯୋଗୀଙ୍କ ସହ ଗାଧୋଇବାକୁ ଯାଇଥିଲେ। ଅସାବଧାନତା ଯୋଗୁ ତାଙ୍କ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।