• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

lightning 11
ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ରାୟଗଡ଼ା: ବର୍ଷା ହେବାରୁ ୩ଜଣ ଯୁବକ ଗଛତଳେ ଆଶ୍ରୟ ନେଇଥିଲେ। ହଠାତ୍‌ ଏହି ସମୟରେ ବଜ୍ରପାତ ହେବାରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ରାୟଗଡ଼ା ଜିଲ୍ଲା ଆମ୍ବଦଳା ଥାନା ଅନ୍ତର୍ଗତ ଇନ୍ଦିରାପଡ଼ା  ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ଦ୍ୱୟ ହେଲେ-...

odisha
‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ଭୁବନେଶ୍ୱର: ଭୁବନେଶ୍ୱର ତମାଣ୍ଡୋ ଥାନା ପୋଲିସ୍‌ କର୍ମଚାରୀ ବିଜୟ କୁମାର ଗୋଛାୟତ ଓ ତାଙ୍କ ପୁଅ ଯାମିନୀ ଗୋଛାୟତଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ବୋହୂଙ୍କୁ ବିଜୟ ଏବଂ ପୁଅ ଯାମିନୀ ହତ୍ୟା କରିଥିବା ନେଇ ତମାଣ୍ଡୋ ଥାନାରେ ଅଭିଯୋଗ କରିଛନ୍ତି ଝିଅ ଘର ତଥା ଯାମିନୀଙ୍କ ଶ୍ୱଶୁର...

anurag kashyap
ଅନୁରାଗ କଶ୍ୟପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ, ଅଭିନେତ୍ରୀ କହିଲେ-ମୋ ସୁରକ୍ଷା ଏବେ ବିପଦରେ...

ମୁମ୍ବାଇ: କିଛିଦିନ ତଳେ ବଲିଉଡ୍‌ ନିର୍ଦ୍ଦେଶକ ସାଜିଦ୍‌ ଖାନ୍‌ଙ୍କ ବିରୋଧରେ ଜଣେ ମଡେଲ୍ ଯୌନ ଉତ୍ପୀଡ଼ନ ଭଳି ସାଂଘାତିକ ଅଭିଯୋଗ ଆଣିଥିବା ବେଳେ ଏବେ ନିର୍ଦ୍ଦେଶକ ଅନୁରାଗ କାଶ୍ୟପଙ୍କ ବିରୋଧରେ ଜଣେ ବଲିଉଡ୍‌ ଅଭିନେତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଅଭିନେତ୍ରୀ ପାୟଲ‌ ଘୋଷ ଅନୁରାଗଙ୍କ ବିରୋଧରେ ଏଭଳି...

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

ପୁରୀ: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ ହୋଇଯାଇଛି। ଚିକିତ୍ସାଧୀନ ଅବସ୍ଥାରେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କର ଦେହାନ୍ତ ହୋଇଛି। ଆଜି ଭୋର ୪ଟା ସମୟରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ICUରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।...

rainfall 1
ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୩ ଦିନ ଯାଏ ଓଡ଼ିଶାରେ ବର୍ଷା ଲାଗି ରହିପାରେ। ଆଜି ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବାବେଳେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ। ଆସନ୍ତାକାଲି...

corona test 1
୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୩୩୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୪୪ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୪,୩୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୫୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍...

covid19
ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୦୧ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକ ଓ ପୁରୀରୁ ୨ଜଣ, ବଲାଙ୍ଗିର,...

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଟିପାଝର ଗାଁର ଜଣେ ବ୍ୟକ୍ତିଙ୍କ ଘରୁ କଲରାପତରିଆ ବାଘର ଛାଲ, ବାଘର କଟା ମୁଣ୍ଡ ମିଳିଛି। କେବଳ ସେତିକି ନୁହେଁ ସମ୍ପୃକ୍ତ ବ୍ୟକ୍ତିଙ୍କ ଘରୁ ୨୦ କିଲୋଗ୍ରାମ ଓଜନର ବାର୍‌ହା ମାଂସ, ବଜ୍ରକାପ୍ତା କାତି ସହ ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରିଛି ନୂଆପଡା ବନ...

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

କଟକ: ଧାର୍ମିକ ଭାବନାକୁ ଆଘାତ ପହଞ୍ଚାଇ ସୋସିଆଲ୍‌ ମିଡିଆରେ ହୋଇଥିବା ପୋଷ୍ଟକୁ ନେଇ କଟକ କ୍ୟାଣ୍ଟନମେଣ୍ଟ ଥାନାରେ ମାମଲା ରୁଜୁ ହୋଇଛି। ଏହାସହ ଘଟଣାର ତଦନ୍ତ ଚାଲିଥିବା ନେଇ କଟକ ଡିସିପି ଟ୍ୱିଟ୍‌ ଯୋଗେ ସୂଚନା ଦେଇଛନ୍ତି। କିଛି ଅସାମାଜିକ ଓ ଖଳ ପ୍ରକୃତିର ଲୋକ ଫେସ୍‌ବୁକ୍ ମାଧ୍ୟମରେ...

actor
ଫିଲ୍ମ ‘ABCD’ ଫେମ୍‌ ଆକ୍ଟର କିଶୋର ଅମନ୍ ଗିରଫ, ଡଗ୍ସ ଜବତ

ମାଙ୍ଗାଲୋର: ବ୍ୟାନ୍‌ ହୋଇଥିବା ଡ୍ରଗ୍ସକୁ ବିକ୍ରି କରିବା ପାଇଁ ପ୍ରୟାସ କରିବା ଅଭିଯୋଗରେ ଅଭିନେତା କିଶୋର ଅମନ୍‌ ଶେଟ୍ଟୀଙ୍କୁ ପୋଲିସ୍‌ ଗିରଫ କରିଛି। ସେ ଜଣେ କୋରିଓଗ୍ରାଫର ଓ ଡ୍ୟାନ୍ସର ମଧ୍ୟ। କିଶୋରଙ୍କ ଜଣେ ସହଯୋଗୀ ଆକ୍ୱେଲ୍‌ ନୌଶିଲ୍‌ଙ୍କୁ ମଧ୍ୟ ପୋଲିସ୍‌ ଗିରଫ କରିଛି। ବ୍ୟାନ୍‌ ହୋଇଥିବା ଡ୍ରଗ୍‌...

sushant
ସୁଶାନ୍ତ ସିଂ ମୃତ୍ୟୁ ମାମଲା: ସଲମାନ୍‌, କରଣଙ୍କୁ ସମନ୍‌

ପାଟନା: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲାରେ ନୂଆ ନୂଆ ଖୁଲାସା ହେବା ସହ ଦିନକୁ ଦିନ ଏହି ମାମଲା ଆହୁରି ଜଟିଳ ହେବାରେ ଲାଗିଛି। ତାଜା ରିପୋର୍ଟ ଅନୁସାରେ, ବିହାର ମୁଜାଫର୍‌ପୁର ଜିଲ୍ଲା କୋର୍ଟ ବଲିଉଡ୍‌ ଇଣ୍ଡଷ୍ଟ୍ରିର ୮ ଜଣାଶୁଣା ବ୍ୟକ୍ତିଙ୍କୁ ସମନ୍‌ ଜାରି କରିଛି।...

ରାଜ୍ୟସଭାରେ ପାରିତ ହେଲା କୃଷି ବିଲ୍

ନୂଆଦିଲ୍ଲୀ: ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ରାଜ୍ୟସଭାରେ ପାରିତ ହୋଇଛି କୃଷି ବିଲ୍‌। ଅଧିକ ଆଲୋଚନା ପାଇଁ ବିଲ୍‌କୁ ସିଲେକ୍ଟ କମିଟି ନିକଟକୁ ପଠାଇବା ପାଇଁ ବିରୋଧୀ ଦଳ ଗୁଡ଼ିକ ଯେଉଁ ପ୍ରସ୍ତାବ ଦେଇଥିଲେ, ତାହା ଅଗ୍ରାହ୍ୟ ହୋଇଛି। ପୂର୍ବରୁ ଏହି ବିଲ୍‌ ଲୋକସଭାରେ ପାରିତ ହୋଇଥିବାରୁ ଏବେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।