• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ଆଖି ବୁଜିଲେ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୫୬ ହୋଇଛି।

ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ଯୋଗାଇବ ବାଇକ୍‌ ଆମ୍ବୁଲାନ୍ସ

କୋରାପୁଟ: କୋରାପୁଟ ଜିଲ୍ଲାରେ ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇବା ଲକ୍ଷ୍ୟରେ  ଯୋଡ଼ି ହେବାକୁ ଯାଉଛି ଏକ ନୂଆ ଫର୍ଦ୍ଦ। ଲୋକଙ୍କ ନିକଟରେ ତ୍ୱରିତ ସ୍ୱାସ୍ଥ୍ୟସେବା ପହଞ୍ଚାଇବା ଲକ୍ଷ୍ୟରେ ପାଇଁ କେନ୍ଦ୍ର ସରକାରଙ୍କ ସହାୟତାରେ କୋରାପୁଟ ଜିଲ୍ଲା ପାଇଁ ୮ଟି ବାଇକ୍ ଆମ୍ବୁଲାନ୍ସ ଆସି ପହଞ୍ଚିଛି। ଆମ୍ବୁଲାନ୍ସ ସେବାକୁ ଆହୁରି ସୁଗମ...

କଟକରେ ମାଲ୍‌ବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ‌

କଟକ: କଟକ ଶିଖରପୁର ଲେବଲ୍ କ୍ରସିଂ ନିକଟରେ ଆଜି ଅପରାହ୍ଣରେ ଏକ ମାଲ୍‌ବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ‌ ହୋଇଥିବା ସୂଚନା ମିଳିଛି। ମାଲ୍‌ବାହୀ ଟ୍ରେନ୍‌ଟି ଭଦ୍ରକରୁ ଖୋର୍ଦ୍ଧା ଯାଉଥିବା ବେଳେ ଶିଖରପୁର ଲେବଲ୍ କ୍ରସିଂ ନିକଟରେ ଟ୍ରେନ୍‌ର ଗୋଟିଏ ବଗି ଲାଇନ୍‌ଚ୍ୟୁତ ହୋଇଥିବା ଜଣାପଡ଼ିଛି। ୧୦ ନମ୍ବର ଟ୍ରାକ୍‌ରେ ଏହା...

tropical cyclone
ଏକାଥରେ ମାଡ଼ି ଆସୁଛି ୫ଟି ଟ୍ରପିକାଲ୍‌ ସାଇକ୍ଲୋନ୍‌

ନୂଆଦିଲ୍ଲୀ: ଏକାଥରେ ମାଡ଼ି ଆସୁଛି ୫ଟି ଟ୍ରପିକାଲ୍‌ ସାଇକ୍ଲୋନ୍‌। ଆଣ୍ଟଲାଟିକ୍ ମହାସାଗରରେ ଏହି ଟ୍ରପିକାଲ୍‌ ସାଇକ୍ଲୋନ୍ ଗୁଡ଼ିକ ସୃଷ୍ଟି ହୋଇଛି। ଇତିହାସରେ ଦ୍ୱିତୀୟ ଥର ପାଇଁ ଏମିତି ଗୋଟିଏ ମହାସାଗରରେ ଏକା ଥରକେ ୫ଟି ଟ୍ରପିକାଲ୍‌ ସାଇକ୍ଲୋନ୍ ସୃଷ୍ଟି ହୋଇଛି। ଏହାପୂର୍ବରୁ ଆଣ୍ଟଲାଟିକ୍ ମହାସାଗରରେ ୧୯୭୧ ମସିହାରେ ଏଭଳି...

ବିଧାନସଭା ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର ହେବ କରୋନା ଟେଷ୍ଟ

ଭୁବନେଶ୍ୱର: ବିଧାନସଭା ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର ହେବ କରୋନା ଟେଷ୍ଟ।  ଏ ନେଇ ସ୍ୱାସ୍ଥ୍ୟବିଭାଗ ପକ୍ଷରୁ ଗାଇଡ୍‌ଲାଇନ୍ସ ଜାରି ହୋଇଛି। ବିଧାୟକଙ୍କ ସହ ସେମାନଙ୍କର ବ୍ୟକ୍ତିଗତ ସୁରକ୍ଷାକର୍ମୀ ଓ ଡ୍ରାଇଭରମାନଙ୍କ ମଧ୍ୟ କରୋନା ଟେଷ୍ଟ କରାଯିବ। ବିଧାୟକ, ବ୍ୟକ୍ତିଗତ ସୁରକ୍ଷାକର୍ମୀ ଓ ଡ୍ରାଇଭରଙ୍କର RT-PCR ଟେଷ୍ଟ ହେବ।...

boat capsized
ଭଗବାନଙ୍କ ଦର୍ଶନ ପାଇଁ ବାହାରିଥିଲେ, ନଦୀରେ ବୁଡ଼ିଗଲା ଡଙ୍ଗା; ୧୪ ମୃତ

କୋଟା: ରାଜସ୍ଥାନର କୋଟା ଜିଲ୍ଲା ଖାଟୋଲି ନିକଟ ଚାମ୍ବଲ ନଦୀରେ ଡଙ୍ଗା ବୁଡ଼ି ୧୪ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ଆଜି ସକାଳେ ଏହି ଅଭାବନୀୟ ଘଟଣା ଘଟିଛି। ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ ପ୍ରଶାସନ, ଗ୍ରାମବାସୀ ଓ ପୋଲିସ୍‌ କର୍ମୀ ସାମିଲ ହୋଇଥିବା ବେଳେ State Disaster Response Forceର...

କଲିଂ ବେଲ୍ ମାରି ଘର ଭିତରେ ପଶିଲେ, ଗନ୍ ପଏଣ୍ଟରେ ଲୁଟିନେଲେ ଟଙ୍କା ଓ ସୁନା ଅଳଙ୍କାର

ଉଦଳା: କଲିଂ ବେଲ୍ ମାରି ଘର ଭିତରେ ପଶି ଗନ୍ ପଏଣ୍ଟରେ ଲୁଟିନେଲେ ଟଙ୍କା ସହ ସୁନା ଅଳଙ୍କାର ଏବଂ ମୋବାଇଲ୍। ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଅନ୍ତର୍ଗତ ଏନ୍ଏସିର ୧୨ ନମ୍ବର ୱାର୍ଡରୁ ଏଭଳି ଅଭିଯୋଗ ଆସିଛି। ସୂଚନା ଅନୁସାରେ, ୧୨ ନମ୍ବର ୱାର୍ଡରେ ରହୁଥିବା ଅଧ୍ୟାପକ...

woman killed
ଘର ଭିତରୁ ମିଳିଲା ବିବାହିତା ମହିଳାଙ୍କ ମୃତଦେହ

ବଣାଇ: ଘର ଭିତରୁ ଜଣେ ବିବାହିତା ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହାସହ ମହିଳାଙ୍କ ଦେଢ଼ ବର୍ଷର ଶିଶୁପୁତ୍ରକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ ଏହି ଘଟଣା ଘଟିଛି। ସୂଚନା ଅନୁସାରେ, କୌଣସି କାରଣକୁ...

pm modi
ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଜନ୍ମଦିନ। ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୦ତମ ଜନ୍ମଦିନ ଅବସରରେ ଦେଶର ବିଭିନ୍ନ ସ୍ଥାନରେ ଏହାକୁ ପାଳନ କରାଯିବା ସହ ସାଧାରଣଜନତାଙ୍କ ଠୁ ଆରମ୍ଭ କରି ରାଜନେତା ପର୍ଯ୍ୟନ୍ତ ସୋସିଆଲ୍‌ ମିଡିଆରେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।