• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

hair cutting
ଏହି ସେଲୁନ୍‌ରେ ମାଗଣାରେ କାଟନ୍ତୁ ଚୁଟି

କୋଚି: ସେଲୁନ୍‌ରେ ଚୁଟି କାଟିବାକୁ ଚାହୁଁଛନ୍ତି ? ତା’ବି ପୁଣି ମାଗଣାରେ। ଏଥିପାଇଁ ଆପଣଙ୍କୁ ଟଙ୍କାଟିଏ ବି ଦେବାକୁ ପଡ଼ିବ ନାହିଁ। ଆମେ ଆପଣଙ୍କୁ ଏମିତି ଏକ ସେଲୁନ୍‌ ବିଷୟରେ କହିବୁ ଯେଉଁଠି ଆପଣ ମାଗଣାରେ ଚୁଟି କାଟି ପାରିବେ। କଥାଟା ଶୁଣିକି ଟିକେ ଅଜବ ଲାଗୁଥିଲେ ମଧ୍ୟ,...

ଦୁର୍ଘଟଣା ପରେ ବାଇକ୍‌ ସହ ଜଳିଗଲେ ଯୁବକ

ନୟାଗଡ଼: ଦୁର୍ଘଟଣା ପରେ ବାଇକ୍ ସହ ଜଳିଗଲେ ଯୁବକ। ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ରଙ୍ଗମାଟିଆରେ ଆଜି ଅପରାହ୍ଣରେ ଏଭଳି ଘଟଣା ଘଟିଛି। ମୃତ ଯୁବକ ହେଲେ ଭୁବନେଶ୍ୱର ନୟାପଲ୍ଲୀ ଶବର କଲୋନୀର ଅନୁରାଗ ନାୟକ। ସୂଚନା ଅନୁସାରେ, ଅନୁରାଗ ଫୁଲବାଣୀ ଯାଉଥିଲେ। ଏହି ସମୟରେ ରଙ୍ଗମାଟିଆ...

sritam das
ଓଡ଼ିଆ ଅଭିନେତା ଶ୍ରୀତମ ଦାସଙ୍କୁ କରୋନା

ଭୁବନେଶ୍ୱର: ଓଡ଼ିଆ ଅଭିନେତା ଶ୍ରୀତମ ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସୋସିଆଲ୍‌ ମିଡିଆରେ ସେ ନିଜେ ଏହି ସୂଚନା ଦେଇଛନ୍ତି। କରୋନାରେ ସଂକ୍ରମିତ ହୋଇଥିବାରୁ ସେ ଏବେ ହୋମ୍‌ ଆଇସୋଲେସନରେ ଅଛନ୍ତି। ସମସ୍ତେ ସତର୍କ ରହିବା ସହ କିଛି ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ‌ଆସିଛନ୍ତି ସେମାନେ...

ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ରାଜ୍ୟ କ୍ୟାବିନେଟ୍‌ରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଭିଡିଓ କନଫରେନ୍ସିଂରେ ଏହି ବୈଠକ ହୋଇଥିଲା। ରାଜ୍ୟ କ୍ୟାବିନେଟରେ ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଫଳରେ ସଂଶୋଧିତ ବ୍ୟବସ୍ଥା ଅନୁସାରେ ପଞ୍ଜୀକୃତ ଟିକସଦାତା...

rain 11
୨୦ ତାରିଖ ବେଳକୁ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ସୃଷ୍ଟ ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଲଘୁଚାପ କ୍ଷେତ୍ର ଏହି ଅଞ୍ଚଳରେ ସୃଷ୍ଟ ହୋଇଥିବାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ...

କେନ୍ଦ୍ରାପଡ଼ା ବ୍ଲକ୍‌ ଅଧ୍ୟକ୍ଷ ଅନାମବନ୍ଧୁ ଧଳଙ୍କ ପରଲୋକ

କେନ୍ଦ୍ରାପଡ଼ା: ହୃଦ୍‌ଘାତରେ କେନ୍ଦ୍ରାପଡ଼ା ବ୍ଲକ୍‌ ଅଧ୍ୟକ୍ଷ ଅନାମବନ୍ଧୁ ଧଳଙ୍କ ପରଲୋକ ହୋଇଯାଇଛି। ସରକାରୀ ବାସଭବନରେ ଥିବାବେଳେ ଗତକାଲି ବିଳମ୍ବିତ ରାତିରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ପରିବାର ଲୋକ ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ...

corona
ଭାରତରେ ୩ କରୋନା ଭ୍ୟାକ୍‌ସିନ୍‌ କ୍ଲିନିକାଲ୍‌ ଟ୍ରାଏଲ୍‌ ଷ୍ଟେଜ୍‌ରେ

ନୂଆଦିଲ୍ଲୀ: କରୋନା ଭ୍ୟାକ୍‌ସିନ୍‌କୁ ନେଇ ଏବେ ଏକ ଭଲ ଖବର ଆସିଛି। କରୋନା ଭ୍ୟାକ୍‌ସିନ୍‌ ବାହାର କରିବାରେ ଭାରତକୁ ଖୁବ୍‌ଶୀଘ୍ର ସଫଳତା ମିଳିପାରେ। ବର୍ତ୍ତମାନ ଦେଶରେ ୩ଟି କରୋନା ଭ୍ୟାକ୍‌ସିନ୍‌ କ୍ଲିନିକାଲ୍‌ ଟ୍ରାଏଲ୍ ଷ୍ଟେଜ୍‌ରେ‌‌ ଅଛି। ସେଥିମଧ୍ୟରୁ Cadila ଓ Bharat Biotechର ଫେଜ୍‌-୧ ଟ୍ରାଏଲ୍‌ ସମ୍ପୂର୍ଣ୍ଣ ହୋଇଛି।...

ମଧ୍ୟାହ୍ନ ଭୋଜନ ଚାଉଳ ଆଣିବାକୁ ଯାଉଥିବା ବେଳେ ଦୁର୍ଘଟଣାର ଶିକାର; ଚାଲିଗଲା ୨ ଜୀବନ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଏନଏଚ୍ ୪୯ର ବାଙ୍ଗିରିପୋଷି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋକୁ ପଛପଟୁ ଧକ୍କା ଦେଇ ଟ୍ରକ୍‌ ଓଲଟି ପଡ଼ିବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ସ୍କୁଲ...

coronavirus 11
ଦେଶରେ ୫୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଲକ୍ଷ ପାର କରିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨ହଜାର ୦୬୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୯୦ ହଜାର ୧୨୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୯୦ ଜଣଙ୍କ ମୃତ୍ଯୁ ହୋଇଛି। ଦେଶରେ ମୋଟ ଆକ୍ଟିଭ୍ କେସ୍...

corona updates in odisha
Corona Update In Odisha: ୨୪ ଘଣ୍ଟାରେ ୪,୨୭୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୪,୨୭୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୪,୨୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୭୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।