• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

twincity police
ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

କଟକ/ଭୁବନେଶ୍ୱର: ଟ୍ୱିନ୍‌ସିଟିରେ କରୋନା କଟକଣା ପାଳନରେ ଢିଲା ପଣକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅସନ୍ତୋଷ ପରେ ଏବେ ଆକ୍ସନ ମୋଡ୍‌ରେ‌ ପୋଲିସ୍। କୋଭିଡ୍ ଗାଇଡଲାଇନ୍ସ ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଯେଉଁମାନେ ମାସ୍କ ପିନ୍ଧୁ ନାହାନ୍ତି କିମ୍ବା ସାମାଜିକ ଦୂରତ୍ୱ ପାଳନ କରୁ ନାହାନ୍ତି...

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ବଣାଇ: ସୁନ୍ଦରଗଡ ଜିଲ୍ଲା କୋଇଡ଼ା ଥାନା ଅନ୍ତର୍ଗତ ଡେଙ୍ଗୁଳା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ଘର ଝାଡ଼ଖଣ୍ଡ କିରିବୁରୁ ଅଞ୍ଚଳରେ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଏକ ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଓଡ଼ିଶା ଆସି କାର୍‌ ଯୋଗେ...

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳ ଛକ ନିକଟରେ ଆଜି ସକାଳେ ଏକ ଦୁର୍ଘଟଣା ଘଟିଛି। ଏକାଧିକ ଦୋକାନ ଉପରକୁ ଏକ ଟ୍ରକ୍‌ ଚଢ଼ି ଯିବାରୁ ୪ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଏକ ପଥର ବୋଝେଇ ଟ୍ରକ୍ ମେଣ୍ଢାଶାଳ ଛକ ନିକଟରେ ଥିବା ଏକାଧିକ ଦୋକାନ...

corona11
କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ମସ୍କୋ: କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ଋଷ ପକ୍ଷରୁ ଔଷଧ ବାହାର କରାଯାଇଛି। ସାମାନ୍ୟରୁ ମଧ୍ୟମ ଧରଣ ଲକ୍ଷଣ ଥିବା ଆକ୍ରାନ୍ତମାନଙ୍କ ଚିକିତ୍ସା ପାଇଁ ଏହି ଔଷଧକୁ ବ୍ୟବହାର କରି ହେବ। ଏଥିପାଇଁ ପାଇଁ ଋଷ ପକ୍ଷରୁ ଅନୁମତି ଦିଆଯାଇଛି। ଆସନ୍ତା ସପ୍ତାହ ସୁଦ୍ଧା କରୋନା ଔଷଧ କରୋନାଭିର ବଜାରରେ...

corona test 11
Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୦୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୬୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୪୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୪,୨୦୯ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୪୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍...

corona
ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ କରୋନା ରୋଗୀ ଆଖି ବୁଜିଥିବା ବେଳେ ୪,୨୦୯ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବରଗଡ଼ରୁ ୨, ଭଦ୍ରକ, କଟକ, ବଲାଙ୍ଗିର, ପୁରୀ,...

barsha
ସୁପ୍ରିମକୋର୍ଟ ଗଲେ ବର୍ଷା

କଟକ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସାଂସଦ ଅନୁଭବ ମହାନ୍ତିଙ୍କ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଦିଲ୍ଲୀ ପଟିଆଲା ହାଉସ୍ କୋର୍ଟରେ ଅନୁଭବ ଦାୟର କରିଥିବା ଛାଡ଼ପତ୍ର ମାମଲାକୁ କଟକ ସ୍ଥାନାନ୍ତର ପାଇଁ ବର୍ଷା ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ପରିଚାଳନା ସୁବିଧା ପାଇଁ ମାମଲା ସ୍ଥାନାନ୍ତର ନିମନ୍ତେ ବର୍ଷା ସୁପ୍ରିମକୋର୍ଟରେ...

nia
ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

ନୂଆଦିଲ୍ଲୀ: କେରଳ ଓ ପଶ୍ଚିମବଙ୍ଗର ବିଭିନ୍ନ ସ୍ଥାନରେ National Investigation Agency (NIA) ଚଢ଼ଉ କରି ୯ଜଣ ଅଲ୍‌କାଏଦା ଆତଙ୍କବାଦୀଙ୍କୁ ଗିରଫ କରିଛି। ଆତଙ୍କବାଦୀମାନେ ଏକ ବଡ଼ ଧରଣର ହମ୍‌ଲା ପାଇଁ ଯୋଜନା କରୁଥିବା ଖବର ପାଇ NIA ପକ୍ଷରୁ ପଶ୍ଚିମବଙ୍ଗର ମୁର୍ସିଦାବାଦ ଓ କେରଳର ଏର୍ଣ୍ଣାକୁଲ୍‌ମରେ ଏକକାଳୀନ...

sex racket11
ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରୁ ଏକ ସେକ୍ସ ରାକେଟ୍ ଠାବ ହୋଇଛି। ଜଳେଶ୍ୱର ବଜାରରେ ଥିବା ଏକ ହୋଟେଲରେ ଦେହ ବ୍ୟବସାୟ ହେଉଥିବା ନେଇ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ଜଳେଶ୍ୱର ପୋଲିସ୍‌ ହୋଟେଲ ଉପରେ ଚଢାଉ କରି ଜଣେ ଗ୍ରାହକ, ହୋଟେଲ ମ୍ୟାନେଜର ଓ ଦୁଇ ଜଣ ମହିଳାଙ୍କୁ...

sarapanch
ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ବଲାଙ୍ଗିର: କ୍ଷମତାର ଅପବ୍ୟବହାର କରି ଆଦିବାସୀଙ୍କ ଘର ଭାଙ୍ଗିଥିବା ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ୍‌ ସାଲେଭଟ୍ଟା ସରପଞ୍ଚ ହେମକାନ୍ତି ମୁଣ୍ଡାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।ପଞ୍ଚାୟତିରାଜ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବନ କରାଯିବା ସହ ନାଏବ ସରପଞ୍ଚଙ୍କୁ ପଞ୍ଚାୟତ ପରିଚାଳନା ଦାୟିତ୍ୱ ପ୍ରଦାନ କରାଯାଇଛି। ଜିଲ୍ଲା ପ୍ରଶାସନର ରିପୋର୍ଟ...

sushant
ସୁଶାନ୍ତଙ୍କୁ ହତ୍ୟା କରାଯାଇଥିଲା କି ? ଉଠିଲା ଏହି ୧୦ ପ୍ରଶ୍ନ

ମୁମ୍ବାଇ: ଏବେବି ରହସ୍ୟ ଘେର ଭିତରେ ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ମୃତ୍ୟୁ। ଏହା ଆତ୍ମହତ୍ୟା ନା ତାଙ୍କୁ ହତ୍ୟା କରାଯାଇ ଆତ୍ମହତ୍ୟାର ରୂପ ଦିଆଯାଇଛି, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ସିବିଆଇ ଏହି ଘଟଣାର ତଦନ୍ତ କରୁଛି। ସୁଶାନ୍ତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ୍‌କୁ ନେଇ Narcotics...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।