ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍ ମୃତ୍ୟୁ ମାମଲାରେ ପ୍ରତ୍ୟେକ ଦିନ କିଛି ନା କିଛି ନୂଆ ଖୁଲାସା ହେଉଛି। ଏହି ମାମଲାରେ ଡ୍ରଗ୍ସ ଲିଙ୍କ୍କୁ ନେଇ Narcotics Control Bureau (NCB) ଏବେ ଏହାର ଯାଞ୍ଚ କରୁଛି। Aaj Takର ଏକ ରିପୋର୍ଟ ଅନୁସାରେ, ସୁଶାନ୍ତଙ୍କ ଫାର୍ମହାଉସ୍କୁ...
ଭୁବନେଶ୍ୱର: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଓଡ଼ିଶାର ୫ଟି ସହରରେ ଥିବା ଘରୋଇ ହସ୍ପିଟାଲ୍ ଗୁଡ଼ିକରେ ଅଧିକ ବେଡ୍ ସଂରକ୍ଷିତ ରଖିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୫ ମହାନଗର କଟକ, ଭୁବନେଶ୍ୱର, ସମ୍ବଲପୁର, ବ୍ରହ୍ମପୁର ଏବଂ ରାଉରକେଲାରେ...
ନୂଆଦିଲ୍ଲୀ: ସେପ୍ଟେମ୍ବର ୨୫ରୁ ସାରା ଦେଶରେ ପୁଣି ଥରେ ଲକ୍ଡାଉନ୍ କରିବାକୁ National Disaster Management Authority (NDMA) କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିବା ଖବର ମିଛ। ଏଥିରେ କୌଣସି ସତ୍ୟତା ନାହିଁ ବୋଲି ସ୍ପଷ୍ଟ କରିଛନ୍ତି କେନ୍ଦ୍ର ସରକାର। ଏହା ଫେକ୍ ନ୍ୟୁଜ୍ ବୋଲି କହିଛି Press...
ନୂଆଦିଲ୍ଲୀ: ୨୦୨୪ ଶେଷ ଯାଏ ହୁଏତ ବିଶ୍ୱର ସବୁ ଲୋକଙ୍କୁ ପର୍ଯ୍ୟାପ୍ତ ପରିମାଣରେ କୋଭିଡ୍-୧୯ ଭ୍ୟାକ୍ସିନ୍ ମିଳି ନ ପାରେ। Serum Institute of Indiaର ସିଇଓ ଅଦର ପୁନାଓ୍ୱାଲା ଏଭଳି ଆଶଙ୍କା ପ୍ରକାଶ କରିଛନ୍ତି। ସେ ଆକଳନ କରିଛନ୍ତି, ଯଦି କୋଭିଡ୍-୧୯ ଭ୍ୟାକ୍ସିନ୍ ୨ଟି ଡୋଜ୍ ବିଶିଷ୍ଟ...
ନୂଆଦିଲ୍ଲୀ: ଏଣିକି ଦେଶ ବାହାରକୁ ଯିବନି ପିଆଜ। କରୋନା ମହାମାରୀ ସଙ୍କଟ ଭିତରେ ଦେଶରେ ବଢ଼ି ଚାଲିଥିବା ପିଆଜ ଦରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସୋମବାର ଦିନ ଏଭଳି ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ମୁତାବକ, ଦେଶ ବାହାରକୁ ପିଆଜ ରପ୍ତାନୀ ଉପରେ ତୁରନ୍ତ ପ୍ରତିବନ୍ଧକ ଲଗା ଯାଇଛି।...
ରାୟଗଡ଼ା: ତେଲ ବୋଝେଇ ଟ୍ୟାଙ୍କରରେ ଗଞ୍ଜେଇ ଚୋରା ଚାଲାଣ। ତା’ପୁଣି ପ୍ୟାକେଟ୍ ପ୍ୟାକେଟ୍। ରାୟଗଡ଼ା ଜିଲ୍ଲାରେ ଏଭଳି ଅଭିନବ ଢଙ୍ଗରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ଏସବୁ ଧରାପଡ଼ି ଯାଇଥିଲା। ସୂଚନା ଅନୁସାରେ, ଗତ ଶନିବାର ଚେକିଂ ଚାଲିଥିବା ବେଳେ ଏକ ତେଲ ବୋଝେଇ ଟ୍ୟାଙ୍କରରେ ସଠିକ...
ଭୁବନେଶ୍ୱର: ବିଜେଡି ବିଧାୟକ ପ୍ରଦୀପ ମହାରଥୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସୋସିଆଲ୍ ମିଡିଆରେ ସେ ନିଜେ ଏହି ସୂଚନା ଦେଇଛନ୍ତି। ଗତ କିଛି ଦିନ ଭିତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ଆବଶ୍ୟକସ୍ଥଳେ କରୋନା ଟେଷ୍ଟ୍ କରାଇ ନିଅନ୍ତୁ ବୋଲି ପ୍ରଦୀପ ମହାରଥୀ କହିଛନ୍ତି।
ୱାଶିଂଟନ୍: ଚୀନ୍ ବିରୋଧରେ ଆମେରିକା ପୁଣି କଠୋର ହୋଇଛି। ଚୀନରୁ ଆମଦାନୀ ହେଉଥିବା ୫ ପ୍ରକାରର ସାମଗ୍ରୀ ଉପରେ ବ୍ୟାନ୍ ଲଗାଇଛି ଆମେରିକା। ଚୀନର ଜିନଜାଙ୍ଗ୍ ପ୍ରୋଭିନ୍ସରୁ ଆମଦାନୀ ହେଉଥିବା ୫ଟି ସାମଗ୍ରୀକୁ ବ୍ୟାନ୍ କରାଯାଇଛି। ଏହି ୫ ସାମଗ୍ରୀ ହେଲା- କଟନ, ହେୟାର ପ୍ରଡକ୍ଟସ୍, କମ୍ୟୁଟର ଉପକରଣ...
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୬୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୬୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୫୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି...
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକରୁ ୩, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ସମ୍ବଲପୁର, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ...
ଢେଙ୍କାନାଳ: ହଜିଗଲା ମାନବିକତା। ରୋଗୀଙ୍କୁ ଚିକିତ୍ସା କରିବା ତ ଦୂରର କଥା ଆହା ପଦେ କହିବା ପାଇଁ ବି କେହି ବାହାରିଲେନି। ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଦେଖିବାକୁ ମିଳିଛି ଏଭଳି କିଛି ଅଭାବନୀୟ ଦୃଶ୍ୟ। ମେଡିକାଲ ପରିସରରେ ତଳେ ପଡ଼ିଛନ୍ତି ଜଣେ ରୋଗୀ। ଆଉ ତାଙ୍କୁ ଚିକିତ୍ସା କରାଇବାକୁ...