• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

poonam pandey
ଗିରଫ ହେଲେ ଅଭିନେତ୍ରୀ ପୁନମ୍‌ ପାଣ୍ଡେଙ୍କ ସ୍ୱାମୀ, ୨ ସପ୍ତାହ ତଳେ ହୋଇଥିଲା ବିବାହ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତଥା ମଡେଲ୍‌ ପୁନମ୍‌ ପାଣ୍ଡେଙ୍କ ସ୍ୱାମୀ ସାମ୍‌ ବମ୍ବେଙ୍କୁ ମଙ୍ଗଳବାର ଗୋଆରେ ପୋଲିସ୍‌ ଗିରଫ କରିଛି। ପୁନମ୍ ସ୍ୱାମୀ‌ ସାମ୍‌ଙ୍କ ବିରୋଧରେ ମାର୍‌ପିଟ୍‌, ଧମକ ଭଳି ଅଭିଯୋଗ ଆଣିବା ପରେ ପୋଲିସ୍‌ ତା‌ଙ୍କୁ ଗିରଫ କରିଛି। ଏହି ଘଟଣା ସାଉଥ୍‌ ଗୋଆର କାନାକୋନାରେ ଘଟିଥିଲା,...

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ବାରିପଦା: ୫ ଶହ ଟଙ୍କା ପାଇଁ ଜଣେ ନାବାଳକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ କିଆପାଣପୋଷି ଗାଁରୁ ଏଭଳି ଅଭିଯୋଗ ଆସିଛି। ସୂଚନା ଅନୁସାରେ, ପଡ଼ୋଶୀଙ୍କ ଘରୁ ୫ଶହ ଟଙ୍କା ଚୋରି କରିବା ଅଭିଯୋଗରେ ସମ୍ପୃକ୍ତ ନାବାଳକଙ୍କୁ ପଡ଼ୋଶୀ...

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ସୁରତ: ଗୁଜରାଟ ସୁରତର ହଜିରା ସ୍ଥିତ ONGC(Oil and Natural Gas Corporation) ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗତକାଲି ବିଳମ୍ବିତ ରାତି ସାଢ଼େ ୨ଟାରୁ ୩ଟା ମଧ୍ୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଲଗାତାର ୩ଟି ବଡ଼ଧରଣର ବିସ୍ଫୋରଣ ପରେ ପ୍ଲାଣ୍ଟ୍‌ରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।...

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ପଟ୍ଟାମୁଣ୍ଡାଇ: OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି ଗାଡ଼ି ଲୁଟ୍ ଉଦ୍ୟମ ବେଳେ ଧରାପଡିଲେ ଲୁଟେରା। ସୂଚନା ଅନୁଯାୟୀ, ୪ ଜଣ ଯୁବକ ମଙ୍ଗଳବାର ରାତି ପ୍ରାୟ ୩ଟା ୪୦ ମିନିଟ୍‌ରେ ଭୁବନେଶ୍ୱରରୁ OLA କାର୍‌ ବୁକ୍ କରିଥିଲେ। ପରେ ସେମାନେ OLA ଗାଡ଼ି ଡ୍ରାଇଭରଙ୍କୁ ପଟ୍ଟାମୁଣ୍ଡାଇ ଅଭିମୁଖେ ଯିବାକୁ...

journalist2
ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ନୂଆଦିଲ୍ଲୀ: ରାଜ୍ୟସଭାରେ ଗତକାଲି ଶ୍ରମ ସଂସ୍କାର ସମ୍ପର୍କିତ ୩ଟି ବିଲ୍‌ ପାରିତ ହୋଇଛି। ଏହି ବିଲ୍ ଯୋଗୁ ୫୦ କୋଟି ସଂଗଠିତ, ଅଣ ସଂଗଠିତ, ଆତ୍ମନିଯୁକ୍ତ ସଂସ୍ଥା ଉପକୃତ ହେବେ। ଏହି ସବୁ ସଂସ୍ଥାରେ କାର୍ଯ୍ୟରତ ଶ୍ରମିକଙ୍କ ମଜୁରୀ, ସାମାଜିକ ଓ ସ୍ୱାସ୍ଥ୍ୟ ସୁରକ୍ଷା ଦେବାରେ ଏହି ବିଲ୍...

former-minister
ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ମତଲୁବଙ୍କ ଦେହାନ୍ତ ନେଇ ପୁଅ ମାସୁଦ ଅଲ୍ଲୀ ସୂଚନା ଦେଇଛନ୍ତି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ...

sushant
ସୁଶାନ୍ତଙ୍କ ପୂର୍ବତନ ଟ୍ୟାଲେଣ୍ଟ୍‌ ମ୍ୟାନେଜର କହିଲେ, ଶ୍ରଦ୍ଧାଙ୍କ ପାଇଁ ଅନ୍‌ଲାଇନ୍‌ରେ ଅର୍ଡର କରୁଥିଲେ...

ମୁମ୍ବାଇ(ସୁରେଶ ଦାଶ): ସୁଶାନ୍ତ ସିଂହ ରାଜପୁତ୍‌ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କକୁ ନେଇ ତଦନ୍ତ କରୁଥିବା  ନାର୍କୋଟିକ୍ସ ସେଣ୍ଟ୍ରାଲ୍‌ ବ୍ୟୁରୋ (ଏନ୍‌ସିବି)ର ତଦନ୍ତରେ ବଲିଉଡ୍‌ ଇଣ୍ଡଷ୍ଟ୍ରିର ଅନେକ ବଡ଼ ବଡ଼ ନାଁ ସାମ୍ନାକୁ ଆସୁଛି। ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ୍‌, ସାରା ଅଲ୍ଲୀ ଖାନ୍‌, ଶ୍ରଦ୍ଧା କପୁର୍‌ ଓ...

odisha
ଅନଲାଇନ୍‌ରେ ଇଞ୍ଜେକ୍ସନ କିଣିବାକୁ ଯାଇ ଠକାମୀର ଶିକାର, ଆକାଉଣ୍ଟରୁ ୪୮ ହଜାର ଟଙ୍କା ଗାଏବ

ଭୁବନେଶ୍ୱର: ଅନଲାଇନ୍‌ରେ ଇଞ୍ଜେକ୍ସନ କିଣିବାକୁ ଯାଇ ଠକାମୀର ଶିକାର। ବ୍ଲାକ୍ ଫଙ୍ଗସ୍‌ରେ ଆକ୍ରାନ୍ତ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କ ନିକଟରୁ ୪୮ ହଜାର ଟଙ୍କା ଠକି ନେଇ ଯାଇଛନ୍ତି ଠକ। ଭୁବନେଶ୍ୱରରେ ଏହି ଘଟଣା ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ଜଣେ…

youth killed
ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ମେଣ୍ଟୁ ଛକରେ ଥିବା ରାଧାକୃଷ୍ଣ ମନ୍ଦିର ପରିସରରେ ଜଣେ ଯୁବକଙ୍କ ମୃତଦେହ ମିଳିଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ପଥରରେ ଛେଚି ଯୁବକଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମନ୍ଦିରର ରୋଷଶାଳା ନିକଟରେ...

corona 1
Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୩୪୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୫୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୪,୩୪୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍...

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୬ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୫୨ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରେ ୪,୩୪୦...

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ସୁରତ/ଆସିକା: ବିଶେଷ ସୂତ୍ରରୁ ଖବର ପାଇ ଗୁଜରାଟର ସୁରତ କ୍ରାଇମ୍‌ବ୍ରାଞ୍ଚ୍‌ ପୂର୍ଣ୍ଣା ଗାଁ ସରୋଲି ରୋଡ୍‌ ନେଚର୍‌ ଭ୍ୟାଲି ହୋମ୍ସ ନିକଟରୁ ବିପୁଳ ପରିମାଣ ଗଞ୍ଜେଇ ଜବତ କରିଛି। ଏକ ଟ୍ରକ୍‌ରୁ ୫୬୨ କିଲୋର ଗଞ୍ଜେଇ ଜବତ ହୋଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୫୬ ଲକ୍ଷ ୪୫...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।