• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ନୂଆଦିଲ୍ଲୀ: ଶତ୍ରୁକୁ ଏବେ କଡ଼ା ଜବାବ୍ ଦେବ ଭାରତର ନାରୀ ଶକ୍ତି। ଭାରତୀୟ ବାୟୁସେନାର ଲଢୁଆ ବିମାନ ରାଫେଲ୍ ଉଡ଼ାଇବେ ମହିଳା ପାଇଲଟ ଫ୍ଲାଇଟ୍ ଲେଫ୍ଟନାଣ୍ଟ ଶିବାଙ୍ଗୀ ସିଂ। ଏବେ ସେ ଅମ୍ବାଲା ଏୟାର୍‌ବେସ୍‌ରେ ଟ୍ରେନିଂ ନେଉଛନ୍ତି। ଶିବାଙ୍ଗୀ ୨୦୧୭ ରେ ଭାରତୀୟ ବାୟୁସେନାରେ ଯୋଗ ଦେଇଥିଲେ। ତା...

Payal Ghosh
ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ...

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ତଥା ଫିଲ୍ମ ନିର୍ମାତା ଅନୁରାଗ କାଶ୍ୟପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିବା ଅଭିନେତ୍ରୀ ପାୟଲ ଘୋଷଙ୍କ ଏକ ଟ୍ୱିଟ୍‌କୁ ନେଇ ଏବେ ପୁଣିଥରେ ଚର୍ଚ୍ଚା ଜୋର ଧରିଛି। “ଯଦି ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ମିଳେ, ମନେ ରଖନ୍ତୁ। ହେଲେ ସେ ଆତ୍ମହତ୍ୟା...

gold
କମିଲା ସୁନା ଓ ରୂପା ଦର

ନୂଆଦିଲ୍ଲୀ: ଲଗାତାର ତିନି ଧରି ସୁନା ଓ ରୂପା ଦରରେ ହ୍ରାସ ଦେଖିବାକୁ ମିଳିଥିବା ବେଳେ ଆଜି ମଧ୍ୟ ଏହି ଦରରେ ହ୍ରାସ ଦେଖିବାକୁ ମିଳିଛି। ଆଜି ଟ୍ରେଡିଂ ଆରମ୍ଭରୁ ସୁନା ଓ ରୂପା ଦରରେ ହ୍ରାସ ଦେଖିବାକୁ ମିଳିଥିଲା। ଆଜି ଦିନ ୧୧ଟା ୭ ରେ ସୁନା...

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ଅଭିଯୁକ୍ତ ଥିବା ପୋଲିସ୍ କର୍ମଚାରୀ ବି ତଦନ୍ତ ପରିସରଭୁକ୍ତ। ଆଜି ଏହି ସୂଚନା ଦେଇଛନ୍ତି ଟ୍ୱିନ୍‌ ସିଟି ପୋଲିସ୍ କମିଶନର୍ ସୁଧାଂଶୁ ଷଡ଼ଙ୍ଗୀ। ତେବେ ସମ୍ପୃକ୍ତ ପୋଲିସ୍ କର୍ମଚାରୀ ଚିହ୍ନଟ ହୋଇଛନ୍ତି କି ନାହିଁ, ସେ ସଂପର୍କରେ କମିଶନର୍ କୌଣସି...

odisha
ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ବାଲିଗୁଡ଼ା: ପୋଲ ତ କଲେନି କିନ୍ତୁ ଯେଉଁ ତାରର ସହାୟତାରେ ଲୋକେ ନଦୀ ପାର୍‌ ହେଉଥିଲେ, ତାକୁ ମଧ୍ୟ ଖୋଲି ଦେଲା ପ୍ରଶାସନ। ଏହାକୁ ନେଇ କନ୍ଧମାଳ ଜିଲ୍ଲା କେ. ନୂଆ ଗାଁ ଅଞ୍ଚଳର ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନୂଆ ଗାଁ ଦେଇ ଯାଇଛି ଗୋଟିଏ...

fastfood 1
ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଝାରସୁଗୁଡ଼ା: ଆଜିଠୁ ୧୫ ଦିନ ଯାଏ ଝାରସୁଗୁଡ଼ା ଜିଲ୍ଲାରେ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ ରହିବ। ଜିଲ୍ଲାରେ କରୋନା ସଂକ୍ରମଣ ରୋକିବା ଲାଗି ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ନିଷ୍ପତ୍ତି ଦ୍ୱାରା କ୍ଷତିଗ୍ରସ୍ତ ହେବାକୁ ଥିବା ବେପାରୀଙ୍କୁ ୨,୫୦୦ ଟଙ୍କା ଦେବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି।...

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଭୁବନେଶ୍ୱର: ନକ୍ସଲ ପ୍ରଭାବିତ ଜିଲ୍ଲାରେ କାର୍ଯ୍ୟରତ ପୋଲିସ୍‌ଙ୍କୁ ସମ୍ମାନିତ କରିବ ରାଜ୍ୟ ପୋଲିସ୍‌‌। ଦୁଇ ବର୍ଷ ଧରି ନକ୍ସଲ ପ୍ରଭାବିତ ଅଞ୍ଚଳରେ ନିଷ୍ଠାପର ଭାବେ କାର୍ଯ୍ୟ କରିଥିବା ୧,୭୦୯ ଜଣ ପୋଲିସ୍ କର୍ମଚାରୀ ଓ ଅଧିକାରୀଙ୍କୁ ‘ଆନ୍ତରିକ ସୁରକ୍ଷା ସେବା ପଦକ’ ପ୍ରଦାନ କରାଯିବ। ଏନେଇ ରାଜ୍ୟ ପୋଲିସ୍‌...

bus
୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

ନୂଆଦିଲ୍ଲୀ: ଜଣେ ୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ଦ୍ରୁତ ଗତିରେ ଆସୁଥିବା ଏକ ବସ୍‌। ଉତ୍ତରପୂର୍ବ ଦିଲ୍ଲୀର ନନ୍ଦ ନଗରୀରେ ଗୁରୁବାର ରାତିରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଆହତ ମଧ୍ୟ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ବସ୍‌କୁ...

harley davidson bike 1
ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ନୂଆଦିଲ୍ଲୀ: ଭାରତରେ ଆମେରିକୀୟ ବ୍ରାଣ୍ଡ୍‌ର ବାଇକ୍‌ Harley-Davidson ଏହାର ପ୍ରଡକ୍ଟ ଓ ସେଲ୍ ବନ୍ଦ କରିଛି। ନିଜ କାରବାରର ପୁନର୍ବିନ୍ୟାସ ସ୍ୱରୁପ Harley-Davidson କମ୍ପାନୀ ଭାରତ ଛାଡ଼ିବାକୁ ନିଷ୍ପତ୍ତି ନେଇଛି। ଯେଉଁ ଦେଶରେ ଏହି ବ୍ରାଣ୍ଡ୍‌ର ବାଇକ୍ ଅଧିକ ବିକ୍ରି ହେଉଛି, ସେହି ଦେଶରେ ଏହାର କାରବାରକୁ ବଢ଼ାଇବା...

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ ହୋଇଛି। ଏକ ସ୍କର୍ପିଓ କାର୍ ଭିତରେ ଚୋରା ବନ୍ଧୁକ କାରବାରର ଡିଲ୍‌ ଚାଲିଥିବା ବେଳେ କ୍ରାଇମବ୍ରାଞ୍ଚର ଏସଟିଏଫ୍ ଏହି  ଡିଲ୍‌ର ପର୍ଦ୍ଦାଫାସ କରିଛି। ଗତକାଲି ସନ୍ଧ୍ୟାରେ କଳ୍ପନା ଛକ ନିକଟରେ କ୍ରାଇମ୍‌ବ୍ରାଞ୍ଚର STF ଟିମ୍‌ ହାତରେ ଧରାପଡ଼ିଥିଲା ଏହି...

corona test
୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୦୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୪,୨୦୮ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୬୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୪୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ସର୍ବାଧିକ...

corona
ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୫ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୬୭ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପଢ଼ନ୍ତୁ: ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।