• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

sara-shradha
ସୁଶାନ୍ତ ସିଂ ମୃତ୍ୟୁ ଘଟଣା: ଡ୍ରଗ୍ସ ଲିଙ୍କ୍‌ ମାମଲାରେ ସାରା ଓ ଶ୍ରଦ୍ଧାଙ୍କୁ ହୋଇପାରେ ସମନ୍‌

ମୁମ୍ବାଇ: ଏବେ Narcotics Control Bureau(NCB) ରାଡାର୍‌ରେ ଆଉ ୨ଜଣ ବଲିଉଡ୍‌ ଷ୍ଟାର ଥିବା ଚର୍ଚ୍ଚା ହେଉଛି। ବଲିଉଡ୍-ଡ୍ରଗ୍ସ ଲିଙ୍କ ମାମଲାରେ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ ଓ ଶ୍ରଦ୍ଧା କପୁରଙ୍କୁ NCB ସମନ୍‌ କରିପାରେ ବୋଲି ସୂଚନା ମିଳିଛି। ଡ୍ରଗ୍ସ ଲିଙ୍କ୍ ମାମଲାରେ NCB ଏହି ୨...

କଟକର ଏକ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

କଟକ: କଟକ ଜଗତପୁର ସ୍ଥିତ ସଦ୍‌ଗୁରୁ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଆଜି ଅପରାହ୍ଣରେ ହସ୍ପିଟାଲ୍‌ର ଗ୍ରାଉଣ୍ଡ୍‌ଫ୍ଲୋର୍‌ ICUରେ ନିଆଁ ଲାଗି ଯାଇଥିବା ଜଣାପଡ଼ିଛି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି। ଜିଲ୍ଲାପାଳ, ସିଏମ୍‌ସି କମିଶନର ଓ କଟକ ଡିସିପି ମଧ୍ୟ ଘଟଣାସ୍ଥଳରେ...

gupchup
ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ସୁନ୍ଦରଗଡ଼: ଗୁପ୍‌ଚୁପ୍‌ ଖାଇବା ବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ସରଫଗଡ଼ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ନାଁ ଫୁଲମତି କିସାନ। ସୂଚନା ଅନୁସାରେ, ଫୁଲମତି ଘରେ ପରିବାର ଲୋକଙ୍କ ସହ ବସି ଗୁପ୍‌ଚୁପ୍‌...

onions
ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

ନୂଆଦିଲ୍ଲୀ: ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି ଓ ଖାଇବା ତେଲ। ରାଜ୍ୟସଭାରେ ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ ବିଲ୍‌ ପାରିତ ହେବା ପରେ ଏସବୁ ସାମଗ୍ରୀ ଏବେ ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍ ପଡ଼ିଛି। ଫଳରେ ଏସବୁ ସାମଗ୍ରୀର ଦର ନିୟନ୍ତ୍ରଣ କ୍ଷମତା ସରକାର...

students
OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଭୁବନେଶ୍ୱର: ଛାତ୍ରଛାତ୍ରୀମାନେ OJEE(Odisha Joint Entrance Examination) ପାଇଁ ଆଜି ରାତି ୧୨ଟା ପୂର୍ବରୁ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଯେଉଁ ଛାତ୍ରଛାତ୍ରୀ OJEE ପାଇଁ ଅନ୍‌ଲାଇନ୍‌ରେ ଆବେଦନ କରିଥିବେ, ସେମାନେ ଆସନ୍ତାକାଲି ଦିନ ୧୧ଟା ସୁଦ୍ଧା ଅନ୍‌ଲାଇନ୍ ଫି’ ଜମା କରିବା ପାଇଁ ଡେଡ୍‌ଲାଇନ୍‌ ରଖାଯାଇଛି। www.ojee.nic.in /...

pm modi
୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ନୂଆଦିଲ୍ଲୀ: ୨୦୧୫ରୁ ୨୦୧୯ ମସିହା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋଟ ୫୮ଟି ଦେଶ ଗସ୍ତ କରିଛନ୍ତି।ଏଥିରେ ୫୧୭ କୋଟି ୮୨ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ରାଜ୍ୟସଭାରେ ଏହି ତଥ୍ୟ ରଖିଛନ୍ତି ବୈଦେଶିକ ବ୍ୟାପାର ରାଜ୍ୟ ମନ୍ତ୍ରୀ ଭି ମୁରଲୀଧରନ। ରାଜ୍ୟସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ...

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

ଭୁବନେଶ୍ୱର: ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ନ କରିବା ଲାଗି ସବୁ ହସ୍ପିଟାଲକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଏହାଦ୍ୱାରା ଅଯଥାରେ ଶବ ହସ୍ତାନ୍ତର ବିଳମ୍ବ ହେବା ସହ ମୃତକଙ୍କ ପରିବାରବର୍ଗ ଶୋଷଣରୁ ମୁକ୍ତ ହୋଇପାରିବେ। ଏଥିସହ ଯେଉଁ ସରକାରୀ ଓ ବେସରକାରୀ ଡାକ୍ତରଖାନା ଗୁଡିକରେ କରୋନା ସଂକ୍ରମିତଙ୍କ ଚିକିତ୍ସା...

bihar dgp
ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

ପାଟନା: ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଇଛନ୍ତି। ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଇ ଗୁପ୍ତେଶ୍ୱର ପାଣ୍ଡେଙ୍କ ଆବେଦନକୁ ବିହାର ରାଜ୍ୟପାଳ ଗ୍ରହଣ କରିଛନ୍ତି। ଗୁପ୍ତେଶ୍ୱର ପାଣ୍ଡେ ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ପରେ ଡିଜି(ହୋମ୍‌ଗାର୍ଡ ଓ ଫାୟାର ସର୍ଭିସ୍‌) ଏସ୍‌କେ ସିଂଘଲଙ୍କୁ ବିହାର ପୋଲିସ୍‌ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ...

corona test
Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୩୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୪୭ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୪,୨୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୮୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍...

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୫ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୩୬ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ୪, ମୟୂରଭଞ୍ଜ ଓ ପୁରୀରୁ...

Woman Kills Husband
ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ...

ଜୟପୁର: ସ୍ୱାମୀଙ୍କୁ ହତ୍ୟା କରିବା ପରେ ବେଡ୍‌ ତଳେ ମୃତଦେହ ଲୁଚାଇ, ଏହାର ଦିନକ ପରେ ନିଜେ ଏସମ୍ପର୍କରେ ପୋଲିସ୍‌କୁ ଖବର ଦେଲେ ସମ୍ପୃକ୍ତ ମହିଳା। ରାଜସ୍ଥାନ ଚୁରୁ ଜିଲ୍ଲାରେ ଏଭଳି କିଛି ଘଟଣା ଘଟିଛି, ଯାହାକୁ ନେଇ ଏବେ ଚର୍ଚ୍ଚା। ରବିବାର ରାତିରେ ହମିର୍‌ୱାସ୍‌ ଅଞ୍ଚଳରେ ଏହି...

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ପଟ୍ଟାମୁଣ୍ଡାଇ: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ୍‌ ଅନ୍ତର୍ଗତ ମହୁଲିଆ ମାଣପଡ଼ା ଗାଁରେ ୪ ଦିନ ହେଲା ପଡ଼ି ରହିଛି ମା’ ଝିଅଙ୍କ ଶବ। ମାମୁ ଘର ଆଗରେ ଭାଣିଜୀର ମୃତଦେହ ପଡ଼ି ରହିଥିବା ବେଳେ ଆମ୍ବୁଲାନ୍ସ ଭିତରେ ପଡ଼ି ରହିଛି ମା’ର ମୃତଦେହ। ସୂଚନାଥାଉ କି, ଗତ ୧୯...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।